Posted inଜାତୀୟ

ନାମାଙ୍କନ ପୂର୍ବରୁ ଚର୍ଚ୍ଚାରେ କେଜରିଓ୍ବାଲଙ୍କ ଟୁଇଟ୍‌

ନୂଆଦିଲ୍ଲୀ,୨୧।୧: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଙ୍ଗଳବାର ଦିଲ୍ଲୀ ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା ପୂର୍ବରୁ ତାଙ୍କ ଟୁଇଟ୍‌କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏଥିରେ ସେ ବିପକ୍ଷ ଦଳଙ୍କୁ ଟାର୍ଗେଟ କରିଛନ୍ତି। ଟୁଇଟରରେ ସେ ଲେଖିଛନ୍ତି, ‘ଭ୍ରଷ୍ଟାଚାର ଦୂର କରିବା ମୋର ଲକ୍ଷ୍ୟ, ମୋତେ ଦୂର କରିବା ବିରୋଧୀଙ୍କ ଲକ୍ଷ୍ୟ’। ସୂଚନାଯୋଗ୍ୟ, କେଜରିଓ୍ବାଲ ସୋମବାର ନାମାଙ୍କନ ପତ୍ର ଦାଖଲ କରିବା ପାଇଁ ରୋଡ ଶୋ’ରେ ବାହାରି ଥିଲେ ସତ। ହେଲେ ନିର୍ଦ୍ଧାରିତ ସମୟ ପୂର୍ବରୁ କାର୍ଯ୍ୟଳୟରେ ପହଞ୍ଚିପାରି ନ ଥିବାରୁ ମଙ୍ଗଳବାର ନାମାଙ୍କନ ଦାଖଲ କରିବେ ବୋଲି କହିଥିଲେ। ଶେଷ ଦିନରେ କେବଳ କେଜରିଓ୍ବାଲ ନୁହେଁ ମଙ୍ଗଳବାର ଆହୁରି କେତେଜଣ ପ୍ରାର୍ଥୀ ମଧ୍ୟ ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାଲାପତି ବିଜୟଙ୍କ ନୂଆ ରେକର୍ଡ: ଦେଶର ୫ ପ୍ରମୁଖ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ଏଣ୍ଟ୍ରି, ଜାଣନ୍ତୁ ନେଟ୍‌ୱର୍ଥ!

ନୂଆଦିଲ୍ଲୀ,୩।୬: ତାମିଲ ସିନେମାର ସୁପରଷ୍ଟାର ଥଲାପାତି ବିଜୟ (Thalapathy Vijay) ଏବେ ଚଳଚ୍ଚିତ୍ର ଦୁନିଆ ପରେ ରାଜନୀତି ମୈଦାନରେ ମଧ୍ୟ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ନିକଟରେ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ…

ଛତ୍ରପୁର ଗସ୍ତରେ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ, ବୁଲି ଦେଖିଲେ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ସୂଚନା ଓ ଲୋକସମ୍ପର୍କ ବିଭାଗର ଉପନିର୍ଦ୍ଦେଶକ (ଦକ୍ଷିଣାଞ୍ଚଳ) ବସନ୍ତ କୁମାର ପ୍ରଧାନ ଆଜି ଛତ୍ରପୁର ସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ…

ଛାତିଥରା….ଦିଲ୍ଲୀ ଅଗ୍ନିକାଣ୍ଡରେ ୨୧ ମୃତ, ଜୀବନ ବଞ୍ଚାଇବା ପାଇଁ ଛୁଆଙ୍କୁ ଧରି ତୃତୀୟ ମହଲାରୁ ଡ଼େଇଁଲେ ମହିଳା

ନୂଆଦିଲ୍ଲୀ,୩ା୬: ବୁଧବାର ସକାଳେ ଦକ୍ଷିଣ ଦିଲ୍ଲୀର ମାଲବ୍ୟ ନଗରରେ ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ନିଆଁ ଆଁରେ ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ…

ଟିଏମସିରେ ବିଦ୍ରୋହ ଭିତରେ ମମତାଙ୍କ ବଡ଼ ଚାଲ! ଭାଙ୍ଗିଦେଲେ ଦଳର…

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ଭିତରେ ସୃଷ୍ଟି ହୋଇଥିବା ତୀବ୍ର ବିଦ୍ରୋହକୁ ଦବାଇବା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

ମମତାଙ୍କୁ ଜୋରଦାର ଝଟ୍‌କା, ଋତବ୍ରତ ବାନାର୍ଜୀ ହେଲେ ଟିଏମସିର…

କୋଲକାତା,୩।୬: ବର୍ତ୍ତମାନ, ତୃଣମୂଳ କଂଗ୍ରେସ (ଟିଏମସି) ଭିତରେ ସୃଷ୍ଟି ହେଉଥିବା ଆଭ୍ୟନ୍ତରୀଣ ଅଶାନ୍ତି ପଶ୍ଚିମବଙ୍ଗ ରାଜନୀତିରେ ତୀବ୍ର ଆଲୋଚନାର ବିଷୟ। ବିଧାନସଭା ନିର୍ବାଚନରେ ପରାସ୍ତ ହେବା ପରେ,…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ୧୦ହଜାର କୋଟି….

ନୂଆଦିଲ୍ଲୀ, ୩।୬: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, କେନ୍ଦ୍ର ସରକାର ବିମାନ ଚଳାଚଳ କ୍ଷେତ୍ରକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ସରକାର ୧୦,୦୦୦ କୋଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri