Posted inଜାତୀୟ

ନାଥୁରାମଙ୍କୁ ଦେଶଭକ୍ତ କହିବା ଘଟଣା: ପ୍ରିୟଙ୍କା କହିଲେ ‘ହେ ରାମ୍‌’

ନୂଆଦିଲ୍ଲୀ, ୧୭।୫: ମାଲେଗାଁଓ ବିସ୍ଫୋରଣରେ ଅଭିଯୁକ୍ତ ତଥା ଭୋପାଳ ଲୋକସଭା ଆସନର ଭାଜପା ପ୍ରାର୍ଥୀ ସ୍ବାଧୀ ପ୍ରଜ୍ଞା ଠାକୁର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ଦେଶଭକ୍ତ ମନ୍ତବ୍ୟ ପରେ ଏହାକୁ ନେଇ ରାଜନୀତି ଜୋର ଧରିଛି। କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଏହାକୁ ବିରୋଧ କରି ନିଜ ଟୁଇଟରରେ ଲେଖିଛନ୍ତି, ବାପୁଙ୍କ ହତ୍ୟାକାରୀ ଦେଶଭକ୍ତ ‘ହେ ରାମ୍‌’।୧୯୪୮ରେ ମହାତ୍ମା ଗାନ୍ଧୀଙ୍କୁ ନାଥୁରାମ ଗଡସେ ଗୁଳି ମାରିବାବେଳେ ବାପୁଙ୍କ ମୁହଁରୁ ଏହି ଦୁଇଟି ଶବ୍ଦ ଆସିଥିଲା। ସୂଚନାଯୋଗ୍ୟ, ଅଭିନେତା କମଲ ନାଥୁରାମ ଗଡସେଙ୍କୁ ହିନ୍ଦୁ ଆତଙ୍କବାଦୀ କହିବା ପରେ ଏହାର ପ୍ରତିକ୍ରିୟା ରଖି ସ୍ବାଧୀ ପ୍ରଜ୍ଞା କହିଥିଲେ, ନାଥୁରାମ ଦେଶଭକ୍ତ ଥିଲେ, ଅଛନ୍ତି ଏବଂ ରହିବେ ମଧ୍ୟ। ଭାଜପା ମଧ୍ୟ ସ୍ବାଧୀଙ୍କ ଏହି ମନ୍ତବ୍ୟକୁ କଡା ନିନ୍ଦା କରିିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri