ରାଇକିଆ, ୬ା୯(ଡି.ଏନ.ଏ.): ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ରାଇକିଆ ପୋଲିସ ଅଭିଯୁକ୍ତଙ୍କ ସମେତ ୧୧ ଜଣଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ଶିବାନୀ ପ୍ରଧାନ। ଘଟଣାକୁ ଚପାଇ ଦେବା ଅଭିଯୋଗରେ ୧୦ ଜଣ ଗ୍ରାମବାସୀଙ୍କୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ, ଏହି ଥାନା ଅଞ୍ଚଳର ଜଣେ ୧୦ ବର୍ଷର ନାବାଳିକାଙ୍କୁ ଘରେ ଏକୁଟିଆ ଥିବାର ସୁଯୋଗ ନେଇ ଶିବାନୀ ବଳାତ୍କାର କରିଥିଲେ। ଘଟଣାଟି ଘଟିଥିଲା ଗତ ମାସ ୨୭ ତାରିଖରେ। ହେଲେ ଗଁା କମିଟି ମାଧ୍ୟମରେ ଏହାକୁ ଚପାଇ ଦେବାକୁ ଉଦ୍ୟମ କରାଯାଇଥିଲା। ଏ ନେଇ ଗ୍ରାମରେ ଏକ ବୈଠକ ବସି ଶିବାନୀଙ୍କୁ ୫୦ ହଜାର ଟଙ୍କା ଜରିମାନା କରାଯାଇଥିଲା। ମାତ୍ର ନାବାଳିକାଙ୍କ ମା’ ଘଟଣା ନେଇ ଗତ ବୁଧବାର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୫୮/୧୯ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତଦନ୍ତବେଳେ ଗାଁ କମିଟିରେ ଏହା ଚପାଇ ଦେବାକୁ ଉଦ୍ୟମ କରିଥିବା ଜଣାପଡିଥିଲା। ସମ୍ପୃକ୍ତ ଯୁବକଙ୍କ ସମେତ ୧୧ ଜଣଙ୍କୁ ଗିରଫ କରାଯାଇଥିବା ଜି.ଉଦୟଗିରି ଏସ୍ଡିପିଓ ଜୟକୃଷ୍ଣ ବେହେରା ପ୍ରକାଶ କରିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨
ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…
ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…
ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…
ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…
ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍ ଚାମ୍ପିୟନ
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…
ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…
ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…
ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…
ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….
ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…
ବର୍ଷାରେ ଧସିଲା ଗାର୍ଡ଼ ୱାଲ୍, ନଦୀକୂଳ ବାସୀ ଭୟଭିତ
ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍ ଗେଟର ଗାର୍ଡ ୱାଲ୍ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…
Archives

