ନାବାଳିକା ଅପହରଣ ଘଟଣା: ଏଯାବତ୍‌ ମିଳିନି ପତ୍ତା, ଥାନା ଘେରିଲେ ମହିଳା

ହାଟଡିହୀ,୨୮।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗତ ୧୪ ତାରିଖରେ ଅପହରଣ କରାଯାଇଥିଲା। ଏ ନେଇ ନାବାଳିକାଙ୍କ ବାପା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗରେ ସେ କେତେ ଜଣ ଯୁବକଙ୍କ ନାମ ଦର୍ଶାଇଥିଲେ। ବିବାହ ପାଇଁ ବାପା ରାଜି ନ ହେବାରୁ ଝିଅକୁ ଅପହରଣ କରାଯାଇଥିବା ସେ ଅଭିଯୋଗ କରିଥିଲେ। ଅଭିଯୋଗ ହୋଇଥିବା ଜଣେ ଯୁବକଙ୍କ ବାପା ୪ ଦିନ ମଧ୍ୟରେ ନାବାଳିକାଙ୍କୁ ଖୋଜି ଥାନାରେ ଜିମା ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ଏଯାବତ୍‌ ନାବାଳିକାଙ୍କ ପତ୍ତା ନ ମିଳିବାରୁ ଉକ୍ତ ଅଞ୍ଚଳର ମହିଳାମାନେ ମଙ୍ଗଳବାର ଥାନା ଘେରାଉ କରିଛନ୍ତି। ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ବାହାରିଲା ୩୫ ନାଗଛୁଆ

ଧାମନଗର, ୨୭।୬ (ଡି.ଏନ.ଏ.) – ଧାମନଗର ଗୋଖାଦିକି ସାହିର ଲକ୍ଷ୍ମୀଧର ମଳିକଙ୍କ ମାଟିଘରୁ ବୁଧବାର ୩୫ଟି ନାଗ ଛୁଆ ଉଦ୍ଧାର କରାଯାଇଛି। ଦୁଇ ତିନିଦିନ ଧରି...

ଫାଟକରେ ତାଲା ପକାଇ ଆନ୍ଦୋଳନରେ ବସିଲେ ଗ୍ରାମବାସୀ, କମ୍ପାନୀ କର୍ମଚାରୀଙ୍କୁ ଛାଡ଼ିଲେନି ଭିତରକୁ

ଯୋଡ଼ା,୪ା୭(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ଟାଟା ଷ୍ଟିଲ କମ୍ପାନୀର ଯୋଡ଼ା ଇଷ୍ଟ ଲୁହାପଥର ଖଣିର ଫାଟକରେ ତାଲା ପକାଇ ଯୋଡ଼ା ବସ୍ତିର ମୂଳ ଅଧିବାସୀମାନେ...

ଚୋରି ବାଇକ ଉଦ୍ଧାର, ଦୁଇ କୋର୍ଟ ଚାଲାଣ

ବଡ଼ବିଲ,୨୬ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଷ୍ଟେଶନରୋଡ୍‌ରୁ ଗତ ସୋମବାର ଚୋରି ହୋଇଥିବା ବାଇକକୁ ପୋଲିସ ଉଦ୍ଧାର କରି ଘଟଣାରେ ସଂପୃକ୍ତ ୨ ଅଭିଯୁକ୍ତଙ୍କୁ...

ବିପର୍ଯ୍ୟୟ ବେଳେ ଭରସା ‘ଆଞ୍ଚଳିକ ପ୍ରଶମନ କେନ୍ଦ୍ର’

ବାଲେଶ୍ୱର ଅଫିସ,୧୭-୯:ପ୍ରାକୃତିକ ବିପର୍ଯ୍ୟୟର ତତ୍କାଳ ମୁକାବିଲା ଲାଗି ବାଲେଶ୍ୱରଠାରୁ ୧୨କି.ମି. ଦୂର ଚାନ୍ଦିପୁର ନିକଟବର୍ତ୍ତୀ ହିଡିଙ୍ଗା ଅଞ୍ଚଳରେ ସୋମବାର ରିଜିଓନାଲ ରେସପନ୍ସ ସେଣ୍ଟର (ଆର୍‌ଆର୍‌ସି) ବା...

କୋଭିଡ-୧୯ ହସ୍‌ପିଟାଲର ସ୍ଥିତି ସମୀକ୍ଷା

ବାଲେଶ୍ୱର ଅଫିସ,୧୬।୪- ରାଜ୍ୟସରକାରଙ୍କର ବରିଷ୍ଠ ଅଧିକାରୀମାନ କରୋନା ସ୍ଥିତି ଓ ତାର ମୁକାବିଲା ପାଇଁ ପ୍ରସ୍ତୁତ କୋଭିଡ଼-୧୯ ହସ୍‌ପିଟାଲର ଚିକିତ୍ସା ପାଇଁ କରାଯାଇଥିବା ବ୍ୟବସ୍ଥାର ଅନୁଧ୍ୟାନ...

ପ୍ରତୀକ୍ଷାର ଅନ୍ତ: ଟିକାକରଣ ପ୍ରକ୍ରିୟା ଆରମ୍ଭ

ବାଲେଶ୍ୱର ଅଫିସ,୧୮।୧: ସମସ୍ତ ପ୍ରତୀକ୍ଷାର ଅନ୍ତ ପରେ ସୋମବାରଠାରୁ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେଇଛି। ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟ ସମେତ ଜିଲାର ୪ଟି ଗୋଷ୍ଠୀ ସ୍ବାସ୍ଥ୍ୟ...

କମୁନି ଚଳନ୍ତା ଟ୍ରେନରୁ କୋଇଲା ଚୋରି

ଭଦ୍ରକ ଅଫିସ, ୨୮।୬ – ଭଦ୍ରକ-ଧାମରା ରେଳପଥରେ ଚଳନ୍ତା ଟ୍ରେନରୁ କାଇଲା ଚୋରି କମୁନି। ଏହି କୋଇଲା ଚୋରା ଚାଲାଣ ଦିନକୁ ଦିନ ବଢ଼ିବାରେ ଲାଗିଛି।...

ଟ୍ରକ ପଛକୁ ଧକ୍କା ଦେଲା ଆମ୍ବୁଲାନ୍ସ: ଜଣେ ମୃତ, ୫ ଗୁରୁତର

ବାଲେଶ୍ୱର ଅଫିସ:୨୭।୧୨: ବାଲେଶ୍ୱର ଜିଲା ୧୬ ନମ୍ବର ଜାତୀୟ ରାଜପଥ ଆମ୍ବଳିଅଠା ନିକଟରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ପଛକୁ ଏକ ଆମ୍ବୁଲାନ୍ସ...

Advertisement
Archives

Model This Week