ନାବାଳିକା ଝିଅକୁ ପୋଡିଦେଲେ ବାପା

ପାଟଣାଗଡ, ୨୩।୧୧ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ବେଲପଡା ଥାନା ଅନ୍ତର୍ଗତ ଡେବିରିପାଲି ଗ୍ରାମରେ ଦେଖିବାକୁ ମିଳିଛି ଅଭାବନୀୟ କାଣ୍ଡ। ଜଣେ ନାବାଳିକା ଝିଅକୁ ବାପା କିରୋସିନ ଢାଳି ପୋଡି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ନାବାଳିକା ସୂର୍ଯ୍ୟକାନ୍ତୀ ନାଗ ଏବେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି।

ସୂଚନା ଅନୁଯାୟୀ, ସୂର୍ଯ୍ୟକାନ୍ତୀ ରାତିରେ ଘରେ ଶୋଇଥିବା ବେଳେ ଦେହରେ କିରୋସିନି ଢାଳି ବାପା ଅରକ୍ଷିତ ନାଗ ନିଆଁ ଲଗାଇ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ କରିଛନ୍ତି ସୁର୍ଯ୍ୟକାନ୍ତୀଙ୍କ ସମ୍ପର୍କୀୟ। ସୂର୍ଯ୍ୟକାନ୍ତୀଙ୍କୁ ଗୁରୁତର ଅବସ୍ଥାରେ ପାଟଣାଗଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସମ୍ପର୍କୀୟଙ୍କ କହିବାନୁଯାୟୀ ସୂର୍ଯ୍ୟକାନ୍ତୀଙ୍କ ବାପା ଅରକ୍ଷିତ ୨ଜଣଙ୍କ ବିବାହ କରିଛନ୍ତି। ସୂର୍ଯ୍ୟକାନ୍ତୀ ହେଉଛି ପ୍ରଥମ ସ୍ତ୍ରୀଙ୍କ ଝି। ସେ ପିଲାଟିଦିନରୁ ମାମୁ ଘରେ ରହୁଆସୁଥିଲେ। ଗତ କିଛିଦିନ ତଳେ ଗାଁରେ ଏକ ବୈଠକ ହୋଇଥିଲା ଏବଂ ଝିଅ ସୁର୍ଯ୍ୟକାନ୍ତୀ ବାପାଙ୍କ ସହ ରହିବାକୁ ନିଷ୍ପତ୍ତି ହୋଇଥିଲା। ଏହାପରେ ବାପାଙ୍କ ପାଖରେ ସୂର୍ଯ୍ୟକାନ୍ତୀ ରହିଆସୁଥିଲେ। କିନ୍ତୁ ଅରକ୍ଷିତ ଝିଅକୁ ରଖିବାକୁ ନାରାଜ ଥିଲା। ତେଣୁ ଅରକ୍ଷିତ ହିଁ ନିଜ ଝିଅକୁ ହତ୍ୟା ଉଦ୍ୟମ କରିଥିବା ମାମୁଘର ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ଜନିତ ଜୀବନହାନି ହ୍ରାସ କରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୫।୨ (ବ୍ୟୁରୋ): ସମ୍ବେଦନଶୀଳ ବିଦ୍ୟୁତ୍‌ ସରବରାହ ସ୍ଥାନଗୁଡ଼ିକୁ ଚିହ୍ନଟ କରି ଭବିଷ୍ୟତରେ କୌଣସି ଦୁର୍ଘଟଣାକୁ ଏଡ଼ାଇବା ପାଇଁ ତୁରନ୍ତ ପଦକ୍ଷେପ ନେବା ପାଇଁ ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌...

ଧାନଖଳାରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ଧାନ, ମେଶିନ

ପାଟଣା,୧୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜଗର ପଞ୍ଚାୟତ ନୂଆଗାଁ ଚତୁରି ସାହିରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଧାନ ଅମଳ ପାଇଁ ଗାଁରେ ଥିବା...

ଏଣିକି ଉପରିସ୍ଥ ଅଧିକାରୀଙ୍କ ସୁପାରିସରେ ହେବ ଗ୍ରୁପ୍‌-୩ କର୍ମଚାରୀଙ୍କ ପଦୋନ୍ନତି

ଭୁବନେଶ୍ୱର,୨୭।୨(ବ୍ୟୁରୋ): ଏଣିକି ରାଜ୍ୟର ଗ୍ରୁପ-୩ କର୍ମଚାରୀଙ୍କ ପଦୋନ୍ନତି ଲାଗି ଦରକାର ପଡ଼ିବନି ସିସିଆର୍‌। ଏ ନେଇ ଗୁରୁବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗୁରୁତ୍ୱପୂର୍ଣ୍ଣ...

ଝଲସିବନି ଆଲୁମିନିୟମ ନଗରୀ

ବଅଁରପାଳ, ୪ା୯(ଡି.ଏନ.ଏ.) ଚଳିତ ବର୍ଷ ଝଲସିବନି ଆଲୁମିନିୟମ ନଗରୀ। କରୋନା ଯୋଗୁ ବନ୍ଦ ହେବାକୁ ଯାଉଛି ୩୦ ବର୍ଷର ପରମ୍ପରା। ଏଥର ମୂର୍ତ୍ତି ବଦଳରେ ନାଲ୍‌କୋରେ...

ବାଇକ୍‌ ବାହାର କରୁଥିବାବେଳେ ବ୍ୟକ୍ତିଙ୍କ ଜୀବନଗଲା

ବରଗଡ଼ ଅଫିସ୍‌,୫।୭: ସୋନପୁର ଜିଲା ଡୁଙ୍ଗୁରିପାଲି ଥାନା ସାଲେପାଲି ଗ୍ରାମର ଜଣେ ବ୍ୟକ୍ତି ବାହାରକୁ ଯିବା ପାଇଁ ଘରୁ ବାଇକ୍‌ ବାହାର କରୁଥିବାବେଳେ ଆକସ୍ମିକ ଭାବେ...

କଂଗ୍ରେସ ରାଲିରେ ଯୋଗ ଦେଇଥିବା ଯୁବକଙ୍କୁ ହତ୍ୟା:କୁସୁମପାଣି ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ଝରିଗାଁ,୧୭।୪(ସ୍ବ.ପ୍ର)-କଂଗ୍ରେସ ରାଲିରେ ଯୋଗ ଦେବାକୁ ଆସିଥିବା ଜଣେ ଯୁବକ ନିଖୋଜ ହେବାର ୮ ଦିନ ପରେ ବୁଧବାର ତାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କୁ...

ଏଥର ଭର୍ଚୁଆଲରେ ବଡ଼ଦିନ: କଟାଯିବନି କେକ୍‌, ଆଲିଙ୍ଗନ ବଦଳରେ ନମସ୍କାର

ଭୁବନେଶ୍ୱର,୨୦ା୧୨(ବ୍ୟୁରୋ): ଆସନ୍ତା ୨୫ ତାରିଖରେ ବଡ଼ଦିନ ପାଳନ ଲାଗି ଚର୍ଚ୍ଚଗୁଡ଼ିକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ୩ ତାରିଖ ପରେ ମନ୍ଦିର ଏବଂ ଅନ୍ୟାନ୍ୟ ଧର୍ମାନୁଷ୍ଠାନ...

ତେଲୁଗୁ ଅଞ୍ଚଳରେ ବଢ଼ିବ ଓଡ଼ିଆର ଆଗ୍ରହ

ବ୍ରହ୍ମପୁର ଅଫିସ,୧୨ା୮-ପଡ଼ୋଶୀ ଆନ୍ଧ୍ରପ୍ରଦେଶରେ ଥିବା ଓଡ଼ିଆ ମାଧ୍ୟମ ବିଦ୍ୟାଳୟଗୁଡ଼ିକର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନେଇ ରବିବାର ଉତ୍କଳ ସମ୍ମିଳନୀ ପକ୍ଷରୁ ଏକ ତାଲିମ କାର୍ଯ୍ୟକ୍ରମ ଗଞ୍ଜାମ କଳା...

Advertisement


Archives

Model This Week

Why Dharitri