ନାବାଳିକା ବଳାତ୍କାର ମାମଲା ଦୋଷୀଙ୍କୁ ୨୦ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ପୋକ୍‌ସୋ ଅଦାଲତର ସ୍ବତନ୍ତ୍ର ବିଚାରପତି ଗିରିଜା ମହାପାତ୍ର ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି।
୨୦୧୮ ଜୁନ୍‌ ୫ ତାରିଖରେ ସୋର ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା ସନ୍ଧ୍ୟା ସମୟରେ ଶୌଚ ପାଇଁ ଯାଇଥିଲେ। ଏହି ସମୟରେ ତାଙ୍କ ପଡ଼ୋଶୀ ପ୍ରକାଶ ଜେନା (୨୮) ତାଙ୍କୁ ଉଠାଇ ନେଇ ନିକଟସ୍ଥ ଖଳାରେ ଜବରଦସ୍ତ ବଳାତ୍କାର କରିଥିଲେ। ଏ ସମ୍ପର୍କରେ ପରିବାର ଲୋକେ ଜାଣିବା ପରେ ପ୍ରକାଶଙ୍କ ବିରୋଧରେ ସୋର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ମାମଲା (ନଂ. ୨୩୭/୧୮) ରୁଜୁ କରାଯାଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ସେ ଗିରଫ ହେବା ପରଠାରୁ ବାଲେଶ୍ୱର ଜେଲରେ ଥିଲେ। ସରକାରଙ୍କ ପକ୍ଷରୁ ଆଇନଜୀବୀ ପ୍ରଣବ ପ୍ରକାଶ ପଣ୍ଡା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ନେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୪ା୬: ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟିରେ ପାଦ...

ଛତିଶା ନିଯୋଗ ବୈଠକରେ ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ, ଜାଣନ୍ତୁ କେତେବେଳେ ଆରମ୍ଭ ରଥଟଣା

ପୁରୀ,୨୪।୬: ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଦିନ ୧ଟା ୧୦ରେ ପହଣ୍ଡି ଆରମ୍ଭ ହୋଇ ୨ଟା...

ସର୍ପ ଦଂଶନରେ ଚାଲିଗଲା ସାପ ଧରାଳିଙ୍କ ଜୀବନ

ବୀରମହାରାଜପୁର,୨୪।୬: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ପରିସରରେ ଏକ ଅଭାବନୀୟ ଘଟଣା ଘଟିଛି। ସାପ ଧରାଳି ଜଣକ ଥାନା ଭିତରେ ଲୋକଙ୍କୁ ସାପ ଦେଖାଉଥିବା ବେଳେ...

ଜନ୍ମମାଟିରେ ମା’ଙ୍କ ହାତରୁ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ, କହିଲେ…

କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ...

ବଦଳିବ ଲକ୍ଷ୍ମୀ ବସ୍‌ର ନାଁ? ଜାଣନ୍ତୁ କ’ଣ କହିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୨୪।୬: ରାଜ୍ୟର ପ୍ରତି କୋଣ ଅନୁକୋଣରେ ଗଡ଼ୁଛି ଲକ୍ଷ୍ମୀ ବସ୍‌ । ପୂର୍ବରୁ ଥିବା ବିଜେଡି ସରକାର ଏହି ଯୋଜନା ଆରମ୍ଭ କରିଥିଲେ । ତେବେ...

୨୬ରୁ ବଢ଼ିବ ବର୍ଷା, ଏହି ସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୪ା୬(ଅସମାପିକା ସାହୁ): ସାରା ରାଜ୍ୟକୁ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁବା ସହ ଅଧିକାଂଶ ଜିଲାରେ ସକ୍ରିୟ ହୋଇଛି। ଫଳରେ ସେସବୁ ଅଞ୍ଚଳରେ ବର୍ଷା ଲାଗି...

ଏଣିକି ମୁନାଫାଖୋର ବ୍ୟବସାୟୀଙ୍କ ବିରୋଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୪ା୬: ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର ଦରଦାମ୍‌ ବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ସମୀକ୍ଷା...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ବସ୍‌

ଭୁବନେଶ୍ୱର,୨୪।୬: ଲକ୍ଷ୍ମୀ ବସ୍‌ ପ୍ରସଙ୍ଗରେ ପରିବହନ ମନ୍ତ୍ରୀ ବିଭୁତି ଜେନା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ୍ମୀ ବସ୍‌ ସେବା ନେଇ ଅଧିକ ତର୍ଜମା ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri