ନାବାଳିକା ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଜଣେ କୋର୍ଟଚାଲାଣ

ଗୋପାଳପୁର,୨୭।୭- ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଅଭିଯୋଗରେ ଗୋଳନ୍ଥରା ପୋଲିସ ଜନୈକ ଯୁବକଙ୍କୁ ଶନିବାର ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଆସିକା ଥାନା ମାମୁଡ଼ିହ ଗ୍ରାମର ଶିବାନନ୍ଦ ନାୟକ (୨୨)। ଗତ ୨୩ ତାରିଖରେ ଜଣେ ନବମଶ୍ରେଣୀ ଛାତ୍ରୀ ବିଦ୍ୟାଳୟକୁ ଯାଉଥିବାବେଳେ ଶିବାନନ୍ଦ ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅପହରଣ କରି ନେଇଥିଲେ। ୨୪ରେ ଛାତ୍ରୀଙ୍କ ମା’ ଗୋଳନ୍ଥରା ଥାନାରେ ଅଭିଯୋଗ କରିବା ପରେ ନଂ.୧୮୦/୧୯ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଶିବାନନ୍ଦ ଭୁବନେଶ୍ୱରସ୍ଥିତ ସମ୍ପର୍କୀୟଙ୍କ ଘରେ ରହୁଥିବା ପୋଲିସ ସୂଚନା ପାଇଥିଲା। ଶୁକ୍ରବାର ଚଢାଉ କରି ଉଭୟଙ୍କୁ ଠାବ କରିଥିଲା। ଜଜ୍‌ଙ୍କ ସମ୍ମୁଖରେ ଛାତ୍ରୀଙ୍କ ବୟାନ ରେକର୍ଡ କରାଯିବା ସହ ଶିବାନନ୍ଦଙ୍କୁ ଶନିବାର ଅତିରିକ୍ତ ଜିଲା ଜଜ୍‌-୨ଙ୍କ ନିକଟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ବ୍ରହ୍ମପୁର ମଣ୍ଡଳ କାରାଗାରକୁ ପଠାଇ ଦିଆଯାଇଛି। ଛାତ୍ରୀଙ୍କୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଖଡଗପୁର-କେନ୍ଦୁଝର ରୋଡରେ ନୂଆ ମେମୁ ଟ୍ରେନ

ଭୁବନେଶ୍ୱର, ୨୮-୮(ବ୍ୟୁରୋ)-ଖଡଗପୁର-ଯାଜପୁର କେନ୍ଦୁଝର ରୋଡରେ ଖଡଗପୁର ପାସେଞ୍ଜର ପରିବେର୍ତ୍ତ ନୂଆ ମେମୁ ଟ୍ରେନ ଗଡିବ। ଏନେଇ ମଙ୍ଗଳବାର ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ମିଳିଛି। ବୁଧବାରଠାରୁ...

ମା’ ତାରିଣୀ ଇଷ୍ଟକନ୍‌ ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

କଟକ ଅଫିସ, ୨୮।୧: ଚିଟ୍‌ଫଣ୍ଡ ସଂସ୍ଥା ମା’ ତାରିଣୀ ଇଷ୍ଟକନ୍‌ ପ୍ରାଇଭେଟ ଲିମିଟେଡ୍‌ର ଜବତ ସ୍ଥାବର ଅସ୍ଥାବର ସମ୍ପତ୍ତିକୁ ବାଜ୍ୟାପ୍ତ କରାଯିବ। ପରେ ଉକ୍ତ ସମ୍ପତ୍ତିକୁ...

ଖାଦାନ ବନ୍ଦ କରି ସାଟେଲାଇଟ୍‌ ମାପକୁ ବିରୋଧ

ଯାଜପୁର ଅଫିସ,୭ା୯: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଲିଜ୍‌ପ୍ରାପ୍ତ ପ୍ରାୟ ୧୫ରୁ ଊର୍ଦ୍ଧ୍ୱ କଳାପଥର ଖାଦାନ ଗତ ୮ ଦିନ ହେଲା ବନ୍ଦ ରହିଛି।...

ବର୍ଷ ବର୍ଷ ପରେ ବି ସୁଧୁରୁନି ରାସ୍ତା

ବାଲେଶ୍ୱର ଅଫିସ, ୧୧ା୩ ବାଲେଶ୍ୱର ପୌରାଞ୍ଚଳର ୩ନଂ. ୱାର୍ଡରେ ବିଭିନ୍ନ ସମସ୍ୟା ଲାଗି ରହିଛି। ରାସ୍ତା ସମସ୍ୟା ପ୍ରମୁଖ। ଖରାଦିନେ ଯେନତେନ ପ୍ରକାରେ ଚଳିଯାଉଥିବା ବେଳେ...

ରାଜ୍ୟରେ ସୁସ୍ଥ ହେଲେ ୩୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବାଲେଶ୍ୱରୁ ୩୫, ସୁନ୍ଦରଗଡରୁ...

ସପ୍ତାହରେ ଦିନଟିଏ ଖଦି

ଭୁବନେଶ୍ୱର,୨୯।୨(ବ୍ୟୁରୋ): ଯୁବପିଢିଙ୍କୁ ଖଦି ପ୍ରତି ଆକର୍ଷିତ କରିବାକୁ ଏକ ଅଭିନବ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ। ସପ୍ତାହରେ ଅନ୍ତତଃ ଗୋଟିଏ...

କେନାଲ କାମରେ ଅନିୟମିତତା

ହାଟଡିହୀ,୭ା୧(ଡିି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଦ୍ୟାଧରପୁର କେନାଲ ଡିଭିଜନ ଅଧୀନ ବିଭିନ୍ନ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏଷ୍ଟିମେଟ ଅନୁସାରେ କାର୍ଯ୍ୟ ନ...

ରାଜଧାନୀରେ ଘରେ ପଶିଲା ନର୍ଦ୍ଦମା ପାଣି

ଭୁବନେଶ୍ୱର, ୬ା୮(ବ୍ୟୁରୋ) : ଭୁବନେଶରରେ ଗତ ୨ଦିନ ହେବ ଲଗାଣ ବର୍ଷା ଯୋଗୁ ବହୁ ଅଞ୍ଚଳରେ ଲୋକେ ଜଳବନ୍ଦୀ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। କେଉଁଠି ରାସ୍ତାରେ...

Advertisement
Archives

Model This Week