ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ

କବିସୂର୍ଯ୍ୟନଗର,୧୭ା୮-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ଏକ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ୬ ବର୍ଷିୟା ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଆସିକା ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରୁ ଅଧିକ ଚିକିତ୍ସା ପାଇଁ ଶୁକ୍ରବାର ସନ୍ଧ୍ୟାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଆସିକାର ଇନଚାର୍ଜ ଡ଼ା. ଦୀପକ ସାମନ୍ତରା ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ କବିସୂର୍ଯ୍ୟନଗର ପୋଲିସ ଗୁରୁବାରଠାରୁ ଅଭିଯୁକ୍ତଙ୍କୁ ଅଟକ ରଖିଛି । ଏ ନେଇ ଥାନାରେ ପୀଡ଼ିତାଙ୍କ ସମ୍ପର୍କୀୟଙ୍କ ଏତଲା ଦେବା ପରେ ପୋଲିସ ନଂ.୧୯୧/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ୍‌ ଟିମ ମଧ୍ୟ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି ।
ପ୍ରକାଶ ଯେ, ନାବାଳିକା ଜଣଙ୍କ ତାଙ୍କ ଅଜା ଘରେ ରହୁଥିଲେ। ଗୁରୁବାର ରାକ୍ଷୀ ପୂର୍ଣ୍ଣିମାରେ ସେ ସାଙ୍ଗମାନଙ୍କ ସହ ଗାଁରେ ବୁଲୁଥିଲେ। ଏହି ସମୟରେ ଉକ୍ତ ଗ୍ରାମର ଜଣେ ବିବାହିତ ବ୍ୟକ୍ତି ନାବାଳିକାଙ୍କ ୨ ସାଙ୍ଗଙ୍କୁ ଲଡ଼ୁ ଦେଇ ଘରକୁ ପଠାଇ ଦେଇଥିଲେ। ପୀଡ଼ିତା ନାବାଳିକାଙ୍କୁ ଘରେ ଛାଡି ଦେବେ କହି ଗାଁ ଶେଷରେ ଥିବା ଏକ ଗଛମୂଳକୁ ନେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇନଶୃଙ୍ଖଳାକୁ ନେଇ ବିରୋଧୀଙ୍କ ଟାର୍ଗେଟ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ନିଖୋଜ ଶିଶୁଙ୍କ ସଂଖ୍ୟା ବଢ଼ିଚାଲିଛି। ଦିନ ଦ୍ୱିପ୍ରହରରେ ଗୁଳି ଫୁଟୁଛି। ରାଜନୈତିକ ହତ୍ୟା ବଢ଼ିଚାଲିଛି। ରାଜ୍ୟରେ ଲୋକଙ୍କ ଧନଜୀବନ...

ଖରିଫ ଧାନ ସଂଗ୍ରହ ଲାଗି ୧ରୁ ପଞ୍ଜୀକରଣ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଚାଷୀଙ୍କ ନାମ ପଞ୍ଜୀକରଣ ପ୍ରକ୍ରିୟା ଆସନ୍ତା ଅଗଷ୍ଟ ୧ ତାରିଖରୁ ଆରମ୍ଭ ହେବ। ଅଧିକରୁ ଅଧିକ କ୍ଷୁଦ୍ର,...

ଜୁଆଡ଼ି ଧରପଗଡ଼ ଅଭିଯାନ : ୯୩ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୧୩।୧୦: ବ୍ରହ୍ମପୁର ପୋଲିସ ଜିଲାରେ ଜୁଆଡ଼ି ଧରପଗଡ଼ ଅଭିଯାନରେ ୭ଟି ଥାନା ପକ୍ଷରୁ ଶନିବାର ରାତିରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୯୩ ଜୁଆଡ଼ିଙ୍କୁ...

‘ମାନବ ସମ୍ବଳ ହିଁ ଦେଶର ପ୍ରକୃତ ସମ୍ପଦ’

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଭାରତବର୍ଷର ବୃହତ୍‌ ଯୁବଶକ୍ତିକୁ ଦେଶ ଗଠନରେ ନିୟୋଜିତ କରିବାକୁ ହେଲେ ସେମାନଙ୍କ ମଧ୍ୟରେ ଭ୍ରାତୃତ୍ୱବୋଧ, ଜାତୀୟତା ଭାବ ଓ ସମାଜସେବା ଆଦି ଗୁଣର ବିକାଶ...

ଆକ୍ରାନ୍ତ ପୋଲିସ ଅଧିକାରୀଙ୍କ ସ୍ତ୍ରୀ କରୋନା ପିଜିଟିଭ

କଟକ ଅଫିସ,୩୦।୬: କଟକ ସିଡିଏ ସେକ୍ଟର ୯ରୁ ପୂର୍ବରୁ ଜଣେ ପୋଲିସ ଅଧିକାରୀ କରୋନାରେ ସଂକ୍ରମିତ ହୋଇଥିଲେ। ଫଳରେ ପରିବାର ବର୍ଗଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ...

୧୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୪୮୩ କୁ ବୃଦ୍ଧି ହୋଇଛି। ଏ...

ଚାଷ ଛଡାଇ ନେଲା ଚିନିକଳ: ବୁଡିବାକୁ ବସିଛି ଆଖୁଚାଷ

ନୟାଗଡ଼ ଅଫିସ,୬ା୨: ନୟାଗଡ଼ ଜିଲାର ପାରମ୍ପରିକ ଅର୍ଥକରୀ ଫସଲ ଆଖୁଚାଷ ଏବେ ବୁଡିବାକୁ ବସିଛି। କାହିଁ କେଉଁ କାଳରୁ ଏଠାକାର ଚାଷୀ ଆଖୁ ଚାଷ କରି...

ମାସ୍କ କିଣା ଦୁର୍ନୀତିର ତଦନ୍ତ ଦାବି କଲା କଂଗ୍ରେସ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଛତ୍ରପୁର,୧୧ା୬(ଡି.ଏନ୍‌.ଏ.): ଓଡ଼ିଶାରେ କରୋନା ମହାମାରୀ ବେଳେ ମାସ୍କ କିଣା ନେଇ ଦୁର୍ନୀତି ହୋଇଥିବା କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି। ଏହାର ତଦନ୍ତ ପାଇଁ କଂଗ୍ରେସ ଦାବି...

Advertisement


Archives

Model This Week

Why Dharitri