ନାଲକୋରେ ଭାଙ୍ଗିଲା ପାଚେରୀ: ୪ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୟକ୍ଷତି, ଗୋଟିଏ ଗାଁ ଅନ୍ଧାରରେ

ବଅଁରପାଳ,୨୭।୭(ଡି.ଏନ୍‌.ଏ): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଲକ୍ଷ୍ମଣପୁର ଗଁ। ନିକଟରେ ତିଆରି ହୋଇଥିବା ନାଲକୋ ପାଚେରୀ ଶନିବାର ସକାଳୁ ଭାଙ୍ଗିଯାଇଛି। ଲଗାତାର ବର୍ଷା ହେବା ଯୋଗୁ ଏହି ପାଚେରୀ ଭାଙ୍ଗିଯାଇଥିବା ଜଣାପଡ଼ିଛି। ତେବେ ଭାଙ୍ଗିଯାଇଥିବା ଏହି ପାଚେରୀ ଯୋଗୁ ନାଲକୋର ପ୍ରାୟ ୪ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର କ୍ଷୟକ୍ଷତି ହୋଇଥିବା ଆକଳନ କରାଯାଉଛି। ଅପରପକ୍ଷରେ ଏଥିଯୋଗୁ ଉକ୍ତ ଗଁ।କୁ ଯାଇଥିବା ବିଦ୍ୟୁତ୍‌ ତାର ମଧ୍ୟ ଛିଣ୍ଡିଯାଇଛି। ଫଳରେ ସମଗ୍ର ଗ୍ରାମବାସୀ ଅନ୍ଧାରରେ ରହିଛନ୍ତି। ଘଟଣାସ୍ଥଳରେ ନାଲକୋ ଇଷ୍ଟେଟ ବିଭାଗ ଅଧିକାରୀ ଓ ସିଭିଲି ବିଭାଗ ଅଧିକାରୀମାନେ ପହଞ୍ଚି ଘଟଣାର ତଦନ୍ତ କରିଛନ୍ତି। ତେବେ ପ୍ରାୟ ୧ ବର୍ଷ ପୂର୍ବରୁ ନୂତନ ଭାବେ ଏହି ପାଚେରୀ ନିର୍ମାଣ କରାଯାଇଥିବା ବେଳେ ଏହା କିପରି ଭାଙ୍ଗିଗଲା ତା’ର କାର୍ଯ୍ୟର ମାନକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମିତା ମେହେର ହତ୍ୟା ମାମଲା: ଚାର୍ଜଶିଟ୍‌ ଦାଖଲ କଲା ବଲାଙ୍ଗୀର ପୋଲିସ

ବଲାଙ୍ଗୀର ଅଫିସ,୧୧।୨: କଳାହାଣ୍ଡି ଜିଲାର ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ବଙ୍ଗୋମୁଣ୍ଡା ଜେଏମ୍‌ଏଫ୍‌ସି କୋର୍ଟରେ ବଲାଙ୍ଗୀର ପୋଲିସ ପକ୍ଷରୁ ମୁଖ୍ୟ...

ବଢୁଛି ରୋଗୀ ସଂଖ୍ୟା, ବ୍ୟବସ୍ଥା ନାହିଁ

ବାଲେଶ୍ୱର ଅଫିସ, ୧୬।୯(ମାନସ ବିଶ୍ୱାଳ)-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀରମୋହନ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଡାକ୍ତର, କର୍ମଚାରୀ, ପାରାମେଡିକାଲ ଷ୍ଟାଫ୍‌ଙ୍କ ଅଭାବ ରହିଛି।...

ବ୍ରଏଲର କୁକୁଡ଼ା ଚାଷୀ ପ୍ରତିନିଧି, ଇଣ୍ଟିଗ୍ରେଟର କମ୍ପାନୀ ଆଲୋଚନା ସ୍ଥଗିତ

ଭୁବନେଶ୍ୱର,୯।୧୦(ବ୍ୟୁରୋ): ଚୁକ୍ତିଭିତ୍ତିକ ବ୍ରଏଲର କୁକୁଡ଼ା ଚାଷୀଙ୍କ ପ୍ରତିନିଧି ଏବଂ ଇଣ୍ଟିଗ୍ରେଟର କମ୍ପାନୀ ପ୍ରତିନିଧିଙ୍କ ସହିତ ଅକ୍ଟୋବର ୧୦ରେ କୃଷି ଭବନଠାରେ ହେବାକୁ ଥିବା ଆଲୋଚନାକୁ ସ୍ଥଗିତ...

ଲୋକାୟୁକ୍ତରେ ଆରୁହା ପାହାଡ଼ କଳାପଥର ଲୁଟ୍‌ ମାମଲା: ମତାମତ ରଖିବାକୁ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ

ଯାଜପୁର ଅଫିସ,୪।୩: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଆରୁହା ପାହାଡ଼ରୁ କଳାପଥର ଲୁଟ୍‌, ଜାଲିଆତି ଅଭିଯୋଗ ମାମଲାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ...

ଥାନାର ଦ୍ୱାରସ୍ଥ ହେଲେ ଅନୁଭବ

କଟକ ଅଫିସ,୧୬।୧୦: ଥାନାର ଦ୍ୱାରସ୍ଥ ହୋଇଛନ୍ତି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି । ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନ୍‌ଷ୍ଟାଗ୍ରାମ ଏବଂ ଫେସ୍‌ବୁକ୍‌ରେ ତାଙ୍କ...

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୯ ଜୀବନ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫,୭୦୩ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ...

ଗଠନ ହେଲା ଓବିସି କମିଶନ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ଓଡ଼ିଶାରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ଏବଂ ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସ୍‌ଇବିସି)ଙ୍କ ପ୍ରକୃତ ସଂଖ୍ୟା କେତେ , ସେ ସମ୍ପର୍କରେ କୌଣସି ସରକାରୀ ହିସାବ...

ଅଢେଇ କିଲୋ ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୩୧ା୧୦-ବ୍ରହ୍ମପୁର ବଡ଼ ବଜାରରେ ଥିବା ବିନୋଦ ଜୁଏଲେରିରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଚୋରମାନେ ଷ୍ଟୋର୍‌ରେ ଥିବା ଆଇରନ୍‌ ଚେଷ୍ଟ ଭାଙ୍ଗି ପ୍ରାୟ ୨କେଜି...

Advertisement
Archives

Model This Week