ନାଲକୋ ସିପିପି ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ବଅଁରପାଳ, ୨୫।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ସିପିପି ପ୍ଲାଣ୍ଟ ପରିସରରେ ଥିବା ୫ମ ୟୁନିଟରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ସର୍ଟଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରୁଛନ୍ତି। ନାଲକୋର ଉଚପଦସ୍ତ ଅଧିକାରୀମାନେ ପହଞ୍ଚି ଏହାର ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧୁରା କାର୍ଯ୍ୟର ସମ୍ପୂର୍ଣ୍ଣ ବିଲ୍‌

ନବରଙ୍ଗପୁର/ତେନ୍ତୁଳିଖୁଣ୍ଟି, ୩୦ା୧(ବି.ପ୍ର./ଡି.ଏନ.ଏ.) ସରକାରୀ କଳରୁ ବ୍ୟାପକ ଅନୁଦାନ ଭିତ୍ତିଭୂମି ବିକାଶ ନାଁରେ ଖର୍ଚ୍ଚ ହେଉଛି। ତେବେ ତଦାରଖ ଓ ଅନୁଧ୍ୟାନ କରାଯାଉ ନ ଥିବାରୁ କାର୍ଯ୍ୟଗୁଡିକ...

କନିଅର ମଞ୍ଜି ଖାଇ ଜୀବନ ହାରିଲେ

ପାଟଣା,୭।୧୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ଗଣ୍ଡବେଡ଼ା ଗ୍ରାମର ଜଣେ ବ୍ୟକ୍ତି ପାରିବାରିକ କଳହକୁ ନେଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ରାଜେନ୍ଦ୍ର...

ଦଶମନ୍ତପୁରରେ କାଶୀପୁର ଚିତ୍ର: ବ୍ୟାପୁଛି ଝାଡ଼ାବାନ୍ତି, ଜଣେ ମୃତ

କୋରାପୁଟ,୨୦।୭(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁରରେ ହଇଜାରେ ୭ ଜଣ ଆଖି ବୁଜିଥିବା ବେଳେ ବକୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ମଧ୍ୟ ସମାନ ଚିତ୍ରଦେଖିବାକୁ ମିଳିଛି ।...

ପ୍ରେମିକ ମା’ଙ୍କ କଟୁ କଥା ସହି ନ ପାରି ଘରୁ ଚାଲିଯାଇଥିଲେ ଯୁବତୀ, କୂଅରୁ ଉଦ୍ଧାର ହେଲା ମୃତଦେହ

ଖୋର୍ଦ୍ଧା ଅଫିସ,୨୫।୬: ଖୋର୍ଦ୍ଧା ଟାଉନ ଅନ୍ତର୍ଗତ ଜରିପୁଟ ସ୍କୁଲ କ୍ୟାମ୍ପସରେ ଥିବା କୂଅରୁ ପୋଲିସ ଗୁରୁବାର ଜଣେ ଯୁବତୀ ଙ୍କ ମୃତଦେହ ଉଦ୍ଧାର କରିଛି। ସେ...

ସ୍ବେଚ୍ଛାସେବୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ

ଆସିକା,୩୧ା୩ (ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ଲାଗି ଆସିକା ଏନ୍‌ଏସିରେ ନିରାଶ୍ରୟଙ୍କୁ ଦୈନିକ ରନ୍ଧାଖାଦ୍ୟ ଦିଆଯାଉଛି। ମଙ୍ଗଳବାରଠାରୁ ଆସିକା ବ୍ଲକର ବିଭିନ୍ନ ପଞ୍ଚାୟତରେ ମଧ୍ୟ ନିରାଶ୍ରୟଙ୍କୁ ଅଙ୍ଗନଓ୍ବାଡି କର୍ମୀଙ୍କ...

ଓପନ୍‌ ମ୍ୟୁଜିୟମରେ ୨୦ ସ୍କ୍ରାପ୍‌ କଳାକୃତି

ବ୍ରହ୍ମପୁର ଅଫିସ,୮ା୨-ଦକ୍ଷତା ବିକାଶରେ ବ୍ରହ୍ମପୁର ଆଇଟିଆଇ ସାରା ବିଶ୍ୱରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଏହା ରାଜ୍ୟର ଅନ୍ୟ ଆଇଟିଆଇ ଓ ବୈଷୟିକ ଅନୁଷ୍ଠାନ...

ନକଲି ସାର୍ଟିଫିକେଟ ଦେଇ ଅଙ୍ଗନଓ୍ବାଡି ସହାୟିକା ବହିଷ୍କୃତ

ଧାମନଗର, ୪।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କାଶିମପୁର(୧) ଅଙ୍ଗନଓ୍ବାଡି କେନ୍ଦ୍ରର ସହାୟିକା ବିମଳା ଦାସଙ୍କୁ ନକଲି ସାର୍ଟଫିକେଟ ଦେଇ ଚାକିରି ଆବେଦନ କରିଥିବାରୁ ବହିଷ୍କୃତ...

ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜିଲାପାଳଙ୍କ ଅଫିସକୁ ପ୍ରବେଶ ପୂର୍ବରୁ କରାଯାଉଛି ସ୍କ୍ରିନିଂ, ସାନିଟାଇଜେଶନ

ଛତ୍ରପୁର, ୧୩/୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ଜିଲାପ୍ରଶାସନ ପକ୍ଷରୁ ସମାଜିକ ଦୂରତା, ମାସ୍କ ବ୍ୟବହାର...

Advertisement
Archives

Model This Week