ନାବାଳିକା ବଳାତ୍କାର ମାମଲା : ଦୋଷୀଙ୍କୁ ୧୦ ବର୍ଷ କାରାଦଣ୍ଡ

ଭଦ୍ରକ ଅଫିସ, ୨୦।୭ – ଶନିବାର ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ବିଚାରପତି ସାହା ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତ  ମାଝୀଙ୍କୁ ୧୦ ବର୍ଷ କାରାଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା ଶୁଣାଣି କରିଛନ୍ତି। ଉଲ୍ଲେଖନୀୟ ଯେ, ପଳିକିରି ଥାନା ଅଧୀନ ଧାମନଗର ଗ୍ରାମର ଦିମ୍ବର ୨୦୧୬ ଜାନୁୟାରୀ ୧୧ରେ ଜଣେ ୮ ବର୍ଷର ନାବାଳିକାଙ୍କୁ ବଳାତ୍କାର କରିଥିଲେ। ପୀଡ଼ିତା ନାବାଳିକାଙ୍କ ପରିବାର ପକ୍ଷରୁ ଦୁଇଦିନ ପରେ ଅର୍ଥାତ୍‌ ୧୩ ତାରିଖରେ ଧାମନଗର ଥାନାରେ ଏତଲା ଦାଏର କରାଯାଇଥିଲା। ଧାମନଗର ପୋଲିସ ମାମଲା (ନଂ.୧୩/୨୦୧୬) ରୁଜୁ କରି ଅଭିଯୁକ୍ତ ଦିମମ୍ବରଙ୍କୁ ଗିରଫ କରି କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଥିଲା। କୋର୍ଟ ୧୭ ଜଣ ସାକ୍ଷ୍ୟଙ୍କ ପ୍ରମାଣକୁ ଭିତ୍ତିକରି ଏହି ଦଣ୍ଡାଦେଶ ଶୁଣାଣି କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଦାସ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଡିଗଲା ଡମ୍ପର: କ୍ରଶର ପରିସରରେ କାର୍ଯ୍ୟରତ କର୍ମଚାରୀ ମୃତ

ସଜନାଗଡ଼, ୧୮।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁରସ୍ଥିତ ସାଇ କ୍ରଶରରେ କାର୍ଯ୍ୟରତ କର୍ମଚାରୀଙ୍କ ଉପରେ ଏକ ଡମ୍ପର ମାଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ...

CORONAVIRUS UPDATE: ବାଲେଶ୍ୱରରୁ ଆଉ ଜଣେ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ୧୭୫ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୫(ବ୍ୟୁରୋ): ବାଲେଶ୍ୱରରୁ ଆଉ ଜଣେ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟା ୨୪ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ...

ଗାଁ ମଶାଣିରେ ଶବକୁ ଜାଗା ନ ମିଳିବା ଘଟଣା: ଶୁଦ୍ଧିକ୍ରିୟାରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼, ୧୬।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଡାହିସାହି ଗ୍ରାମର ଜଗନ୍ନାଥ ରଣା ନାମକ ଯୁବକ ଥଣ୍ଡାଜ୍ୱରରେ ପୀଡ଼ିତ ହୋଇ ଗତ ୫ ତାରିଖରେ ମୃତ୍ୟୁବରଣ କରିଥିଲେ।...

ମାଟ୍ରିକ ପରୀକ୍ଷା ଫଳ: ସରକାରୀ ଅପେକ୍ଷା ବେସରକାରୀ ବିଦ୍ୟାଳୟ ଛାତ୍ରୀଛାତ୍ର ଆଗରେ

ପାଟଣା,୨୨।୫(ସ୍ବ.ପ୍ର.): ମଙ୍ଗଳବାର ପ୍ରକାଶ ପାଇଥିଲା ମାଟ୍ରିକ ପରୀକ୍ଷା ଫଳ। କେନ୍ଦୁଝର ଜିଲା ପାଟଣା ବ୍ଲକ ସରକାରୀ ବିଦ୍ୟାଳୟର ପରୀକ୍ଷା ଫଳ ଖରାପ ରହିଥିବା ବେଳେ ବେସରକାରୀ...

୪୮ ଘଣ୍ଟା ଶଟ୍‌ଡାଉନ ଘୋଷଣା କଲେ ଖଇରା ସରପଞ୍ଚ

ଖଇରା, ୧୦ା୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବଜାରରେ ଜନଗହଳି ଉପରେ କଟକଣା ଲଗାଇବା ଉଦ୍ଦେଶ୍ୟରେ ସ୍ଥାନୀୟ ସରପଞ୍ଚ ସୁଦର୍ଶନ ସେଠୀ ୪୮ଘଣ୍ଟିଆ ଶଟ୍‌ଡାଉନ ଘୋଷଣା କରିଛନ୍ତି।...

ଶାଳମଞ୍ଜିିର ଅଭାବୀ ବିକ୍ରି: ବେପାରୀ ମାଲାମାଲ

କପ୍ତିପଦା,୪ା୬(ଡି.ଏନ.ଏ)- ତ୍ରୁଟିପୂର୍ଣ୍ଣ ସରକାରୀ ନୀତି ଯୋଗୁ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଶାଳମଞ୍ଜି, ମହୁଲ ଓ କେନ୍ଦୁପତ୍ର ଭଳି ବିଭିନ୍ନ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ...

ବସ୍‌ରୁ ୬୦ ହଜାର ଟଙ୍କାର ଏସିଡ୍‌ ଜବତ: ୩ ଅଟକ

ବାଲେଶ୍ୱର ଅଫିସ/ବସ୍ତା,୭।୯(ନି.ପ୍ର.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ. ଜାତୀୟ ରାଜପଥ ଦେଇ ଯାଉଥିବା ଏକ ଘରୋଇ ବସ୍‌ରୁ ଶୁକ୍ରବାର ବିଳମ୍ବିତ ରାତିରେ...

ଚିଙ୍ଗୁଡି ମାଫିଆଙ୍କ କବଳରେ ଶତାଧିକ ଏକର ସରକାରୀ ଜମି

ବାଲିଆପାଳ, ୨୧ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ତହସିଲ ଅନ୍ତର୍ଗତ ଜମ୍ଭୀରାଇ, ପଞ୍ଚୁପାଲି ଓ ବୋଳଂ ଆଦି ପଞ୍ଚାୟତର ଶହ ଶହ ଏକର ସରକାରୀ ଗୋଚର ଚାରଣ ଜମି,...

Advertisement
Archives

Model This Week