ଆସିକା,୨୨ା୧୦(ଡି.ଏନ୍.ଏ.)- ଗାଙ୍ଗପୁର ଥାନା ଇଲାକାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୋଲିସ ସୋମବାର ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ମଙ୍ଗୁଳୁ ନାୟକ (୨୨)। ସୋମବାର ପୋଲିସ ଉଭୟ ପୀଡିତା ଓ ଅଭିଯୁକ୍ତଙ୍କୁ ସରକାରୀ ଡାକ୍ତରଖାନାରେ ଡାକ୍ତରୀମାଇନା କରିଛି। ପରିବାରର ସଦସ୍ୟଙ୍କ ଅନୁପସ୍ଥିତିରେ ଯୁବକ ଜଣକ ଘରେ ପଶି ସମ୍ପୃକ୍ତ ନାବାଳିକାଙ୍କୁ ବଳାତ୍କାର କରିଥିବା ନାବାଳିକାଙ୍କ ମା’ ଥାନାରେ ଅଭିଯୋଗ କରିବା ପରେ ଘଟଣା ସମ୍ପର୍କରେ ଗାଙ୍ଗପୁର ଥାନାରେ ନଂ.୧୯୩/୧୯ରେ ଏକ ମାମଲା ରୁଜୁ କରାଯାଇଛି। ମଙ୍ଗଳବାର ଗିରଫ ଅଭିଯୁକ୍ତଙ୍କୁ ବ୍ରହ୍ମପୁରସ୍ଥିତ ପୋକ୍ସୋ ଅଦାଲତରେ ହାଜର କରାଯିବ ବୋଲି ଥାନା ଅଧିକାରୀ ଧୀରେଶ କୁମାର ନାୟକ ସୂଚନା ଦେଇଛନ୍ତି।
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….
ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….
କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...
ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...
ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ
ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...
Archives


