ନାଲକୋ ଦୁର୍ଘଟଣାରେ ଆଉ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଆନ୍ଦୋଳନ

ଅନୁଗୋଳ ଅଫିସ, ୮।୮: ନାଲକୋ ସ୍ମେଲଟର ପ୍ଲାଣ୍ଟ କାଷ୍ଟ ହାଉସ ପରିସରରେ ଗତ ୨୩ରେ ବିଦ୍ୟୁତ ଆଘାତରେ ୪ ଜଣ ଶ୍ରମିକ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ତେବେ ପୂର୍ବରୁ ଏହି ଦୁର୍ଘଟଣାରେ ମିଥୁନ ନାଥ ନାମକ ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ବେଳେ ବୁଧବାର ରାତିରେ ବେନ୍ତପୁର ଗଁ।ର ଆଉ ଜଣେ ଶ୍ରମିକ ରଜନୀକାନ୍ତ ପରିଡ଼ାଙ୍କର କଟକଠାରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ହୋଇଛି। ଏନେଇ ଗୁରୁବାର ନାଲକୋଠାରେ ଉତେଜନା ପ୍ରକାଶ ପାଇଛି। ମୃତକଙ୍କର ପରିବାରଙ୍କୁ ୫୦ ଲକ୍ଷ କ୍ଷତିପୂରଣ ଓ ମୃତକଙ୍କ ୨ ଭାଇଙ୍କୁ ନିଯୁକ୍ତି ଦାବିରେ ସ୍ଥାନୀୟ ଲୋକେ ଆନ୍ଦୋଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟଜେଟି ମୁହାଣ ଖନନ ଦାବିରେ ମତ୍ସ୍ୟଜୀବୀଙ୍କ ଆନ୍ଦୋଳନ

ଛତ୍ରପୁର,୨୭।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପରିସରରେ ଥିବା ମତ୍ସ୍ୟଜେଟିର ମୁହାଣ ଖନନ ଦାବିରେ ଶନିବାର ମତ୍ସ୍ୟଜୀବୀଙ୍କ ପକ୍ଷରୁ ଧାରଣା ଦିଆଯିବା ସହ ଆନ୍ଦୋଳନ ଆରମ୍ଭ...

ସ୍ତ୍ରୀ, ପୁଅଙ୍କୁ ଗୁଳି ଉଦ୍ୟମ

ଛେଣ୍ଡିପଦା,୪।୯(ସ୍ବ.ପ୍ର.): ପ୍ରଥମ ସ୍ତ୍ରୀ ଓ ପୁଅଙ୍କୁ ଆକ୍ରମଣ ଅଭିଯୋଗରେ ଜେଲ୍‌ ଯାଇ କିଛିଦିନ ତଳେ ବେଲ୍‌ରେ ଆସିଥିବା ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡା ଗ୍ରାମର...

ଡେଲାଙ୍ଗରେ ଚୋରି ଗାଡ଼ି ର଼୍ୟାକେଟ ପର୍ଦ୍ଦାଫାଶ

ଡେଲାଙ୍ଗ,୩।୧୦(ଡି.ଏନ୍‌.ଏ.): ଗତ ଏକ ମାସର ବ୍ୟବଧାନ ପରେ ପୁରୀ ଜିଲା ଡେଲାଙ୍ଗ ପୋଲିସ ପୁଣି ଏକ ଚୋରି ଗାଡ଼ି ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ଏହା ପଛରେ...

ଓଜେଇଇ ଫଳ ପ୍ରକାଶିତ: ସ୍ମିତାରାଣୀ ଏମ୍‌ସିଏ ଟପ୍ପର

ମହାକାଳପଡ଼ା, ୨୦।୬ (ଡି.ଏନ୍‌.ଏ.): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ ବୁଧବାର ପ୍ରକାଶ ପାଇଛି। ଓଜେଇଇ ଏମ୍‌ସିଏରେ ମହାକାଳପଡ଼ା ବ୍ଲକ ମହାକାଳପଡ଼ା ଗ୍ରାମର ହରପ୍ରିୟା...

ବରୁଣେଇରେ ଧର୍ମେନ୍ଦ୍ର, ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି ସମୀକ୍ଷା କଲେ

ଖୋର୍ଦ୍ଧା ଅଫିସ,୭।୧୨: ବରୁଣେଇରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତ ପୂର୍ବରୁ ଶନିବାର ସେ ପ୍ରସ୍ତୁତିର ସମୀକ୍ଷା କରିଥିବା ସୂଚନା ମିଳିଛି। ପ୍ରକାଶଯୋଗ୍ୟ,...

ଆଜି ରାଜ୍ୟରେ ୨୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟରେ ରବିବାର ୨୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୨୬ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ...

ରୋଷଘରେ ଲାଗିବ ନୂଆ ଖାଣ୍ଡେଲାଇଟ୍‌ ପଥର

ପୁରୀ ଅଫିସ,୧୦।୬:ଚଳିତବର୍ଷ ଶ୍ରୀମନ୍ଦିର ରୋଷଘରେ ନୂଆ ଖାଣ୍ଡେଲାଇଟ୍‌ ପଥର ଲଗାଯିବ। ସେହିପରି ଆସନ୍ତା ରଥଯାତ୍ରା ସମୟରେ ଶ୍ରୀମନ୍ଦିର ଗର୍ଭଗୃହ ଓ ନାଟମଣ୍ଡପ ମରାମତି ସହ କଳାହାଟ...

ଜେସିବିରେ ଲାଗି ଗ୍ୟାସ ପାଇପ୍‌ ଲାଇନ ଇନଫର୍‌ମେଶନ ଓୟାର ଛିଡ଼ିଗଲା

ମହାକାଳପଡ଼ା,୧୭ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ପେଟ୍‌ ଛେଲା ପଞ୍ଚାୟତ କୋଚିଳା-ବଜରପୁରୁ ଗ୍ରାମ ସଂଲଗ୍ନ ମହାନଦୀ ଶାଖା ଗୁପ୍ତଗିରି ନଦୀପାଶର୍‌ବ ବାର୍‌ହାଖିଆ ଯୋରୀ...

Advertisement
Archives

Model This Week