ନାଚ ଶିଖାଇ ଦେବା ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ: ୪ ଅଟକ

ନିଶ୍ଚିନ୍ତକୋଇଲି,୨୨।୧୧(ସ୍ବ.ପ୍ର.): କଟକ ଜିଲା ନେମାଳ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ହୋଇଥିବା ପୀଡିତାଙ୍କ ବାପା ଶୁକ୍ରବାର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏକ ଅପେରା ପାର୍ଟିର ଡ୍ୟାନ୍ସ ମାଷ୍ଟର ନାଚ ଶିଖାଇ ଦେବାର ପ୍ରଲୋଭନ ଦେଖାଇ ଏଭଳି ଘଟଣା ଘଟାଇଥିବା ପୀଡିତାଙ୍କ ବାପା ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି। ଅଭିଯୋଗ ପରେ ପୋଲିସ ଫରେନ୍‌ସିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ଅଭିଯୋଗ ଅନୁଯାୟୀ, ନେମାଳ ଅଞ୍ଚଳରେ ପ୍ରଥମାଷ୍ଟମୀ ଉପଲକ୍ଷେ ଏକ ଅପେରା ପଡ଼ିଥିଲା। ଗୁରୁବାର ସନ୍ଧ୍ୟାରେ ନାବାଳିକା ଜଣଙ୍କ ନାଚ ଦେଖିବା ପାଇଁ ଯାଇଥିଲେ। ତେବେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ପରିବାର ଲୋକେ ଝିଅକୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ। ଶୁକ୍ରବାର ସକାଳୁ ଏକ ବାଉଁଶବୁଦା ଭିତରେ କ୍ଷତାକ୍ତ ଅବସ୍ଥାରେ ନାବାଳିକା ପଡ଼ିଥିବା ଦେଖି ସ୍ଥାନୀୟଲୋକେ ତାଙ୍କ ପରିବାରକୁ ଜଣାଇଥିଲେ। ପରେ ନାବାଳିକାଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି।
ତେବେ ଗୁରୁବାର ବିଳମ୍ବିତ ରାତ୍ରିରେ ଅପେରା ପାର୍ଟିର ଡ୍ୟାନ୍ସ ମାଷ୍ଟର ନାଚ ଶିଖାଇବା ପ୍ରଲୋଭନ ଦେଖାଇ ଅସ୍ଥାୟୀ ବସା ଘରକୁ ଡାକି ଆଣିଥିଲେ। ପରେ ପାଟିରେ କପଡା ବାନ୍ଧି ବାଉଁଶବୁଦା ଭିତରକୁ ଟେକି ନେଇ ବଳାତ୍କାର କରିଥିଲେ। ଏ ସମ୍ପର୍କରେ ନାବାଳିକାଙ୍କ ବାପା ଥାନାରେ ଅଭିଯୋଗ କରିବା ପରେ କଟକ ଗ୍ରାମାଞ୍ଚଳ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରଦୀପ୍ତ କୁମାର ଜେନା, ସାଲେପୁର ଏସ୍‌ଡିପିଓ ନିମାଇଁ ସେଠୀ, ନେମାଳ ଥାନା ଅଧିକାରୀ ନୀହାର ରଞ୍ଜନ ମହାନ୍ତି, ନିଶ୍ଚିନ୍ତକୋଇଲି ଥାନା ଅଧିକାରୀ ଶୁଭ୍ରାଂଶୁ ଶେଖର ପରିଡ଼ା କେସ୍‌ର ତଦନ୍ତ କରୁଛନ୍ତି। ପୋଲିସ ଅପେରା ପାର୍ଟିର ୪ ଜଣକୁ ଅଟକ ରଖି ପଚରାଉଚରା ଜାରି ରଖିଛି। ତେବେ ଅଭିଯୁକ୍ତଙ୍କୁ ପୀଡିତା ଚିହ୍ନଟ କରିଥିବା ଏକ ବିଶେଷ ସୂତ୍ରରୁ ଜଣାପଡିଛି। ଏ ନେଇ କେସ ନଂ. ୧୨୧/୧୯ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri