ନାବାଳିକା ବିବାହ ରୋକିଲା ଚାଇଲ୍ଡଲାଇନ ଟିମ୍‌

ଖଣ୍ଡପଡ଼ା,୧୨ା୩(ସ୍ବ.ପ୍ର.): ନୟାଗଡ଼ ଚାଲ୍ଡଲାଇନ ଟିମ୍‌ ବୁଧବାର ଖଣ୍ଡପଡା ଅଞ୍ଚଳରେ ଏକ ନାବାଳିକା ବିବାହ ବନ୍ଦ କରାଇଛି। ଖଣ୍ଡପଡା ସହରରସ୍ଥିତ ମା’ ଉମାଦେବୀଙ୍କ ମନ୍ଦିର ପରିସରରେ ୧୭ ବର୍ଷର ନାବାଳିକାଙ୍କୁ ବିବାହ ଦେବା ନିମନ୍ତେ ପ୍ରସ୍ତୁତି ଚାଲିଥିଲା। ବିଶେଷ ସୂତ୍ରରୁ ଖବର ପାଇ ନୟାଗଡ଼ ଚାଇଲ୍ଡଲାଇନ ଟିମ୍‌ ସଦସ୍ୟ ସଞ୍ଜୟ କୁମାର ସାହୁ ଓ ସ୍ବର୍ଣ୍ଣଲତା ଜେନା ମନ୍ଦିର ପରିସରରେ ପହଞ୍ଚତ୍ ଏହାକୁ ବନ୍ଦ କରାଇଥିଲେ। ଚାଇଲ୍ଡ ଲାଇନ ଟିମ୍‌ ଏ ସମ୍ପର୍କରେ ଖଣ୍ଡପଡା ଥାନା ପୋଲିସକୁ ସୂଚନା ଦେବା ସହ ନାବାଳିକାଙ୍କୁ ନୟାଗଡ ଶିଶୁ ସୁରକ୍ଷା ୟୁନିଟକୁ ହସ୍ତାନ୍ତର କରିଛି। ଉକ୍ତ ନାବାଳିକାଙ୍କ ଘର ଇଟାମାଟି ଥାନା ଅଞ୍ଚଳରେ ହାଇଥିବା ବେଳେ ବରଘର ଖଣ୍ଡପଡା ଥାନା ଅଞ୍ଚଳରେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳପଥରେ ଟାଟା ଷ୍ଟିଲର ପ୍ରଥମ ପରିବହନ

ଯାଜପୁର ଅଫିସ,୬ା୪: କଳିଙ୍ଗନଗର ଟାଟାର ସମ୍ପ୍ରସାରଣ ପ୍ରକଳ୍ପ ନିମନ୍ତେ ଭାରି ମେଶିନ୍‌ ଆଣିବାକୁ ଓଡ଼ିଶାରେ ପ୍ରଥମ ଥର ଅନ୍ତର୍ଦ୍ଦେଶୀୟ ଜଳପଥକୁ ବ୍ୟବହାର କରାଯାଇଛି। ଟାଟା ଷ୍ଟିଲ୍‌...

‘ମୁକ୍ତା’ କାର୍ଯ୍ୟକାରିତାରେ ଅବହେଳା: କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର, ୬।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଫ୍ଲାଗ୍‌ଶିପ୍‌ ଯୋଜନା ‘ମୁକ୍ତା’ କାର୍ଯ୍ୟକାରିତାରେ ଅନିୟମିତତା କରିବାରୁ ପୁରୀ ଜିଲା ନିମାପଡ଼ା ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଶଶିଭୂଷଣ ମିଶ୍ରଙ୍କୁ ରାଜ୍ୟ...

ପୁଅ କଟୁରି ଚୋଟରେ ମା’ ଗୁରୁତର: ଅଭିଯୁକ୍ତ ଗିରଫ

ଡେଲାଙ୍ଗ,୧୩ା୯(ଡି.ଏନ୍‌.ଏ.): ଡେଲାଙ୍ଗ ଥାନା ଅନ୍ତର୍ଗତ ପଟଣପୁର ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅର କଟୁରି ଚୋଟରେ ମା’ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ...

ରାଜଭବନର ୮ ବରିଷ୍ଠ ଅଧିକାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗିଡ଼ି ଚାଲିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ଘଡ଼ିସନ୍ଧି...

କରୋନାରୁ ଆରୋଗ୍ୟ ପାଇଁ ଆୟୁର୍ବେଦ ଔଷଧ ବ୍ୟବହାରକୁ ସ୍ବାଗତ

କଟକ ଅଫିସ୍‌,୯।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନ, କେନ୍ଦ୍ର ଆୟୁଷ ବିଭାଗ ମନ୍ତ୍ରୀ ଶ୍ରୀପଦ ନାୟକ ଏବଂ ଆୟୁଷ ମନ୍ତ୍ରଣାଳୟର ସଚିବ ବୈଦ ରାଜେଶ...

ରାଜନୀତିର ପଶାପାଲିରେ ଶ୍ରମଜୀବୀ

ପାରାଦୀପ,୧ା୫(ସ୍ବ.ପ୍ର.): ପ୍ରତିବର୍ଷ ମେ ୧ ବା ଶ୍ରମିକ ଦିବସର ଅବବ୍ୟହିତ ପୂର୍ବରୁ ଶ୍ରମିକ ସମାବେଶ ପାଇଁ ଏକପ୍ରକାର ପ୍ରତିଯୋଗିତା ଚାଲେ। ପାରାଦୀପ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳରେ...

ଇୟରଫୋନ୍‌ ନେଲା ଜୀବନ

ରାୟଗଡ଼ା ଅଫିସ,୧୩ା୫: ଇୟରଫୋନ୍‌ ଜଣେ ଯୁବକଙ୍କ ପାଇଁ କାଳ ସାଜିଛି। ଇୟରଫୋନ୍‌ ଲଗାଇ ରେଳଧାରଣା ନିକଟରେ ଶୌଚ ବେଳେ ଏକ ଟ୍ରେନ୍‌ ଧକ୍କାରେ ଜଣେ ଯୁବକଙ୍କ...

ସୁସ୍ଥ ହେଲେ ୧୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭।୨: ଓଡ଼ିଶାରେ ରବିବାର ୧୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ସର୍ବାଧିକ ୧୮, ସୁନ୍ଦରଗଡ଼ରୁ ୯, ଅନୁଗୁଳ ଓ ପୁରୀରୁ ୮, ଯାଜପୁର...

Advertisement
Archives

Model This Week