ନାବାଳିକାଙ୍କ ବିବାହ ରୋକିଲା ଶିଶୁ ସୁରକ୍ଷା କମିଟି

କେନ୍ଦୁଝର, ୧୪ା୫ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସୁଲେଇଖମାର ଗ୍ରାମରେ ସୋମବାର ଜଣେ ନାବାଳିକାଙ୍କ ବିବାହ ଚାଲିଥିଲା। ଖବର ପାଇ ଶିଶୁ ସୁରକ୍ଷା କମିଟି ପକ୍ଷରୁ ପୋଲିସ ସହାୟତାରେ ବିବାହ ବନ୍ଦକରି କନ୍ୟାକୁ ଉଦ୍ଧାର କରାଯାଇଛି। ଝିଅର ବୟସ ୧୭ ହୋଇଥିବା ବେଳେ ପୁଅର ବୟସ ୨୨ ବୋଲି ଜଣାପଡିଛି ା
ପ୍ରକାଶ ଯେ, ଝୁମ୍ପୁରା ବ୍ଲକ ବାଲିବନ୍ଧ ଗ୍ରାମର ଉକ୍ତ ଯୁବକଙ୍କ ସହ ନିକଟସ୍ଥ ଗ୍ରାମର ନାବାଳିକାଙ୍କ ସହିତ ସୋମବାର ସନ୍ଧ୍ୟାରେ ବିବାହ କାର୍ଯ୍ୟକ୍ରମ ହେବାକୁ ଥିଲା ା ବରଯାତ୍ରୀ ପହଞ୍ଚିବା ପରେ ବିବାହ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଶିଶୁ ସୁରକ୍ଷା କମିଟିର ସଦସ୍ୟମାନେ ପୋଲିସ ସହାୟତାରେ ପହଞ୍ଚିିଥିଲେ ା ଉଭୟ ଘରର ଲୋକଙ୍କ ସହ ଆଲୋଚନା କରିଥିଲେ ା କନ୍ୟା ସାବାଳିକା ହେବା ପରେ ବିଭାଘର କରିବାକୁ ପରାମର୍ଶ ଦେଇଥିଲେ ା ଏଥିରେ ଉଭୟ ବର ଓ କନ୍ୟା ପରିବାର ସହମତି ପ୍ରକାଶ କରି ବିବାହ ବାତିଲ କରିଦେଇଥିଲେ ା ଶିଶୁ ସୁରକ୍ଷା କମିଟିର ସଦସ୍ୟ ଅକ୍ଷୟ କୁମାର ମହାନ୍ତ, ଚାଇଲ୍ଡଲାଇନର ସଦସ୍ୟା ରୀନାରାଣୀ ଗିରି, ସିଡିପିଓ ପ୍ରଭାସିନୀ ଚକ୍ର, ଟାଉନ ଥାନା ଏଏସ୍‌ଆଇ ସୁଶାନ୍ତ କୁମାର ସେଠୀଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri