ନାବାଳିକା ଗର୍ଭବତୀ, ଅଭିଯୁକ୍ତ ଫେରାର

ବ୍ରହ୍ମପୁର ଅଫିସ,୪ା୭-କେ. ନୂଆଗାଁ ଥାନା ଇଲାକାରେ ଜନୈକା ନାବାଳିକାଙ୍କୁ ଭୟଭୀତ କରି ବାରମ୍ବାର ବଳାତ୍କାର କରିବା ପରେ ସେ ଗର୍ଭବତୀ ହେବା ଜାଣି ଅଭିଯୁକ୍ତ ଫେରାର୍‌ ହୋଇଯାଇଛନ୍ତି। ଏନେଇ ପୀଡିତାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ନଂ.୧୨୧/୧୯ରେ ଏକ ମାମଲା ରୁଜୁ କରିଛି। ପୀଡିତାଙ୍କ ମେଡିକାଲ ଟେଷ୍ଟ କରାଯାଇଛି। ସେ ୮ ମାସର ଗର୍ଭବତୀ ଥିବା ଡାକ୍ତର ରିପୋର୍ଟ ଅନୁଯାୟୀ ପୋଲିସ କହିଛି। ଅଭିଯୁକ୍ତ ଜଣଙ୍କ ଫେରାର ଥିବା ଚିକିଟି ଏସଡ଼ିପିଓ ସୁରେନ୍ଦ୍ରନାଥ ମୁର୍ମୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?