ନାବାଳକଙ୍କ ଅନ୍ତିମ ସଂସ୍କାର ଯାତ୍ରାରେ ୨୧ ଶହ ସ୍ପୋର୍ଟସ୍‌ କାର ସାମିଲ୍‌…

ଅନ୍ତିମ ସଂସ୍କାର ଯାତ୍ରାରେ ଲୋକେ ସମବେତ ହୋଇ ମୃତକଙ୍କ ସହିତ ସଂସ୍କାର ସ୍ଥଳକୁ ଯାଇଥାନ୍ତି। ତେବେ ଆମେରିକାରେ କ୍ୟାନସରରେ ମୃତ୍ୟୁ ଘଟିଥିବା ଜଣେ ୧୪ ବର୍ଷ ବୟସ୍କ ନାବାଳକଙ୍କ ଅନ୍ତିମ ସଂସ୍କାର ଯାତ୍ରାରେ ୨୧ ଶହ ସ୍ପୋର୍ଟସ୍‌ କାର ସାମିଲ ହୋଇଛି। ଏହି ପିଲାଟି ହେଉଛି ଏଲଫ୍‌ ଇନଗ୍ରାମକି। ପିଲାଟି ସ୍ପୋର୍ଟସ୍‌ କାରକୁ ଭାରି ପସନ୍ଦ କରୁଥିଲା। ସେ ସୋସିଆଲ୍‌ ମିଡ଼ିଆରେ ସ୍ପୋର୍ଟସ କାର ଉପରେ ସବୁବେଳେ ନିଜର କମେଣ୍ଟ୍‌ ଦେଉଥିଲା। ପରିବାର ସଦସ୍ୟଙ୍କଠାରୁ ଏଲଫ୍‌ର ସଉକ ସମ୍ପର୍କରେ ଜାଣିବା ପରେ ସିଡ୍‌ନିଜ୍‌ ସୋଲଜରର୍ସ ଓଲବେଜ୍‌ ସଂଗଠନ ପକ୍ଷରୁ ଏପରି କରାଯାଇଛି। ଅନ୍ତିମ ସଂସ୍କାର ଯାତ୍ରାରେ ବହୁ ମୋଟର ସାଇକେଲ ଚାଳକ ମଧ୍ୟ ସାମିଲ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ହୋଇଯିବ ମାଲାମାଲ: ବିଶାଳ ଭଣ୍ଡାର ମିଳିବା ପରେ ଖୁସିରେ ଗଦଗଦ ହେଲେ ଶେହବାଜ ଶରିଫ

ଇସଲାମାବାଦ୍‌,୨।୧: ପାକିସ୍ତାନ ଖାଇବର ପଖତୁନଖୱା ପ୍ରଦେଶରେ ଅଶୋଧିତ ତୈଳ ଏବଂ ପ୍ରାକୃତିକ ଗ୍ୟାସର ନୂତନ ଭଣ୍ଡାର ଆବିଷ୍କାର କରିଥିବା ଦାବି କରିଛି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ...

ଏହା ଡବଲ ଗେମ୍‌…, କ୍ରିକେଟର୍ସଙ୍କ ସହ ହ୍ୟାଣ୍ଡସେକ୍‌ ପାଇଁ କାହିଁକି ନାହିଁ ଅନୁମତି? ଜୟଶଙ୍କରଙ୍କ ସହ PAK ସ୍ପିକରଙ୍କ ହାତ ମିଳାଇବାକୁ ନେଇ…

ଇସଲାମାବାଦ/ନୂଆଦିଲ୍ଲୀ,୨।୧: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଢାକାରେ ପାକିସ୍ତାନ ଜାତୀୟ ପରିଷଦର ବାଚସ୍ପତି ଆୟାଜ ସାଦିକଙ୍କ ସହ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କରଙ୍କ ହାତ...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖୋଲିଲା ମଣ୍ଡି: ପ୍ରଥମ ଦିନରେ ଧାନ ଦେଲେ ଏତିକି ଚାଷୀ

ପାଟଣା,୨।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ଶୁକ୍ରବାର ରାଜ୍ୟ ଯୋଗାଣ ନିଗମ ତରଫରୁ ଧାନ ମଣ୍ଡି ଖୋଲିଛି। ପ୍ରଥମ ଦିନରେ ପାଟଣା...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

‘କେହି ଟି-୨୦ ବିଶ୍ୱକପ ଦେଖିବେ ନାହିଁ…’ ଆଇସିସି ଉପରେ ବର୍ଷିଲେ ଅଶ୍ୱିନ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୧: ପୂର୍ବତନ ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରବିଚନ୍ଦ୍ରନ ଅଶ୍ୱିନ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ସମ୍ପର୍କରେ ନିଜର ନିରାଶା ପ୍ରକାଶ କରିଛନ୍ତି। ଅଶ୍ୱିନ କହିଛନ୍ତି ,...

୪ ବର୍ଷ ପରେ BTS ର ଧମାକାଦାର ପ୍ରତ୍ୟାବର୍ତ୍ତନ: ଏହିଦିନ ରିଲିଜ୍ ହେବ ନୂଆ ଆଲବମ୍

ନୂଆଦିଲ୍ଲୀ,୨।୧: ବିଶ୍ୱପ୍ରସିଦ୍ଧ କେ-ପପ୍ ବୟ ବ୍ୟାଣ୍ଡ BTS ର ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ୪ ବର୍ଷର ବ୍ୟବଧାନ ପରେ ଏହି...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri