Posted inଖେଳ

ନାଡାଲ ସେମିଫାଇନାଲରେ

ନ୍ୟୁୟର୍କ, ୬|୯ (ଏଏଫ୍‌ପି)-ରାଫାଲ ନାଡାଲ ଚଳିତ ୟୁଏସ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସେ ୨୦ତମ ସିଡ୍‌ ଆର୍ଜେଣ୍ଟିନାର ଡିଏଗୋ ସ୍କ୍ବାର୍ଜମ୍ୟାନଙ୍କ ବିପକ୍ଷରେ ୬-୪, ୭-୫, ୬-୨ ସେଟ୍‌ରେ ବିଜୟ ହାସଲ କରିଛନ୍ତି। ଏଠାରେ ୩ ଥର ଚାମ୍ପିୟନ ଦ୍ୱିତୀୟ ସିଡ୍‌ ନାଡାଲ ବର୍ତ୍ତମାନ ଇଟାଲିର ମ୍ୟାଟିଓ ବର୍ଟେନିଙ୍କୁ ଭେଟିବେ। ଅନ୍ୟପକ୍ଷରେ ବିନାକା ଆଣ୍ଡ୍ରେସ୍କୁ ଦଶନ୍ଧିରେ ପ୍ରଥମ ସ୍ବଳ୍ପବୟସ୍କା ଖେଳାଳି ଭାବେ ସେମିଫାଇନାଲକୁ ଉନ୍ନୀତ ହୋଇଛନ୍ତି। ମହିଳା ସିଙ୍ଗଲ୍ସର ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ଏହି ୧୯ ବର୍ଷୀୟା ଖେଳାଳି ବେଲଜିୟମର ଏଲିସି ମର୍ଟେନଙ୍କୁ ୩-୬, ୬-୨, ୬-୩ ସେଟରେ ପରାସ୍ତ କରିଛନ୍ତି। ସେମିଫାଇନାଲରେ ସେ ବେଲିଣ୍ଡା ବେନସିକ୍‌ଙ୍କୁ ଭେଟିବେ। ୧୩ତମ ସିଡ୍‌ ସୁଇଜରଲାଣ୍ଡର ବେନ୍‌ସିକ୍‌ କ୍ୱାର୍ଟର ଫାଇନାଲରେ କ୍ରୋଏସିଆର ଡୋନା ଭେକିକ୍‌ଙ୍କୁ ହରାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟର୍‌ଙ୍କୁ ପଛରେ ପକାଇଲେ ଅଶ୍ୱିନ

ମେଲବୋର୍ନ,୨୮।୧୨: ମେଲବୋନର୍ର୍ରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଖେଳାଯାଉଛି। ଭଲ ପ୍ରଦର୍ଶନ କରି ଭାରତ ମ୍ୟାଚରେ ମଜଭୁତ ସ୍ଥିତିରେ ଅଛି। ଏହି ମ୍ୟାଚ୍‌ରେ...

ସୁଲିଭାନ୍‌ଙ୍କୁ ୬ଷ୍ଠ ବିଶ୍ୱ ସ୍ନୁକର ଟାଇଟଲ

ଓ୍ବାଶିଂଟନ, ୧୮ା୮ (ଏପି)-ରୋନି ଓ’ ସୁଲିଭାନ୍‌ ୪୪ ବର୍ଷ ବୟସରେ ୬ଷ୍ଠ ଥର ପାଇଁ ବିଶ୍ୱ ସ୍ନୁକର ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସେ ଇଂଲଣ୍ଡର କିରେନ୍‌...

‘କୋହଲିଙ୍କ ପ୍ରକୃତ ରୂପ ମୁଁ ଜାଣିଛି’

ନିକଟରେ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କର ଏକ ଭିନ୍ନ ଶୈଳୀ ଦେଖିବାକୁ ମିଳିଛି। ସେ ତାଙ୍କ କ୍ରିକେଟର ସ୍ବାମୀଙ୍କ ପାଇଁ ଫଟୋଗ୍ରାଫର ସାଜିଛନ୍ତି। ଅନୁଷ୍କାଙ୍କ ଏହି ଲୁକ...

ଟସ୍‌ ଜିତିଲା ଲକ୍ଷ୍ନୌ ସୁପର ଜିଆଣ୍ଟସ

ମୁମ୍ବାଇ,୧।୫: ଆଇପିଏଲ ୨୦୨୨ର ୪୫ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ସହିତ ମୁହାଁମୁହିଁ ହେଉଛିି। ଲକ୍ଷ୍ନୌ ପ୍ରଥମେ ଟସ୍‌ ଜିତି...

ଜାପାନ ଓପନ୍‌: ସାଇ ପ୍ରଣୀଥ୍‌ଙ୍କ ବିଜୟ ଅଭିଯାନ

ଟୋକିଓ, ୨୩।୭ (ପି.ଟି.)- ଭାରତୀୟ ଶଟ୍‌ଲର ବି. ସାଇ ପ୍ରଣୀଥ୍‌ ଏଠାରେ ଚାଲିଥିବା ଜାପାନ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ବିଜୟରୁ ଅଭିଯାନ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ...

ମୁମ୍ବାଇ ଭରଷାରେ ଆର୍‌ସିବି

ମୁମ୍ବାଇ,୧୯।୫: ଦୀର୍ଘ ଦିନ ହେଲା ଚୁପ୍‌ ଥିବା ବିରାଟ କୋହଲିଙ୍କ ବ୍ୟାଟ ଗର୍ଜନ କରିଛି। ତାଙ୍କର ୭୩ ରନ୍‌ର ଇନିଂସ ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର...

ମୁମ୍ବାଇ ରାସ୍ତାରେ ବୁଲୁଛନ୍ତି ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳ ଏବେ ଅଷ୍ଟ୍ରେଲିଆରେ ଟେଷ୍ଟ ମ୍ୟାଚ୍‌ ଖେଳୁଛି। ଅନ୍ୟପଟେ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ରାସ୍ତାରେ ବୁଲୁଥିବାର ଦେଖିବାକୁ ମିଳିଛି।...

ଫାଇନାଲରେ ଲକ୍ଷ୍ୟ

ସାରବ୍ରୁକେନ(ଜର୍ମାନୀ),୩।୧୧- ଦେଶର ଉଦୀୟମାନ ବ୍ୟାଡ୍‌ମିଣ୍ଟନ ଖେଳାଳି ଲକ୍ଷ୍ୟ ସେନ୍‌ ଅନ୍ୟ ଭାରତୀୟ ଖେଳାଳି କିରେନ ଜର୍ଜଙ୍କୁ ୨୧-୧୩, ୧୪-୨୧, ୨୧-୯ ଗେମ୍‌ରେ ହରାଇ ଏଠାରେ ଚାଲିଥିବା...

Advertisement
Archives

Model This Week