ନାବାଳିକା ଛାତ୍ରୀଙ୍କୁ ବଳାତ୍କାର: ଅଭିଯୁକ୍ତ ଶିକ୍ଷକ ଗିରଫ

ସମ୍ବଲପୁର, ୧୭।୭(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ପରିବାରଲୋକଙ୍କ ଅଭିଯୋଗକ୍ରମେ ବାଉରୀଗୁଡ଼ା ସ୍କୁଲର ଶିକ୍ଷକ ପୁରୁଷୋତ୍ତମ ଖର୍ସେଲଙ୍କୁ ପୋଲିସ ଗିରଫ କରିଛି। ଏନେଇ ଥାନାରେ ମାମଲା(ନଂ ୧୬୩/୧୯) ରୁଜୁ ହୋଇଛି।

କୁଚିଣ୍ଡା ଥାନା ଅଞ୍ଚଳର ଏକ ଗ୍ରାମ ନିକଟରେ ଉକ୍ତ ଶିକ୍ଷକ ଏବଂ ଛାତ୍ରୀଙ୍କୁ ସ୍ଥାନୀୟ ଲୋକେ ନିଛାଟିଆ ସ୍ଥାନରେ ଦେଖିଥିଲେ। ଏହାର ଭିଡିଓ ଭାଇରାଲ ହୋଇଥିଲା। ଭିଡିଓ ଭାଇରାଲ ହେବା ପରେ ଛାତ୍ରୀଜଣଙ୍କ ତାଙ୍କୁ ବଳାତ୍କାର କରାଯାଇଥିବା ନେଇ ପରିବାରଲୋକଙ୍କୁ ଜଣାଇଥିଲେ। ଶେଷରେ ପରିବାରଲୋକେ ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି।

ସୂଚନାଯୋଗ୍ୟ,ଅଭିଯୁକ୍ତ ପୁରୁଷୋତ୍ତମ ଓ ଛାତ୍ରୀଜଣଙ୍କ ଦୁହେଁ କଳାକାର। ଉଭୟ ଏକ ୟୁଟ୍ୟୁବ୍‌ ଚ୍ୟାନେଲ୍‌ କରି ଭିଡିଓ ଛାଡ଼ୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦିଗ୍ଧ ଅବସ୍ଥାରେ ନବଦମ୍ପତିଙ୍କ ମୃତ ଦେହ ଉଦ୍ଧାର; ୪ ଦିନ ତଳେ କରିଥିଲେ ବିବାହ

ଗାଜିଆବାଦ, ୪।୭- ଉତ୍ତର ପ୍ରଦେଶ ଗାଜିଆବାଦସ୍ଥିତ ଆରକେ ପୁରମ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବିବାହର ୪ ଦିନ ମଧ୍ୟରେ ସନ୍ଦିଗ୍ଧ ଅବସ୍ଥାରେ...

ପ୍ରେମିକଙ୍କ ବିବାହ ଅନ୍ୟତ୍ର ଠିକ ହେବାକୁ ନେଇ ପ୍ରେମିକାଙ୍କ ଷଡଯନ୍ତ୍ର: ଘର ନିକଟକୁ ଡାକି କଲେ ଏସିଡ୍‍ ମାଡ

କଟକ ଅଫିସ,୨୭।୧୧- ଜଗତପୁର ଥାନା ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ପ୍ରେମରେ ବିଫଳ ହେବା ପରେ ପ୍ରେମିକା ପ୍ରତିଶୋଧ...

ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ଯୁବକ ଅଟକ

କୋକସରା,୨୩ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଫୁପଗାଁ ପଞ୍ଚାୟତ ଗତାବନ୍ଧ ଗ୍ରାମର ଜଣେ ଯୁବତୀଙ୍କୁ ସେହି ଗ୍ରାମର ଜଣେ ଯୁବକ ବଳାତ୍କାର କରିଥିବା ଅଭିଯୋଗରେ କୋକସରା...

ମନୀଷ ଅନୁରାଗ ମୃତ୍ୟୁ ମାମଲା: ୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ ପୋଲିସ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗଙ୍କ ମୃତ୍ୟୁ ମାମଲାରେ ଅଭିଯୁକ୍ତଙ୍କ ମୁହଁରୁ ସତ ଓଗାଳିବା ପାଇଁ କମିଶନରେଟ ପୋଲିସ ରିମାଣ୍ଡରେ ନେବ।...

ଇସ୍ରୋ-ଭିସୁଟ୍‌ ମଧ୍ୟରେ ଚୁକ୍ତି ସ୍ବାକ୍ଷର

ସମ୍ବଲପୁର/ଭୁବନେଶ୍ୱର, ୨୬।୮ (ବ୍ୟୁରୋ): ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ) ସହାୟତାରେ ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟରେ ଦେଶର ପ୍ରଥମ...

ସାଇବର ଠକେଇ ରୋକିବାରେ ପୋଲିସ ବିଫଳ: ୨ମାସରେ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ସାଇବର ଠକେଇ ରୋକିବାରେ ରାଜ୍ୟ ପୋଲିସ ବିଫଳ ହୋଇଛି। କୌଣସି ଆଖିଦୃଶିଆ ପଦକ୍ଷେପ ନିଆଯାଉ ନ ଥିବାରୁ ସାଇବର ଠକମାନେ ସକ୍ରିୟ ହୋଇଉଠିଛନ୍ତି।...

ନାବାଳିକା ଗାଧୋଇବା ବେଳେ ଭିଡିଓ ରେକର୍ଡିଂ କରି ଯୁବକ ଗିରଫ

ବାରିପଦା ଅଫିସ,୧୪।୮: ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଗାଧୁଆ ସମୟର ଦୃଶ୍ୟ ମୋବାଇଲରେ ରେକର୍ଡିଂ କରି ଜଣେ ଯୁବକ ଗିରଫ...

ଥୁଆମୁଳ ରାମପୁର ବ୍ଲକରେ ସ୍ବାସ୍ଥ୍ୟ ସେବା ଅପହଁଚ୍‌: ଭଗବାନ ଭରସାରେ ଅଂଚଲର ରୁଗୀ

ଭବାନୀପାଟଣା,୨୯।୫(ଡି.ଏନ.ଏ.): ପାହାଡ଼ ଜଂଗଲ ଘେରା କଳାହାଣ୍ଡି ଜିଲାର ଥୁଆମୁଳ ରାମପୁର ବ୍ଲକରେ ପାଖାପାଖି ୭୫ ଭାଗ ଆଦିବାସୀ ଲୋକ୍‌ ବାସ କରୁଛନ୍‌। ବ୍ଲକର ଅନେକ ଗାଁବାସୀ...

Advertisement
Archives

Model This Week