କପ୍ତିପଦା,୩ା୧୨(ଡ଼ିଏନ୍ଏ) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଶରତ ଥାନା ଅଞ୍ଚଳରେ ଜନୈକା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ତଦନ୍ତ କରି ନାବାଳିକାଙ୍କ ଜଣେ ସମ୍ପର୍କୀୟଙ୍କୁ ପୋଲିସ ସୋମବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ଦୁମ୍ବି ଶିଂବାନରା ା ପୋଲିସ ସୂଚନା ଅନୁଯାୟୀ, ଅଭିଯୁକ୍ତଙ୍କ ସ୍ତ୍ରୀ ବାପଘରକୁ ଯାଇଥିବାବେଳେ ରାତିରେ ସେ ନାବାଳିକାଙ୍କୁ ବଳାତ୍କାର କରିଥିଲେ। ଘଟଣା ସମ୍ପର୍କରେ ଗ୍ରାମବାସୀ ଜାଣିବା ପରେ ଶରତ ପୋଲିସକୁ ଖବର ଦେଇଥିଲେ। ପୋଲିସ ଅଭିଯୁକ୍ତଙ୍କୁ ତାଙ୍କ ଶ୍ୱଶୁର ଘର ନିକଟରୁ ଗିରଫ କରିଛି। ପୀଡ଼ିତାଙ୍କ ମାଆ ପୂର୍ବରୁ ମୃତ୍ୟୁବରଣ କରିଥିବାବେଳେ ବାପା ବାହାରେ ରହି କାମ କରନ୍ତି। ତେଣୁ ୨ବର୍ଷ ହେବ ନାବାଳିକା ଜଣକ ଉକ୍ତ ସମ୍ପର୍କୀୟଙ୍କ ଘରେ ରହୁଥିଲେ।

କଟକଣାରେ ହେବ ବଳଦଯାତ୍ରା
ଭୁବନ, ୧୦।୧୦(ଡି.ଏନ.ଏ.) କଟକଣା ମଧ୍ୟରେ ପାଳିତ ହେବ ଢେଙ୍କାନାଳ ଜିଲା ଭୁବନର ପ୍ରସିଦ୍ଧ ବଳଦଯାତ୍ରା। କରୋନା ସଂକ୍ରମଣ ବଢୁଥିବାରୁ ଚଳିତବର୍ଷ କେବଳ ୨ ସମାଜର ବଳଦକୁ...

ଆଜିଠୁ ଜେଇଇ ମେନ୍ ପରୀକ୍ଷା: ଛାତ୍ରୀଛାତ୍ର ଚାହିଁଲେ ଦେଇପାରିବେ ୪ ଥର
ଭୁବନେଶ୍ୱର,୨୩।୨(ବ୍ୟୁରୋ): ଚଳିତ ବର୍ଷ ଜେଇଇ ମେନ ପରୀକ୍ଷା ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଦେଶରୁ ପ୍ରାୟ ୨୨ ଲକ୍ଷ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ନ୍ୟାଶନାଲ ଟେଷ୍ଟିଂ...

ଅଭିନେତା ସୁଶାନ୍ତଙ୍କ ମୃତ୍ୟୁକୁ ସହି ପାରିଲେନି: ଏମ୍କେସିଜିରେ ଆଖି ବୁଜିଲେ ନାବାଳିକା ପ୍ରଶଂସକ
ବ୍ରହ୍ମପୁର ଅଫିସ,୫।୭: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ଖବରକୁ ସହଜରେ ଗହଣ କରିପାରୁ ନାହାନ୍ତି ପ୍ରଶଂସକ। ଏଭଳି ତାଙ୍କ ଆତ୍ମହତ୍ୟା ପରେ ତାଙ୍କ...

କରୋନା ସଂକ୍ରମଣ ରୋକିବାକୁ ବିଶ୍ୱଶାନ୍ତି ମହାଯଜ୍ଞ
ସିମୁଳିଆ,୧୭।୩(ଡି.ଏନ.ଏ.)-କରୋନା କବଳରେ ସାରା ବିଶ୍ୱ ପ୍ରଭାବିତ। ଏଥିରୁ ନିସ୍ତାର ପାଇଁ ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଜାମୁଝାଡ଼ି ଅଞ୍ଚଳର ମା’ ବୁଢ଼ୀବାସୁଳୀଙ୍କ ନିକଟରେ ଚାଲିଛି ପୂଜାର୍ଚ୍ଚନା।...

ଛତ୍ରପୁର ଏସ୍ଡିପିଓ-ଆଇଆଇସିଙ୍କୁ କରୋନା: ଟୁଇଟ୍ କରି ସୂଚନା ଦେଲେ ଗଞ୍ଜାମ ଏସ୍ପି
ଛତ୍ରପୁର,୧୩।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନ ଛତ୍ରପୁର ଏସ୍ଡିପିଓ ଓ ଥାନା ଆଇଆଇସି କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ଶନିବାର...

ପିଆରଏମ୍ ମେଡିକାଲ୍ରେ ନିଆଁ
ବାରିପଦା ଅଫିସ, ୨୦ା୪- ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପିଆରଏମ୍ ମେଡିକାଲ୍ର ମାନସିକ ରୋଗ ଚିକିତ୍ସା ଓ୍ବାର୍ଡରେ ସୋମବାର ଅଗ୍ନିକାଣ୍ଡ ଘଟି ବିଭିନ୍ନ ସରଞ୍ଜାମ ପୋଡ଼ି ଯାଇଛି।...

ବିଦ୍ୟାଳୟରେ ବିସ୍ଫୋରଣ ଘଟି ୨ ଛାତ୍ର ଆହତ ମାମଲା: ୨ ଗିରଫ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ
ଆସିକା, ୨୨।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ଥାନା କୋତିନଡ଼ା ଫାଣ୍ଡି ଅନ୍ତର୍ଗତ ମାଗୁରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ସକାଳେ ବିସ୍ଫୋରଣ ଘଟି ୨...

ଓଇଆର୍ସି ମୁହାଁଇବ କୁଆଡ଼େ
ଭୁବନେଶ୍ୱର,୩୧ା୭(ବ୍ୟୁରୋ):ରାଜ୍ୟବାସୀଙ୍କୁ ଉନ୍ନତମାନର ବିଦ୍ୟୁତ୍ ସେବା ଯୋଗାଇ ଦେବାକୁ ରାଜ୍ୟ ସରକାର ବିଦ୍ୟୁତ୍ ବ୍ୟବସ୍ଥାକୁ ଘରୋଇକରଣ କରିଛନ୍ତି। ଗତ ଶତାବ୍ଦୀର ୮୦ ଦଶନ୍ଧିରୁ ଆରମ୍ଭ ହୋଇଥିବା ଏହି...