Posted inଜାତୀୟ

ନାଗାଲାଣ୍ଡ ବିଧାନସଭା ବାଚସ୍ପତିଙ୍କ ଦେହାନ୍ତ

କୋହିମା,୩୧ା୧୨(ପି.ଟି.): ନାଗାଲାଣ୍ଡ ବିଧାନସଭାର ବାଚସ୍ପତି ଭିଖୋ ହୋସୁଙ୍କ ସୋମବାର ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ସେ ଫୁସ୍‌ଫୁସଜନିତ କର୍କଟ ରୋଗରେ ପୀଡ଼ିତ ଥିଲେ। ନ୍ୟାଶନାଲିଷ୍ଟ ଡେମୋକ୍ରାଟିକ୍‌ ପ୍ରୋଗ୍ରେସିଭ୍‌ ପାର୍ଟିର ଜଣେ ଟାଣୁଆ ନେତା ଭାବେ ସେ ଜଣାଶୁଣା ଥିଲେ। ୩ ଥର ରାଜ୍ୟ ବିଧାନସଭାକୁ ସେ ନିର୍ବାଚିତ ହୋଇଥିଲେ। ଏବେ ତାଙ୍କ ଧର୍ମପତ୍ନୀଙ୍କ ସହ ୧୦ ସନ୍ତାନ ଅଛନ୍ତି। ମଙ୍ଗଳବାର ତାଙ୍କ ମରଶରୀର ନାଗାଲାଣ୍ଡରେ ପହଞ୍ଚିବା ପରେ ଶେଷକୃତ୍ୟ ସମ୍ପନ୍ନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?