Posted inଜାତୀୟ

ନାବାଳିକାଙ୍କୁ ଗଣବଳାତ୍କାର

ଲକ୍ଷ୍ନୌ, ୧୯।୧୨(ପି.ଟି.): ଉତ୍ତରପ୍ରଦେଶର ମୁଜାଫର୍‌ପୁର ଜିଲାରେ ଜଣେ ନାବାଳିକା(୧୬)ଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନଓ୍ବାଲା ଗ୍ରାମରେ ୩ ଯୁବକ ଏଭଳି କାଣ୍ଡ ରଚିଥିବା ପୋଲିସ କହିଥିବାବେଳେ ଜଣେ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଙ୍କୁ ଗିରଫ କରାଯାଇଛି। ପୀଡ଼ିତାଙ୍କ ବାପା ଥାନାରେ ଅଭିଯୋଗ କରିବା ପରେ ପୋଲିସର ତନାଘନା ଆରମ୍ଭ ହୋଇଛି। ଗଣବଳାତ୍କାର କରିଥିବା ଯୁବକମାନେ କାହାରି ଆଗରେ ଘଟଣା ସମ୍ପର୍କରେ ପ୍ରକାଶ କଲେ ପରିଣାମ ଭୟଙ୍କର ହେବ ବୋଲି ଧମକ ଦେଇଥିବା ପୀଡ଼ିତାଙ୍କ ବାପା ଅଭିଯୋଗ କରିଛନ୍ତି। ଅନ୍ୟ ୨ ଅଭିଯୁକ୍ତଙ୍କୁ ଧରିବା ଲାଗି ପ୍ରୟାସ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୯ ଦିନର ଝିଅକୁ ଧରି ସିଏଏ ବିରୋଧୀ ହିଂସାରେ ସାମିଲ ହେଲେ ମହିଳା

ନୂଆଦିଲ୍ଲୀ, ୧।୧: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ନେଇ ଦିଲ୍ଲୀ ଶାହିନ୍‌ ବାଗ୍‌ ଅଞ୍ଚଳରେ ଲଗାତର ବିରୋଧ ପ୍ରଦର୍ଶନ ଜାରି ରହିଛି। ହଜାର ହଜାର ଆନ୍ଦୋଳନକାରୀ ପ୍ରତିଦିନ...

ଶିକ୍ଷା ସହିତ ଜାରି ରହୁ ରୋଜଗାର…

ନୂଆଦିଲ୍ଲୀ,୧୫।୭: ଶିକ୍ଷା ସହିତ ରୋଜଗାର ମଧ୍ୟ ଜାରି ରହୁ। ଶିକ୍ଷା ପାଇଁ ରୋଜଗାର ନ ଅଟକୁ। ସାମ୍ପ୍ରତିକ ଦୁନିଆରେ କୌଶଳ ବିକାଶ ହାସଲ କରିଥିବା ଦେଶରେ...

ଚନ୍ଦ୍ରୟାନ-୨ ମିଶନ ବିଫଳ: ମୋଦିଙ୍କୁ ଧରି କାନ୍ଦିଲେ ସିବନ୍‌

ଶ୍ରୀହରିକୋଟା,୭।୯: ଭାରତର ବହୁ ପ୍ରତିକ୍ଷିତ ମିଶନ ଚନ୍ଦ୍ରୟାନ-୨ ଚନ୍ଦ୍ର ପୃଷ୍ଠର ଅବତରଣ କରିବା ପୂର୍ବରୁ ବିଫଳ ହୋଇଛି। ଲ୍ୟାଣ୍ଡର ବିକ୍ରମ ସହିତ ଯୋଗାଯୋଗ ବିଚ୍ଛିନ୍ନ ହେବାରୁ...

୩୨ ଅତିରିକ୍ତ ଜିଲାପାଳଙ୍କୁ ଉପହାରରେ ମିଳିଲା ଦାମୀ କାର୍‌

ହାଇଦ୍ରାବାଦ,୧୪।୬: ମହାମାରୀ ସମୟରେ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ତେଲେଙ୍ଗାନାର ୩୨ ଅତିରିକ୍ତ ଜିଲାପାଳଙ୍କୁ ରାଜ୍ୟ ସରକାର ଦାମୀ କାର୍‌ ଉପହାର ସ୍ବରୂପ ପ୍ରଦାନ...

୧ ନଭେମ୍ବରରୁ ଖୋଲିବ ସ୍କୁଲ…

ନୂଆଦିଲ୍ଲୀ,୨୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ବନ୍ଦ ରହିଥିବା ସ୍କୁଲ ୧ ନଭେମ୍ବରରୁ ଖୋଲିବ ବୋଲି ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଡିଡିଏମ୍‌ଏ) ବୁଧବାର ସୂଚନା...

ମାର୍ଚ୍ଚ ୧୧ରେ ଭାରତ-ଚାଇନା କମାଣ୍ଡରସ୍ତରୀୟ ବୈଠକ…

ଲଦାଖ,୮।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ୧୫ ତମ ରାଉଣ୍ଡ...

ବ୍ରିଟିଶ ନାଗରିକତ୍ୱ ପ୍ରସଙ୍ଗ: ରାହୁଲଙ୍କ ସ୍ପଷ୍ଟୀକରଣ ଲୋଡ଼ିଲା କେନ୍ଦ୍ର

ନୂଆଦିଲ୍ଲୀ,୧ା୫(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଗରିକତ୍ୱ ବିବାଦ ତେଜିବାରେ ଲାଗିଛି। ସେ ବ୍ରିଟେନ ନାଗରିକ ବୋଲି ଅଭିଯୋଗ ଆସିବା ପରେ ଏନେଇ ରାହୁଲଙ୍କ ସ୍ପଷ୍ଟୀକରଣ...

ପଶ୍ଚିମବଙ୍ଗ ବିଜୟ ଲକ୍ଷ୍ୟ: ରାଜନୈତିକ ଦଳ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଜାରି

କୋଲକାତା,୧୩।୧୨: ପଶ୍ଚିମବଙ୍ଗ ରାଜନୀତିରେ ଗତ ୫୦ ବର୍ଷ ଧରି ରାଜନୈତିକ ହିଂସା ଜଡ଼ିତ ହୋଇ ରହିଛି। ଏହି ଧାରା ଏବେ ମଧ୍ୟ ଜାରି ରହିଛି। ଏହାଦ୍ୱାରା...

Advertisement
Archives

Model This Week