ନାଗାବଳୀ ନଦୀରୁ ଆନ୍ଧ୍ରକୁ ବାଲି ଚାଲାଣକୁ ବିରୋଧ

ରାୟଗଡ଼ା ଅଫିସ,୧୧।୫-ରାୟଗଡ଼ା ଜିଲା କେରେଡ଼ାରୁ ପ୍ରତିଦିନ ବେଆଇନ ଭାବେ ପଡୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶକୁ ବାଲି ଚାଲାଣ କରାଯାଉଛି। ଏ ନେଇ ସୋମବାର କେରେଡ଼ା ଗ୍ରାମ ମହିଳା ସଂଘ  ପକ୍ଷରୁ ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ା
ଦାବିପତ୍ରରେ ଉଲ୍ଲେଖ ରହିଛି, କେରେଡ଼ା ଗ୍ରାମ ନିକଟରେ ଥିବା ନାଗାବଳୀ ନଦୀରୁ ପ୍ରତିଦିନ ବେଆଇନ ଭାବେ ଜେସିବି ଯୋଗେ ବାଲି ଉଠାଣ କରାଯାଇ ଆନ୍ଧ୍ର ପ୍ରଦେଶର ବିଜୟନଗର, ପାର୍ବତୀପୁର, ବିଶାଖାପାଟଣାକୁ ପଠାଯାଉଛି। ଫଳରେ ନଦୀର ଜଳଧାରା ବନ୍ଧ ହେବା ସହ ପ୍ରଦୂଷଣ ହେଉଥିବା ଦାବିପତ୍ରରେ ଉଲ୍ଲେଖ ରହିଛି। ଏହି ଘଟଣାର ତଦନ୍ତ କରାଯିବ ବୋଲି ଜିଲାପାଳ ପ୍ରମୋଦ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଆଇସି ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସ୍ତ୍ରୀ

ଗୁଣପୁର/ରାମନାଗୁଡ଼ା,୨୭ା୩(ଡି.ଏନ୍‌.ଏ.): ସର୍ଭିସ ରିଭଲଭରରୁ ଗୁଳି ଫୁଟି ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ୍‌ ଗମାଙ୍ଗଙ୍କ ମୃତ୍ୟୁ ଘଟଣାରେ ଶନିବାର ମୁହଁ ଖୋଲିଛନ୍ତି ସ୍ତ୍ରୀ କିରଣ...

ଇନଫର୍ମର ସନ୍ଦେହରେ ଗ୍ରାମରକ୍ଷୀଙ୍କୁ ହତ୍ୟା

ରାୟଗଡ଼ା ଅଫିସ,୧ା୯: ଇନ୍‌ଫର୍ମର ସନ୍ଦେହରେ ଗ୍ରାମରକ୍ଷୀଙ୍କୁ ହତ୍ୟା। ରାୟଗଡ଼ା ଜିଲା ଅମ୍ବାଦଳା ଥାନା ଅନ୍ତର୍ଗତ ଟିକରପଡ଼ା ଗାଁ ନିକଟରେ ଗତ ରାତିରେ ଇନ୍‌ଫର୍ମର ସନ୍ଦେହରେ ଜଣେ...

ଲକ୍‌ଡାଉନ୍‌ ମାନୁନାହାନ୍ତି ଲୋକେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ପୋଲିସ

ମୁନିଗୁଡ଼ା,୬ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ଲାଗି ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ସୋମବାର ଏହା ୧୩ ଦିନରେ ପହଞ୍ଚିଛି। ବହୁ ଲୋକ ଏହାକୁ ସମ୍ପୂର୍ଣ୍ଣ...

ଶ୍ରମିକଙ୍କ ସ୍ବାର୍ଥ ଦୃଷ୍ଟିରୁ ନୂତନ ଆଇନ୍‌ ଅଣାଯାଉ

ଜୟପୁର ୧।୫(ନି.ପ୍ର.): ବୁଧବାର ଜୟପୁରରେ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଛି।  ନିର୍ମାଣ ଶ୍ରମିକ ମିଳିତ ସଂଘର ପକ୍ଷରୁ ଏହି ଅବସରରେ ଏକ  ଶୋଭାଯାତ୍ରା ବାହାରି...

ସରପଞ୍ଚଙ୍କ ନିଷ୍ପତ୍ତିକୁ ମାନିଲାନି ପ୍ରଶାସନ: ଜିଲାପାଳ କ୍ଷମତା ଫେରାଇନେବାକୁ କହିଲେ ସରପଞ୍ଚ

ଟିକିରି,୨୨ା୫:ପ୍ରତ୍ୟେକ ପଞ୍ଚାୟତରେ କରୋନା ସଂକ୍ରମଣକୁ ରୋକିବା ଏବଂ ସରପଞ୍ଚମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ସରପଞ୍ଚଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ଏହି...

ଜାଲ୍‌ନୋଟ କାରବାର : ଜଣେ ଅଭିଯୁକ୍ତ ଗିରଫ

ରାୟଗଡ଼ା ଅଫିସ,୯।୧୧: ରାୟଗଡ଼ା ଜିଲା ଟିକିରି ଥାନା ଅନ୍ତର୍ଗତ ହରିଜନ ସାହିର ଦେବଜହନ ନାୟକ(୨୫)ନାମକ ଜଣେ ଯୁବକ ସୁନାମୁଦି ସାହିରେ ଏକ ଘରଭଡ଼ା ନେଇ ଜାଲ୍‌ନୋଟ...

ରାୟଗଡ଼ାରେ ନିର୍ମାଣ ହେବ ନୂତନ ଜିଲା ଅଦାଲତ କୋଠା

ରାୟଗଡ଼ା ଅଫିସ,୨୧।୩: ରାୟଗଡ଼ା ଜିଲା ଓ ଦୌରାଜଜ୍‌ଙ୍କ ଅଦାଲତ ପରିସରରେ ନୂତନ ଜିଲା ଅଦାଲତ କୋଠା ନିର୍ମାଣ ନିମନ୍ତେ ରବିବାର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ହାଇକୋର୍ଟର ମୁଖ୍ୟ...

କାଶୀପୁରରେ ଝାଡ଼ାବାନ୍ତିମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ରାୟଗଡ଼ା ଅଫିସ,୧୭।୭: ରାୟଗଡ଼ା ଜିଲା କାଶୀପୁର ବ୍ଲକରେ ଝାଡ଼ାବାନ୍ତି ବ୍ୟାପିବା ଯୋଗୁ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ଶନିବାର ଶଙ୍କରଡ଼ା ପଞ୍ଚାୟତ ପଞ୍ଚାଳି ଗ୍ରାମର...

Advertisement
Archives

Model This Week