ନାଚିଲେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହିଁକି

ୱେଲିଂଟନ,୯।୬: ନ୍ୟୁଜିଲାଣ୍ଡରୁ ଏକ ସୁଖଦ ଖବର ଆସିଛି। ଏହି ଦେଶ ଏବେ ସମ୍ପୂର୍ଣ୍ଣ କରୋନାମୁକ୍ତ ଦେଶ ଭାବେ ଘୋଷଣା କରାଯାଇଛି। ଏଠାରେ ଚିକିତ୍ସାଧୀନ ଥିବା ଶେଷ କରୋନା ରୋଗୀ ଏବେ ସୁସ୍ଥ ଘରକୁ ଫେରିଥିବାବେଳେ ୧୭ ଦିନ ହେବ କୌଣସି କରୋନା ରୋଗୀ ଚିହ୍ନଟ ହୋଇନାହାନ୍ତି। ଏହି ଖୁସିରେ ଦେଶରେ ସେଲିବ୍ରେସନ ଆରମ୍ଭ ହୋଇଯାଇଛି। ଖୋଦ ଦେଶର ପ୍ରଧାନମନ୍ତ୍ରୀ ଜାସିଣ୍ଡା ଆର୍ଡେନ ଏହି ସେଲିବ୍ରେସନରେ ସାମିଲ ହୋଇ ନାଚିଛନ୍ତି। ସେ କହିଛନ୍ତି ଯେ, ତାଙ୍କ ଦେଶ ଲେଭଲ-୧ ଆଲର୍ଟରୁ ଆଗକୁ ବଢିବ। ପ୍ରାୟ ୫୦ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଏହି ଦେଶରେ ମୋଟ ୧୧୫୪ ଲୋକ କରୋନା ଭୂତାଣୁରେ ସଂକ୍ରମିତ ହୋଇଥିଲେ। ୨୨ଜଣ ଲୋକ ମୃତ୍ୟୁବରଣ କରିଥିଲେ। ସୂଚନାଯୋଗ୍ୟ, ସାରା ବିଶ୍ୱରେ କରୋନା ସଂକ୍ରମିତ ସଂଖ୍ୟା ପାଖାପାଖି ୭୧ ଲକ୍ଷରେ ପହଞ୍ଚିଛି। ଏହି ଭୂତାଣୁରେ ପ୍ରାୟ ୪.୦୪ ଲକ୍ଷ ଲୋକଙ୍କ ମୃତ୍ୟୁ ହେଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍ତି ମଧ୍ୟରେ ରାତିରେ ବୁଲୁଛି କଳା ଚିତାବାଘ, ସିସିଟିଭିରେ କଏଦ

ଗ୍ବାଲିଅରର ଏକ ଧନୀ ବସ୍ତିରେ ରାତିରେ ଗୋଟିଏ କଳା ଚିତାବାଘ ଚଳପ୍ରଚଳ କରୁଥିବା ସିସିଟିଭିରେ କଏଦ ହୋଇଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।...

ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଡୋରିୟନ୍‌: ୨୪୧ କିଲୋମିଟର ବେଗରେ ବହିବ ପବନ

ଓ୍ବାଶିଂଟନ,୧।୯: ସାମୁଦ୍ରିକ ଝଡ଼ ଡୋରିୟନ ମାଡ଼ି ଆସୁଛି। ଏହା ଆମେରିକାର ଫ୍ଲୋରିଡ଼ାରେ ତାଣ୍ଡବ ରଚିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।...

୨୦୧୯ରେ ୫୬ ଖବରଦାତାଙ୍କୁ ହତ୍ୟା

ଜାତିସଂଘ,୨୨।୧(ଆଇଏଏନ୍‌ଏସ୍‌): ୨୦୧୯ରେ ବିଶ୍ୱର ୫୬ ଖବରଦାତାଙ୍କୁ ହତ୍ୟା କରାଯାଇଛି। ଅଧିକାଂଶ ବିବାଦୀୟ ଅଞ୍ଚଳ ବାହାରେ ପ୍ରାଣ ହରାଇଥିବା ଜାତିସଂଘ ରିପୋର୍ଟରେ ଦର୍ଶାଯାଇଛି। ୨୦୧୮ ତୁଳନାରେ ଏହା...

ଉଡାଣ ସମୟରେ ହ୍ୟାଙ୍ଗରରେ ପିଟିହେଲା ବିମାନ: ୧୦ ମୃତ

ହଷ୍ଟନ,୧।୭: ଆମେରିକାର ଟେକ୍ସାସରେ ରବିବାର ଉଡାଣ ଭରିବା ସମୟରେ ଏକ ଘରୋଇ ବିମାନ ହ୍ୟାଙ୍ଗରରେ ପିଟିହେବା ଫଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

୧୮୫ ଦେଶରେ କରୋନା: ଇଟାଲି ଜନଶୂନ୍ୟ; ଦିନେ ଗହଳି ଥିବା ଅଞ୍ଚଳରେ ଏବେ ଉଡୁଛି ପାରା

ଓ୍ବାଶିଂଟନ,୨୧।୩: ମହାମାରୀ କରୋନା ପୃଥିବୀର ୧୮୫ଟି ଦେଶରେ ପହଞ୍ଚିଛି। ସଂକ୍ରମିତଙ୍କ ସଂଖ୍ୟା ଶନିବାର ସୁଦ୍ଧା ୨ ଲକ୍ଷ ୭୫ ହଜାର ୯୯୭ରେ ପହଞ୍ଚିଛି। ଚାଇନାରେ କରୋନା...

ପ୍ରିନ୍ସ ହ୍ୟାରୀ, ମେଘନ ମାର୍କେଲଙ୍କ ସୁରକ୍ଷା ଖର୍ଚ୍ଚ ଉଠାଇବାକୁ ମନାକଲା ଆମେରିକା !

ଓ୍ବାଶିଂଟନ, ୩୦।୩: କରୋନା ସଂକ୍ରମଣର ଲଗାତାର ବୃଦ୍ଧିକୁ ଦେଖି ବ୍ରିଟେନ ରାଜ ପରିବାରର ପ୍ରିନ୍ସ ହ୍ୟାରୀ ଓ ମେଘନ ମାର୍କେଲ ନିକଟରେ କାନାଡାରୁ କାଲିଫର୍ନିଆ ଚାଲି...

ଏମିତି ଦେଶ, ଯେଉଁଠି ଛତାଧରି ସାଇକେଲ ଚଲାଇବା ମନା

ଜାପାନର ଟେକ୍‌ନୋଲୋଜି ସବୁଠାରୁ ଭିନ୍ନ। ଏଠାକାର ଆଇନ ମଧ୍ୟ ବହୁତ କଡ଼ା। ଯାହାକି ଏହାକୁ ସୁରକ୍ଷିତ ଦେଶ କରିପାରିଛି। ଜାପାନରେ କଡ଼ା ଆଇନ ରହିଛି। ସାଇକେଲ...

କରୋନାକୁ ଜିତିଲେ ୯୪ ବର୍ଷିୀୟ ମହିଳା

ନୂଆଦିଲ୍ଲୀ, ୧୪ା୫: ମହାରାଷ୍ଟ୍ରର ସାଙ୍ଗ୍‌ଲି ଜିଲାରେ ଜଣେ ୯୪ ବର୍ଷୀୟ ବୃଦ୍ଧା କରୋନାକୁ ପରାସ୍ତ କରିଛନ୍ତି। ସାଙ୍ଗ୍‌ଲିର ମିରାଜ୍‌ ସରକାରୀ ହସ୍ପିଟାଲରେ ସେ ଭୂତାଣୁ ଆକ୍ରାନ୍ତ...


Coronavirus Update

Archives

Model This Week

Why Dharitri