ଆନନ୍ଦପୁର,୨୯।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଜନୈକ ନିଖୋଜ ନାବାଳିକାଙ୍କ ବାପା ଜିଲା ଆରକ୍ଷୀ ଅଧିକ୍ଷକ(ଏସ୍ପି)ଙ୍କ ଦ୍ୱାରସ୍ଥ ହୋଇଥିବା ଜଣାପଡିଛି। ଗତ ୧୮ ତାରିଖ ମଧ୍ୟାହ୍ନରୁ ନିଖୋଜ ହୋଇଯାଇଥିବା ନାବାଳିକାଙ୍କ ଏଯାବତ୍ ପତା ମିଳିନାହିଁ। ଘଟଣା ସମ୍ପର୍କରେ ନାବାଳିକାଙ୍କ ବାପା ଆନନ୍ଦପୁର ଥାନାରେ ନିଖୋଜ ହେବା ଦିନଠାରୁ ଅଭିଯୋଗ କରିଛନ୍ତି। ତେବେ ଆନନ୍ଦପୁର ପୋଲିସ ମାମଲା(ନଂ. ୧୯୯/୧୯) ରୁଜୁ କରି ତଦନ୍ତ ଚଳାଇଛି।
Posted inଆମ ଜିଲା ଖବର, କେନ୍ଦୁଝର View All
ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…
ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…
ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ
ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…
ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍
ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…
ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ
ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍ ଜୋରଦାର୍…
ବିଚ୍ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…
ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍…
ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ
ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…
୫ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ
ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…
ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ
ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…
Archives

