ନାବାଳିକା ଉଦ୍ଧାର, ଚାଇଲ୍ଡ ଲାଇନକୁ ହସ୍ତାନ୍ତର

ଗଞ୍ଜାମ,୨୯ା୬(ଡି.ଏନ.ଏ.)-ଗଞ୍ଜାମ ସହରସ୍ଥିତ ତ୍ରିବେଣୀ ମଠଛକଠାରେ ଶୁକ୍ରବାର ଅସହାୟ ଭାବେ ବୁଲୁଥିବା ଜଣେ ନାବାଳିକା (୧୫ବର୍ଷ)ଙ୍କୁ ଚାଇଲ୍ଡ ଲାଇନକୁ ହସ୍ତାନ୍ତର କରାଯାଇଛି। ନାବାଳିକା ଜଣକ ମଠଛକ ଠାରେ ଏକାକୀ ବୁଲୁଥିଲେ। ସ୍ଥାନୀୟ ଅଞ୍ଚଳର ସକ୍ଷମ ସଭାପତି ବସନ୍ତ କୁମାର ସାହୁ, ଭରସା ସମ୍ପାଦକ ଦୁର୍ଗାମାଧବ ପାଣିଗ୍ରାହୀ, ପ୍ରଭାତ କୁମାର ସାହୁ, ମୁରଲୀ ରେଡ୍ଡୀ, ଶ୍ୟାମା ରେଡ୍ଡୀ ପ୍ରମୁଖ ତାଙ୍କୁ ଅସହାୟ ଅବସ୍ଥାରେ ଦେଖି ବ୍ରହ୍ମପୁର ଚାଇଲ୍ଡ ଲାଇନକୁ ଜଣାଇଥିଲେ। ଚାଇଲ୍ଡ ଲାଇନର ରଞ୍ଜିତ ବେହେରା, ନୃସିଂହ ପାଣିଗ୍ରାହୀ ଓ ଟିମ୍‌ ସଦସ୍ୟ ଲତିକା ଦଳାଇ, ସଂଯୋଜିକା ତଅପୋଇ ସାହୁ ପ୍ରମୁଖ ଗଞ୍ଜାମରେ ପହଞ୍ଚତ୍ ନାବାଳିକାଙ୍କୁ ଉଦ୍ଧାର କରିଥିଲେ। ନାବାଳିକାଙ୍କ ଘର ବୌଦ୍ଧ ଜିଲାରେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାପୁର ବ୍ଲୁଫ୍ଲାଗ ବିଚ୍‌ ପରିଦର୍ଶନ କରି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୨୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୁନାପୁର ସମୁଦ୍ର ବେଳାଭୂମିକୁ ବ୍ଲୁଫ୍ଲାଗ ବିଚ୍‌ ଭାବେ ପରିଣତ କରାଯାଉଛି। ଏହି କାର୍ଯ୍ୟ ଚାଲିଥିବା ବେଳେ ଶୁକ୍ରବାର ଗଞ୍ଜାମ ଜିଲାପାଳ ବିଜୟ...

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କଲେ ବିଧାୟକ

ଗଞ୍ଜାମ,୧୩।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ସୋମବାର ଗଞ୍ଜାମ ଏନଏସିରେ ଏହି ବିଜୁ ସ୍ବାସ୍ଥ୍ୟ କଲ୍ୟାଣର ଶୁଭାରମ୍ଭ କରିଛନ୍ତି। ଏହା ସହ...

୧୪ ନଂ ଜୋନ୍‌ରେ ପ୍ରାର୍ଥିନୀଙ୍କ ପ୍ରଚାର ଜୋରଦାର

ଗଞ୍ଜାମ,୧୦ା୨(ଡି.ଏନ୍‌.ଏ.): ଆଉ ମାତ୍ର ଦିନ କେଇଟା  ପରେ ଗଞ୍ଜାମ ବ୍ଲକରେ ହେବ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ। ଏଥିପାଇଁ ୧୪ ନମ୍ବର ଜୋନ୍‌ରେ ବିଜେଡି ପ୍ରାର୍ଥିନୀ ସସ୍ମିତା...

ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କଲେ ଆନ୍ଧ୍ରପ୍ରଦେଶ ବାଚସ୍ପତି: ବ୍ରହ୍ମପୁର ସହରର ଉନ୍ନତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶଂସା

ବ୍ରହ୍ମପୁର ଅଫିସ,୧୦।୯: ଆନ୍ଧ୍ରପ୍ରଦେଶ ବିଧାନସଭା ବାଚସ୍ପତି ଟି.ସୀତାରାମ ମଙ୍ଗଳବାର ସକାଳେ ଗଞ୍ଜାମ ଜିଲା ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କରିଛନ୍ତି। ସପରିବାର ମନ୍ଦିରରେ ପହଞ୍ଚି...

ବ୍ରହ୍ମପୁର ପୋଲିସ ଜିଲାରେ ୧୧୬ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ,୧୨ା୮- ଗଞ୍ଜାମ ଜିଲାରେ କରୋନା ଭୟାଭୟ ସ୍ଥିତିରେ ପହଞ୍ଚିଛି। ଅଗଷ୍ଟରେ ମଧ୍ୟ ଏଭଳି ସ୍ଥିତି ଜାରି ରହିଛି। ଏହିଧାରାରେ ବ୍ରହ୍ମପୁର ପୋଲିସ ଜିଲାରେ କରୋନା...

ଟେଣ୍ଟ ଉଡ଼ିଗଲା, ତୋରଣ ଭାଙ୍ଗିଲା

ଭଞ୍ଜନଗର/ଚିକିଟି/ଆସିକା,୧୬।୫(ଡି.ଏନ.ଏ): ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟା ସମୟରେ ଭଞ୍ଜନଗର ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ଝଡ଼ ତୋଫାନ ସହ ବର୍ଷା ହୋଇଛି। ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ...

କାଦୁଅ କରିବା, ଗଜାଧାନ ବୁଣା ଯନ୍ତ୍ରର କ୍ଷେତ୍ର ପ୍ରଦର୍ଶନ

ସୋରଡ଼ା,୩୦ା୭(ଡି.ଏନ.ଏ.)-ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ପଶୁ ଶକ୍ତିର ସଦୁପଯୋଗ ସମ୍ବନ୍ଧୀୟ ସର୍ବଭାରତୀୟ ସଂଯୋଜିତ ଗବେଷଣା ପ୍ରକଳ୍ପ, ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର, ଗଞ୍ଜାମ...

ଘରଘର ବୁଲି ଛାତ୍ରୀଛାତ୍ର୍ରଙ୍କୁ ପାଠ୍ୟପୁସ୍ତକ ବାଣ୍ଟିଲେ ଶିକ୍ଷକ

ବୁଗୁଡ଼ା,୩୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ ଛାତ୍ରୀଛାତ୍ରଙ୍କ ଘରକୁ ଘର ବୁଲି ପାଠ୍ୟପୁସ୍ତକ ବଣ୍ଟନ କରିଛନ୍ତି।...

Advertisement
Archives

Model This Week