ନାବାଳିକା ବଳାତ୍କାର ଅଭିଯୋଗରେ ଜେଲ୍‌ଗଲେ ଯୁବକ

କୁଚିଣ୍ଡା,୧୨।୫(ଡି.ଏନ.ଏ.): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସମୀର କାଲୋ (୨୦)। ପୋଲିସ ତାଙ୍କୁ କୋର୍ଟ ଚାଲାଣ କରିଥିଲା। ହେଲେ ଜାମିନ ମଞ୍ଜୁର ନ ହେବାରୁ ତାଙ୍କୁ ଜେଲ୍‌ ଯିବାକୁ ପଡ଼ିଛି। ପୋଲିସ କହିଛି ଯେ, ନାବାଳିକାଙ୍କ ପରିବାର ପକ୍ଷରୁ ଗତ ୧୦ ତାରିଖ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ଏହି ଅଭିଯୋଗକୁ ଭିତ୍ତିକରି ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ଏକ ମାମଲା (ନଂ. ୬୦/୨୦) ରୁଜୁ କରି ତଦନ୍ତ ଚଳାଇଥିଲା। ଶେଷରେ ମଙ୍ଗଳବାର ସେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବୀକୃତି ମିଳିନି, ସଙ୍ଗୀତ ଦେଇଛି ଜୀବନ

ବନ୍ତ,୧୮।୩ (ସ୍ବ.ପ୍ର.)-ତାଙ୍କ ଚେହେରା, ବେଶଭୂଷା ବେଶ୍‌ ନିଆରା। ସକାଳୁ ସକାଳୁ ନାଲି ପୋଷାକ ରଙ୍ଗର ପରିଧାନ ପିନ୍ଧି ମଥାରେ ନାଲି ପଗଡ଼ି ଓ କାନ୍ଧରେ ନାଲି...

ଜନତା କର୍ଫ୍ୟୁ ପ୍ରଭାବ: ଦେବଗଡ଼ ଜନଶୂନ୍ୟ

ଦେବଗଡ଼,୨୨।୩(ଡି.ଏନ୍‌.ଏ.): ବିଶ୍ୱ ବ୍ୟାପୀ କରୋନା ଭୂତାଣୁ ସଂକ୍ରମଣ ରୋକିବା ନେଇ ପ୍ରଧାନମନ୍ତ୍ରୀଙ୍କ ‘ଜନତା କର୍ଫ୍ୟୁ’ ଆହ୍ବାନ ପରେ ରବିବାର ଦେବଗଡ଼ ଜିଲାରେ ଏହାର ପ୍ରଭାବ ପ୍ରତିଫଳିତ...

ଧାନ କିଣାବିକାରେ ରହୁନି ସ୍ବଚ୍ଛତା

ନୟାଗଡ଼ ଅଫିସ,୧୪ା୧୧: ନୟାଗଡ଼ ଜିଲାରେ ଧାନ କିଣାବିକାରେ ସ୍ବଚ୍ଛତା ରହୁନାହିଁ। ୨୦୧୯-୨୦ ଆର୍ଥିକ ବର୍ଷର ସ୍ଥିତି ଅନୁଧ୍ୟାନ କଲେ ଏହା ସ୍ପଷ୍ଟ ହେବ। ଚଳିତବର୍ଷ ଏହି...

ତଲାବିରା କୋଇଲା ଖଣି ବିବାଦ: ବଳପୂର୍ବକ ଆନ୍ଦୋଳନକାରୀଙ୍କୁ ଘଉଡ଼ାଇଲା ପୋଲିସ

ସମ୍ବଲପୁର, ୧୩।୨ (ବ୍ୟୁରୋ)- ସମ୍ବଲପୁର ରେଙ୍ଗାଲି ତହସିଲ ତଲାବିରା କୋଇଲା ଖଣି ୧ ଓ ୨ରେ ବିବାଦ ଲାଗି ରହିଛି । କୋଇଲା ଖଣିରେ ଅଞ୍ଚଳବାସୀ...

ଭିନ୍ନ ମୋଡ଼ ନେଲା ନାବାଳକ ଅପହରଣ ଅଭିଯୋଗ:କିନ୍ନର ସଂଘ ସଦସ୍ୟଙ୍କ ସହ ଯିବାକୁ ଜିଦ୍‌

ଅନୁଗୋଳ ଅଫିସ,୧୮।୬ଅନୁଗୋଳ ଜିଲା କଲିୟରୀ ଥାନା ଅଞ୍ଚଳର ଜଣେ ନାବାଳକଙ୍କୁ କେହି ଅପହରଣ କରି ନେଇଥିବା ଗତ ମାସ ୨୪ ତାରିଖରେ ଥାନାରେ ଅଭିଯୋଗ ହୋଇଥିଲା।...

ବ୍ୟବସ୍ଥା ନ କରି କେବଳ ମିଛ

ସମ୍ବଲପୁର,୧୫ା୪(ବ୍ୟୁରୋ): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ-୧୯ ମେଡିକାଲ ନିର୍ମାଣ କରାଯାଉଛି। ଏଣୁ ଏଠାରେ ରୋଗୀ ସେବା ବନ୍ଦ କରି ଦିଆଯାଇଛି। ଅଇଁଠାପାଲି ଓ ଡା....

କୁମ୍ଭୀର ଆକ୍ରମଣରେ ନିଖୋଜ ଥିବା ଯୁବକଙ୍କ ମୃତଦେହ ଆଜି ମିଳିଲା

ବରୀ,୫ା୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ଉଦୟନାଥପୁର ପଞ୍ଚାୟତସ୍ଥିତ କହରାଗଣ୍ଡ ଗ୍ରାମର ନିଶିକାନ୍ତ ମଲ୍ଲିକ (୨୪) ଓ ସାନ ଭାଇ ସୌଭାଗ୍ୟ ମଲ୍ଲିକ ଗତ ବୁଧବାର ନଦୀରେ ମାଛ...

କୀଟନାଶକ ଗନ୍ଧରେ ୨ ଭଉଣୀଙ୍କ ମୃତ୍ୟୁ

ଦିଗପହଣ୍ଡି,୨୮ା୧୨(ଡିଏନଏ)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ଗ୍ରାମ ତଳସାହିରେ ରହୁଥିବା ମୋହନ ରେଡ୍ଡୀଙ୍କ ୨ ନାତୁଣୀ ଟିକିନା (୬) ଓ ସୋମା(୯)ଙ୍କର ଶୁକ୍ରବାର...

Advertisement
Archives

Model This Week