ନାବାଳିକା ବଳାତ୍କାର ମାମଲା: ରିମାଣ୍ଡରେ ଆସିଲେ ୪ ଅଭିଯୁକ୍ତ

ଚାନ୍ଦବାଲି,୧୫।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣ ବଳାତ୍କାର ମାମଲାରେ ପୂର୍ବରୁ ସମସ୍ତ ୪ଜଣ ଅଭିଯୁକ୍ତ ଗିରଫ ହୋଇଥିଲେ । ଏ ନେଇ ଥାନାରେ ୨୭୪/୧୯ରେ ଏକ ମାମଲା ରୁଜୁ ହୋଇଥିଲା । ତେବେ ଅଭିଯୁକ୍ତ ପ୍ରକାଶ ଦାସ, ପିଣ୍ଟୁ ମହାଳିକ, ସୁବ୍ରତ ସାହୁ ଓ ବିଶ୍ୱଜିତ ନାୟକଙ୍କୁ ଚାନ୍ଦବାଲି ପୋଲିସ ଶୁକ୍ରବାର ରିମାଣ୍ଡରେ ଆଣିଛି । ସେମାନଙ୍କୁ ପଚରାଉଚରା ପରେ ପୁଣି ଜେଲ ହାଜତକୁ ପଠାଯାଇଛି । ଏସ୍‌ପି ରାଜେଶ ପଣ୍ଡିତ ଶୁକ୍ରବାର ଚାନ୍ଦବାଲି ଗସ୍ତକରି ଏସ୍‌ଡିପିଓ ଉମା ଶଙ୍କର ମହାରଣାଙ୍କ ସହ ଏହି ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପିଲାଙ୍କ ସହ ମଧ୍ୟାହ୍ନ ଭୋଜନ ଖାଇଲେ ବିଧାୟକ

କୋକସରା,୨୦।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଧର୍ମଗଡ ବିଧାୟକ ମୌଷଧି ବାଗ ଗୁରୁବାର କୋକସରା ବ୍ଲକର କେତେକ ସ୍କୁଲ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ପିଲାମାନଙ୍କୁ ପାଠ ପଢାଇବା...

ଏଟିଏମ୍‌ ସୁରକ୍ଷା କର୍ମୀଙ୍କ ମୃତ୍ୟୁ: ଅଂଶୁଘାତ ସନ୍ଦେହ

ଧାମନଗର, ୧୭।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଅର୍ଜୁନପୁର ଗ୍ରାମର ପ୍ରହଲ୍ଲାଦ ରାଉତଙ୍କ ପୁଅ ଇନ୍ଦ୍ରଜିତ(୩୩)ଙ୍କର ବୁଧବାର ସକାଳେ ମୃତ୍ୟୁ ଘଟିଛି।...

କର୍ଲାମୁଣ୍ଡା ବ୍ଲକ୍‌ରେ ୮୫ .୭୧% ମତଦାନ

କର୍ଲାମୁଣ୍ଡା,୧୮।୨(ଡି.ଏନ୍‌.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଶୁକ୍ରବାର ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୮୫ .୭୧ ଶତକଡ଼ା ମତଦାନ ହୋଇଥିବା ଜଣାପଡିଛି। ବ୍ଲକ୍‌ରେ ମୋଟ୍‌ ୧୪୩...

ଭାଲୁ ଆକ୍ରମଣରେ ଜଣେ ଗୁରୁତର

କେନ୍ଦୁଝର, ୨୭ା୧୦(ସ୍ବ.ପ୍ର.)-କେନ୍ଦୁଝର ସଦର ରେଞ୍ଜ ଓ ଘଟଗାଁ ବ୍ଲକ ଅନ୍ତର୍ଗତ ନିମିଘରା ଗ୍ରାମରେ ରବିବାର ସକାଳେ ଶୌଚ ହେବାକୁ ପାଖ ଜଙ୍ଗଲକୁ ଯାଇଥିବା ବେଳେ ଭାଲୁ...

ରଥ ନିର୍ମାଣ ପ୍ରସ୍ତୁତି ଜୋରଦାର

ପାରଳାଖେମୁଣ୍ଡି,୨୯।୫(ଡି.ଏନ୍‌.ଏ.): ରଥ ଯାତ୍ରା ଲାଗି ତିନି ରଥ ପ୍ରସ୍ତୁତି ଜୋରଦାର କରାଯାଇଛି। ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିର ପ୍ରସିଦ୍ଧ ରଥଯାତ୍ରା କୋଭିଡ କଟକଣା ଲାଗି...

ସରକାରୀ ଡାକ୍ତରଖାନାରେ ମିଳୁନି ବୁଷ୍ଟର ଡୋଜ

ଜି.ଉଦୟଗିରି,୨୫ା୪(ଡି.ଏନ୍‌.ଏ.): ଜି. ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ କନ୍ଧମାଳ ଜିଲାରେ ୬୦ ବର୍ଷରୁ କମ୍‌ ଲୋକଙ୍କୁ ବୁଷ୍ଟର ଡୋଜ ଦିଆ ଯାଉନାହିଁ। ଫଳରେ ଶହ ଶହ...

ସ୍ୱାସ୍ଥ୍ୟସେବାରେ ଆସୁନି ସୁଧାର

ଛେଣ୍ଡିପଦା,୧ା୧୦(ସ୍ବ.ପ୍ର.) ମହାମାରୀ କରୋନା ସଂକ୍ରମଣ ଦେଖାଦେବା ପରଠାରୁ ସ୍ବାସ୍ଥ୍ୟସେବାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଲୋକଙ୍କ ଜୀବନର ସୁରକ୍ଷା ପାଇଁ ଚିକିତ୍ସା ଭିତ୍ତିଭୂମିକୁ ସୁଦୃଢ଼ କରାଯାଉଛି। ହେଲେ...

ଯୌତୁକ ପାଇଁ ନିର୍ଯାତନା : ୪ ଗିରଫ

ନିମାପଡ଼ା,୧୮ା୪(ଡି.ଏନ.ଏ): ଚାରିଛକ ଫାଣ୍ଡି ଅନ୍ତର୍ଗତ ଦାଣ୍ଡିଆପଡ଼ା ଗ୍ରାମର ମଲ୍ଳିକା ଭୋଇ ନାମ୍ନୀ ବଧୂଙ୍କୁ ଯୌତୁକ ଦାବିରେ ନିର୍ଯାତନା ଦେବା ସହ ଆକ୍ରମଣ କରିବା ଅଭିଯୋଗରେ ୪ଜଣଙ୍କୁ...

Advertisement
Archives

Model This Week