ନାବାଳିକାଙ୍କୁ ଅପହରଣ କରି ବିବାହ ଘଟଣା: ଜେଲ ଗଲେ ଅଭିଯୁକ୍ତ ସ୍ବାମୀ

ରୂପ୍‌ସା,୫।୨(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରି ବିବାହ କରିଥିବା ଅଭିଯୋଗରେ ସିଂଲା ଥାନା ପୋଲିସ ଶୁକଦେବ ମଲିକ (୩୦)ଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁ ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଯାଇଛି।
ଅଭିଯୁକ୍ତ ଶୁକଦେବ ଉକ୍ତ ନାବାଳିକାଙ୍କୁ ଅପହରଣ କରି ଚନ୍ଦନେଶ୍ୱର ସ୍ଥିତ ଏକ ମନ୍ଦିରରେ ବିବାହ କରିଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା (ନଂ. ୨୮/୨୦) ରୁଜୁ କରି ତଦନ୍ତ ଜାରି ରଖିଥିଲା। ନାବାଳିକା ସ୍ତ୍ରୀକୁ ନେଇ ଶୁକଦେବ ମହାପଦା ଗାଁ ବାସଭବନରେ ରହୁଥିବା ଖବରପାଇ ଆଇଆଇସି ପ୍ରଶାନ୍ତ କୁମାର ଜେନା ସଦଳବଳ ଚଢ଼ାଉ କରିଥିଲେ। ଅପହୃତା ନାବାଳିକାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ଉଭୟଙ୍କୁ ବାଲେଶ୍ୱର କୋର୍ଟରେ ହାଜର କରାଯାଇ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ବୟାନ ରେକର୍ଡ ହୋଇଥିଲା। ଏହାପରେ ନାବାଳିକାଙ୍କୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀର ରଥ ନିର୍ମାଣ ପାଇଁ ଅନୁକୂଳ ହେଲା ଗଛ କଟା

ବୌଦ୍ଧ/ତଳଗାଁ,୩ା୩(ସ୍ବ.ପ୍ର./ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ପୁରୀ ଘୋଷଯାତ୍ରା ପାଇଁ ୨୦୧୮ ମସିହାରୁ ବୌଦ୍ଧ ଜିଲାରୁ ରଥ କାଠ ପ୍ରେରଣ କରାଯାଉଛି । ଚଳିତବର୍ଷ ରଥ ନିର୍ମାଣ ପାଇଁ ଗଛ...

ବ୍ୟାଗ କିଣିବାକୁ ଆସି ଲୁଟ୍‌ କରିବା ଘଟଣା: ନଗଦ ଅର୍ଥ ସହ ସୁନା ଅଳଙ୍କାର ଫେରିପାଇଲେ ଦମ୍ପତି

ସୋରଡ଼ା,୨୪ା୬(ଲମ୍ବୋଦର ପାଣିଗ୍ରାହୀ): ବ୍ୟାଗ୍‌ କିଣିବାକୁ ଆସି ନଗଦ ଟଙ୍କା ସହ ସୁନା ଅଳଙ୍କାର ଲୁଟିନେବା ମାମଲାରେ ସୋରଡ଼ା ପୋଲିସ ୧୪ ଦିନ ମଧ୍ୟରେ ଡକାୟତମାନଙ୍କୁ ଗିରଫ...

ଖବରଦାତାଙ୍କ ଘର ଉପରକୁ ବୋମାମାଡ଼

କୋଣାର୍କ, (ଡି.ଏନ.ଏ)/ପୁରୀ ଅଫିସ, ୨୫ା୪: ଏକ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ସଞ୍ଜୟ ପତିଙ୍କ କୋଣାର୍କ ଏନ୍‌ଏସି ୪ନଂ ୱାର୍ଡର ବାଲିସାହିସ୍ଥିତ ବାସଭବନକୁ ଦୁର୍ବୃତ୍ତମାନେ ଗୁରୁବାର ବିଳମ୍ବିତ...

ସରୁଛି ପ୍ରଚାର: ମଇଦାନରେ ହେଭିଓ୍ବେଟ୍‌

ଭଦ୍ରକ ଅଫିସ,୧।୧୧: ଧାମନଗର ଉପ-ନିର୍ବାଚନ ପାଇଁ ଆଜି ପ୍ରଚାର ଶେଷ ଦିନ ହୋଇଥିବା ବେଳେ ଜୋରଦାର ହେଉଛି କ୍ୟାମ୍ପେନ୍‌। ୩ ପ୍ରମୁଖ ଦଳ ପାଇଁ ମଇଦାନକୁ...

ଯୁବକଙ୍କୁ ହତ୍ୟା ସନ୍ଦେହ

କୋରାପୁଟ,୬।୨(ସ୍ବ.ପ୍ର.): କୋରାପୁଟ ସହରରେ ଜଣେ ଯୁବକକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ା ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ନିକଟରେ ଥିବା ଏକ ଟିଣ ଘରେ...

ସରକାରୀ ଅନୁଦାନର ବର୍ଷା

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ବିଧାୟକ, ଏମ୍‌ପି ଓ ମନ୍ତ୍ରୀମାନଙ୍କୁ ପ୍ରଭାବିତ କରି ବିପୁଳ ସରକାରୀ ଅର୍ଥ ନିଜ ସ୍କୁଲ...

ଘର ଘର ବୁଲି ପିଡିଏସ୍‌ ହିତାଧିକାରୀଙ୍କୁ ଆର୍ଥିକ ସହାୟତା

ବନ୍ତ,୯।୪(ସ୍ବ.ପ୍ର.)-କରୋନା ଲକ୍‌ ଡାଉନ୍‌ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପିଡିଏସ୍‌ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବାର ବ୍ୟବସ୍ଥା...

ରାଜ୍ୟରେ ୪ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୮୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ,...

Advertisement
Archives

Model This Week