Posted inଜାତୀୟ

ନାଥୁରାମ ଗଡ୍‌ସେଙ୍କୁ ପ୍ରଶଂସା କରିଥିବା ଆଇଏଏସ୍‌ ଅଧିକାରୀଙ୍କ ଉପରେ ଖପ୍ପା ହେଲା କଂଗ୍ରେସ

ନୂଆଦିଲ୍ଲୀ,୨।୬: କଂଗ୍ରେସ ପ୍ରବକ୍ତା ରଣଦୀପ ସିଂ ସୁରଜଓ୍ବୋଲା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କୁ ଆଇଏଏସ୍‌ ଅଧିକାରୀ ନିଧି ଚୌଧୁରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି। ନୀଧିଙ୍କ ଭୁଲ୍‌ ହେଲା ସେ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କର ପ୍ରଶଂସା କରିଛନ୍ତି। ସୁରଜଓ୍ବୋଲା ଟୁଇଟ୍‌ କରି ଏହି ମାମଲାରେ ତୁରନ୍ତ ପଦକ୍ଷେପ ନେବାକୁ ଫଡନବିଶଙ୍କୁ ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ନିଧି ନିଜ ଟୁଇଟ୍‌ରେ ଲେଖିଥିଲେ କି, ଏବେ ସମୟ ଆସିଛି ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମ ଦିବସରେ ଭାରତୀୟ ମୁଦ୍ରାରୁ ମହାତ୍ମା ଗାନ୍ଧୀଙ୍କ ଫଟୋ ଓ ସାରା ବିଶ୍ୱରୁ ମହାତ୍ମା ଗାନ୍ଧୀଙ୍କ ମୁର୍ତ୍ତି ହଟାଇଦେବା ତାଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ହେବ। ମେ’ ୭ରେ ସେ ଏହି ଟୁଇଟ୍‌ କରିବା ସହ ବିବାଦ ପରେ ସେ ଏବେ ଏହି ଟୁଇଟ୍‌କୁ ହଟାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପମୁଖ୍ୟମନ୍ତ୍ରୀ ପଛରେ: ବନ୍ଦ ରହିଛି ଗଣନା

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ବହୁମତରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଜୟୀ ହୋଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ କେଶବ...

ବଢୁଥିବା ସଂକ୍ରମଣକୁ ନେଇ ଉଚ୍ଚସ୍ତରୀୟ ବୈଠକ କରିବେ ସ୍ବାସ୍ଥ୍ୟ ମନ୍ତ୍ରୀ

ନୂଆଦିଲ୍ଲୀ,୨୩।୬: ଦେଶରେ ପୁଣି ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ଏବେ ଦୈନିକ ସଂକ୍ରମଣ ୧୨ ହଜାର ଉପରେ ରହୁଛି। ବଢୁଥିବା ସଂକ୍ରମଣକୁ ନେଇ କେନ୍ଦ୍ର ସ୍ବାସ୍ଥ୍ୟ...

ଇଡି-ସିବିଆଇ କାର୍ଯ୍ୟାନୁଷ୍ଠାନକୁ ନେଇ ଗୃହ କମ୍ପିବ

ନୂଆଦିଲ୍ଲୀ, ୧୩ା୩ :ପାର୍ଲାମେଣ୍ଟ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସୋମବାର ଆରମ୍ଭ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ଆର୍ଥତ୍କ ବିଧେୟକଗୁଡ଼ିକୁ ଗୃହୀତ କରାଇବା ଉପରେ ସରକାର...

ଏଏପି ସରକାର ଆସିଲେ ଅସ୍ଥାୟୀ ନିଯୁକ୍ତିକୁ ସ୍ଥାୟୀ କରାଯିବ…

ନୂଆଦିଲ୍ଲୀ, ୧୦।୯ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶନିବାର ଆମ ଆଦମୀ ପାର୍ଟି (ଏଏପି) ଦ୍ୱାରା ପଞ୍ଜାବ ସରକାରଙ୍କୁ ୮,୭୩୬ ସ୍କୁଲ ଶିକ୍ଷକଙ୍କୁ ନିୟମିତ...

ଦିଲ୍ଲୀର ରାଜନୈତିକ ଦଳର ଲୋକେ ଆପଣଙ୍କ ବନ୍ଧୁ ନୁହନ୍ତି, ଆମକୁ ଜିତାନ୍ତୁ, ସେମାନଙ୍କୁ ଆମେ ହଟାଇବୁ: ମମତା …

ଶିଲଂ,୨୨।୨ : ମେଘାଳୟର ତୁରାଠାରେ ଏକ ସଭାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଭାଜପା ଏବଂ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ମମତା କହିଛନ୍ତି,...

ରାଜଧାନୀରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ…

ନୂଆଦିଲ୍ଲୀ,୧୭।୧୧: ବାୟୁ ପ୍ରଦୂଷଣ ଯୋଗୁ ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ଅବସ୍ଥା ବିଗିଡିବାରେ ଲାଗିଛି। ଏଭଳି ପରିସ୍ଥିତିରେ ସମସ୍ତ ସ୍କୁଲ, କଲେଜ ଏବଂ ଶିକ୍ଷାନୁଷ୍ଠାନକୁ ପରବର୍ତ୍ତୀ...

ଗ୍ଲୋବାଲ ଇନଭେଷ୍ଟର୍ସ ସମ୍ମିଳନୀ ଉଦ୍‌ଘାଟନ କଲେ ମୋଦି

ଲକ୍ଷ୍ନୌ,୧୦।୨: ତିନି ଦିନିଆ ଗ୍ଲୋବାଲ ଇନଭେଷ୍ଟର୍ସ ସମିଟ୍‌ ଆଜିଠାରୁ ୟୁପିରେ ଆରମ୍ଭ ହୋଇଛି। ଏହି ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିଛନ୍ତି। ଏହି ଅବସରରେ...

ଖୁସି ଖବର: ମହାରାଷ୍ଟ୍ରର କିଛି ଜିଲା ହେଲା କରୋନା ମୁକ୍ତ

ମୁମ୍ବାଇ,୧୧।୪: ମହାରାଷ୍ଟ୍ର ଏବେ କରୋନା ସଂକ୍ରମଣରେ ସବୁଠାରୁ ଆଗରେ ଥିବା ବେଳେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୧୫ଶହ ଅତିକ୍ରମ କରିସାରିଛି। ହେଲେ ଖୁସିର କଥା ହେଉଛି...

Advertisement
Archives

Model This Week