ନାଗା ଚୈତନ୍ୟ-ଶୋଭିତାଙ୍କ ମଧ୍ୟରୁ କିଏ ଅଧିକ ଧନୀ

ସାଉଥ୍‌ ସୁପରଷ୍ଟାର ନାଗାର୍ଜୁନଙ୍କ ପୁଅ ନାଗା ଚୈତନ୍ୟ ନିକଟରେ ଅଭିନେତ୍ରୀ ଶୋଭିତା ଧୂଲିପାଲଙ୍କୁ ବିପାହ କରିଚନ୍ତି। ଉଭୟଙ୍କ ବିବାହ ବେଶ୍‌ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଥିଲା।ସାମନ୍ଥା ରୁଥ୍‌ ପ୍ରଭୁଙ୍କଠାରୁ ଛାଡପତ୍ର ପରେ ନାଗା ଅଭିନେତ୍ରୀ ଶୋଭିତା ଧୁଲିପାଲାଙ୍କୁ ନିଜ ଜୀବନସାଥୀ ରୂପେ ବାଛିଛନ୍ତି।
ନାଗାଙ୍କର ପ୍ରାୟ ୧୫୪ କୋଟି ଟଙ୍କା ସମ୍ପତ୍ତି ଥିବାବେଳେ ଶୋଭିତାଙ୍କ ନିଟ ମୂଲ୍ୟ ୧୦ କୋଟି ଟଙ୍କା ବୋଲି କୁହାଯାଉଛି।
ଏହି ଦୃଷ୍ଟିରୁ ଶୋଭାଙ୍କ ଅପେକ୍ଷା ନାଗା ବହୁତ ଧନୀ। ଉଭୟଙ୍କ ମୋଟ ସମ୍ପତ୍ତି ହେଉଛି ୧୬୪ କୋଟି ଟଙ୍କା।
ଶୋଭିତା ୨୦୧୬ରେ ଅନୁରାଗ କାଶ୍ୟପଙ୍କ ‘ରମଣ ରାଘବ ୨.୦’ ସହିତ ବଲିଉଡ ଜଗତରେ ପ୍ରବେଶ କରିଥିଲେ। କିନ୍ତୁ ଆମାଜନ ପ୍ରାଇମ ଭିଡିଓର ୱେବ ସିରିଜ ‘ମେଡ ଇନ ହିଭେନ୍‌’ରୁ ସେ ଦର୍ଶକଙ୍କଠାରୁ ପ୍ରଶଂସା ସାଉଁଟି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀକ୍‌ ଓ ଭାରତୀୟ ନାଟ୍ୟକଳାରେ ବିବିଧତା

ଚୀନ ଗ୍ରୀସ୍‌ ଓ ଭାରତର ନାଟ୍ୟକଳା ଭଳି ଦୁଇଟି ମହାନ୍‌ ଶାସ୍ତ୍ରୀୟ ପରମ୍ପରା ମାଧ୍ୟମରେ ନାଟ୍ୟକଳାର ଇତିହାସ ପ୍ରାୟତଃ ବର୍ଣ୍ଣନା କରାଯାଏ। ଉଭୟ ପରମ୍ପରା କାହାଣୀ, ଅଭିନୟ,…

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ଘର ବିକ୍ରି ହେବ

ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri