ନାଲକୋ କଲୋନୀରେ ଦୁର୍ଘଟଣା

ବଅଁରପାଳ,୧୩।୧୨(ଡି.ଏନ.ଏ): ଅନୁଗୋଳ ଜିଲା ପବଅଁରପାଳ ନିକଟ ଶୁକ୍ରବାର ସକାଳୁ ଏକ ଦୁର୍ଘଟଣା ଘଟିଛି। ନାଲକୋ କଲୋନୀର ଟିଏ ଲାଇନରେ ଏକ କାର ପାଚେରୀରେ ପିଟି ହୋଇଯାଇଥିଲା। ଫଳରେ ପାଚେରୀ ଭାଙ୍ଗିଯିବା ସହ ଚାଳକ ଆହତ ହୋଇଛନ୍ତି। ଆହତ ଚାଳକଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଥାନାରେ କୌଣସି ମାମଲ ରୁଜୁ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା ଦାବି: ଶତାଧିକ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ବିରାଟ ରାଲି

ଅମରପାଲି, ୧୬।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନୂଆପଡା ମୌଜାରେ ନିକଟରେ ଖୋଲାଯାଇଥିବା ବିଦେଶୀ ମଦ ଦୋକାନକୁ ତୁରନ୍ତ ସ୍ଥାନାନ୍ତର କରିବା…

ଝୁଲି ଝୁଲି ଆସୁଛନ୍ତି ବଡଠାକୁର, ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

ପୁରୀ,୧୬।୭: ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ପବିତ୍ର ପହଣ୍ଡି । ଶଙ୍ଖ, ଘଣ୍ଟ, ମୃଦଙ୍ଗ ଓ “ହରିବୋଲ” ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ବଡ଼ଦାଣ୍ଡ। ଭକ୍ତିରେ ମୁଖରିତ…

ଜୁନିଅରଙ୍କୁ କ୍ରିକେଟ ବ୍ୟାଟ୍‌ରେ ନିସ୍ତୁକ ପିଟିଲେ ସିନିୟର: ଥାନାରେ ଅଭିଯୋଗ ପରେ…

ଦେବଗଡ଼,୧୬।୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ସୁନାମୁଣ୍ଡା ସ୍ଥିତ ନବୋଦୟ ବିଦ୍ୟାଳୟ ଛାତ୍ରାବାସରେ ରାଗିଂ ଅଭିଯୋଗ। ମିଳିଥିବା ସୂଚନାନୁଯାୟୀ, ଯୁକ୍ତ ଦୁଇ ପିଲାଙ୍କ ଦ୍ୱାରା ନବମ ଓ ଦଶମ…

ଏମ୍‌ପିଙ୍କ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ସମସ୍ୟା ଜଣାଇଲେ ଲୋକେ, ପ୍ରତିଶ୍ରୁତି ଦେଇ ଏମ୍‌ପି କହିଲେ…

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ୨ ଦିନିଆ ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି। ସେ ବୁଧବାର ପୂର୍ବାହ୍ନରେ ଦାରିଙ୍ଗବାଡି ପହଞ୍ଚିଥିଲେ। ତାଙ୍କୁ ବ୍ଲକ…

ଇଣ୍ଟରଭ୍ୟୁ ଦେବାକୁ ଆସି ଟଳିପଡିଲେ ଯୁବକ, ଡାକ୍ତରଖାନାରେ ମୃତ ଘୋଷଣା କଲେ ଡାକ୍ତର

ରେଙ୍ଗାଲି, ୧୬।୭ (ଦେବବ୍ରତ ପଣ୍ଡା): ଚାକିରି ପାଇଁ ଇଣ୍ଟରଭ୍ୟୁ ଦେବାକୁ ଆସିଥିବା ଜଣେ ଯୁବକଙ୍କର କମ୍ପାନୀ ପରିସରରେ ହିଁ ଅକାଳ ବିୟୋଗ ଘଟିଛି। ମୃତ ଯୁବକ ଜଣକ…

୩୬ ଘଣ୍ଟିଆ ଉପବାସ ଭଙ୍ଗକଲେ ଜିଲା କଂଗ୍ରେସ ସଭାପତି: ଏହି ଦାବି ନେଇ…

ଦେବଗଡ଼,୧୬ା୭ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ସହର ମଧ୍ୟସ୍ଥଳରେ ଥିବା ଡାକ୍ତରଖାନା(ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ)କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମାନ୍ୟତା ପ୍ରଦାନ ସମେତ ୧୦ ଦଫା ଦାବିରେ…

ଭାଜପାରେ ମିଶିଲେ ଶତାଧିକ ମହିଳା, ଯୁବକ

ଝାରସୁଗୁଡ଼ା, ୧୬ା୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିଟିଏମ୍‌ସ୍ଥିତ ଭାଜପା କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଝାରସୁଗୁଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଲଇକେରା ଏବଂ ନିକ୍ତିମାଲ…

ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ହେବା ନେଇ ପୁରୀକୁ ହାଇ ଆଲର୍ଟ

ଭୁବନେଶ୍ୱର, ୧୬ା୭(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବର୍ଷର ଦ୍ୱିତୀୟ ଲଘୁଚାପ। ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ବୁଧବାର ସକାଳ ୫ଟା ୩୦ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri