ନାଲ୍‌କୋ ପକ୍ଷରୁ ଆମ୍ବେଡକର ଜୟନ୍ତୀ

ଭୁବନେଶ୍ୱର,୧୮-୪: ରାଷ୍ଟ୍ରାୟତ୍ତ ନାଲ୍‌କୋ ପକ୍ଷରୁ ସ୍ଥାନୀୟ ନାଲ୍‌କୋ ନଗରଠାରେ ଭାରତ ରତ୍ନ ବାବା ସାହେବ ବି.ଆର. ଆମ୍ବେଡ୍‌କରଙ୍କ ୧୨୮ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ନାଲ୍‌କୋ ଅଧ୍ୟକ୍ଷ ତପନ କୁମାର ଚାନ୍ଦ ଏହି ଅବସରରେ ଆମ୍ବେଡକରଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଦେଶ ଗଠନରେ ଆମ୍ବେଡ୍‌କରଙ୍କ ଯୋଗଦାନ ତଥା ଭୂମିକା ଉପରେ ଚାନ୍ଦ ଏଠାରେ ଗୁରୁତ୍ୱାରୋପ କରିଥିଲେ। ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଏହି ଅବସରରେ ପୁରସ୍କୃତ କରାଯାଇଥିଲା। ସେହିଭଳି ସାମାଜିକ ଅନଗ୍ରସର ଶିଶୁଙ୍କୁ ସ୍ବଚ୍ଛତା କିଟ୍‌ ପ୍ରଦାନ କରାଯାଇଥିଲା। ଏଥିରେ ନାଲ୍‌କୋର ବରିଷ୍ଠ ନିର୍ଦ୍ଦେଶକ, କର୍ମଚାରୀ, ନାଲ୍‌କୋ ଏସ୍‌ଟିଏସ୍‌ସି ଓ୍ବେଲଫେୟାର ସଂଘ ଏବଂ ଅନ୍ୟାନ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀରରେ ଲାଗିଛି କଟକଣା;ପାର୍ବଣରେ ଆହୁରି ମହଙ୍ଗା ହୋଇପାରେ ଅଖରୋଟ୍‌

ନୂଆଦିଲ୍ଲୀ,୮-୯: ଆସନ୍ତା ପାର୍ବଣ ଋତୁ ସିଜନରେ ଅଖରୋଟ ଦର ଆହୁରି ବଢ଼ିପାରେ। ବର୍ତ୍ତମାନ ଏହାର କିଲୋ ପିଛା ଦର ୯୦୦ ଟଙ୍କା ରହିଛି। ଗତ ମାସକ...

କ୍ଷୁଦ୍ର ରପ୍ତାନିକାରୀଙ୍କ ଲାଗି ବୀମା ପ୍ରିମିୟମ କମିବ:ଗୋୟଲ

ନୂଆଦିଲ୍ଲୀ,୧୭-୯: ବାଣିଜ୍ୟ ମନ୍ତ୍ରଣାଳୟ କ୍ଷୁଦ୍ର ରପ୍ତାନିକାରୀଙ୍କ ଲାଗି ବୀମା ପ୍ରିମିୟମ ହାର କମ୍‌ କରିବା ପାଇଁ କ୍ୟାବିନେଟରେ ଏକ ପ୍ରସ୍ତାବ ଆଣିବ। ଯେଉଁ ରପ୍ତାନିକାରୀଙ୍କ ବକେୟା...

ଏୟାର ଏସିଆର ବିଗ୍‌ ସେଲ୍‌ ଘୋଷଣା

ନୂଆଦିଲ୍ଲୀ,୩-୧୧: ଏୟାର ଏସିଆ ପକ୍ଷରୁ ବିଗ୍‌ ସେଲ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ସମୟରେ ଯାତ୍ରୀମାନେ ଘରୋଇ ଏବଂ ଅନ୍ତର୍ଜାତୀୟ ଉଡାଣ ଉପରେ ଆକର୍ଷଣୀୟ ଅଫର...

୧୦% କର୍ମଚାରୀଙ୍କୁ ଛଟେଇ କରିବ ଇଣ୍ଡିଗୋ

ନୂଆଦିଲ୍ଲୀ,୨୦।୭: କରୋନା ମହାମାରୀ ପ୍ରଭାବ ଦେଶର ବିମାନ ଚଳାଚଳ କ୍ଷେତ୍ରକୁ କ୍ଷତିଗ୍ରସ୍ତ କରିଛି। ବର୍ତ୍ତମାନ କଟକଣା ସହ ଘରୋଇ ବଜାରରେ ବିମାନ ସେବା ଉପଲବ୍ଧ ହେଉଥିବା...

ଏଜିଆର୍‌ ଦେୟ ବାବଦ ମିଳିଲା ୨୫,୯୦୦ କୋଟି

ନୂଆଦିଲ୍ଲୀ,୧୨ା୩: ଆଡ୍‌ଜଷ୍ଟେଟ ଗ୍ରସ ରେଭିନ୍ୟୁ(ଏଜିଆର୍‌) ଦେୟ ବାବଦ ସରକାର ଟେଲିକମ୍‌ କମ୍ପାନୀଙ୍କଠାରୁ ୨୫,୯୦୦ କୋଟି ଟଙ୍କା ଆଦାୟ କରିଛନ୍ତି। ଅନ୍ୟ ବକେୟା ଶୀଘ୍ର ପ୍ରଦାନ କରିବାକୁ...

ଆର୍‌ବିଆଇ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନବାଚୀ;ଏମ୍‌ପିସିର ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତିକୁ ସରକାରଙ୍କ ଅଣଦେଖା

ନୂଆଦିଲ୍ଲୀ: ମାନ୍ଦାବସ୍ଥା ଦେଇ ଗତି କରୁଥିବା ଅର୍ଥ ବ୍ୟବସ୍ଥା କରୋନା ମହାମାରୀ ଯୋଗୁ ସଙ୍କଟ ସ୍ଥିତିକୁ ଚାଲିଯାଇଛି। ମଙ୍ଗଳବାରଠାରୁ ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତି କମିଟି(ଏମ୍‌ପିସି) ବୈଠକ...

ନିବେଶକଙ୍କ କ୍ଷତି ୫.୫୫ ଲକ୍ଷ କୋଟି

ମୁମ୍ବାଇ,୧୮ା୩:  ଗତ ୪ ଦିନ ହେବ ଭାରତୀୟ ପୁଞ୍ଜିବଜାର ପ୍ରଭାବିତ ସ୍ଥିତିରେ ରହିଛି। ଫଳରେ ନିବେଶକଙ୍କ ସମ୍ପତ୍ତି ୫.୫୫ ଲକ୍ଷ କୋଟି ଟଙ୍କା ହ୍ରାସ ହୋଇଛି। କୋଭିଡ୍‌-୧୯...

ଇଣ୍ଡିଆନ୍‌ ବ୍ୟାଙ୍କର ନୂତନ ଆଞ୍ଚଳିକ ମୁଖ୍ୟ

ଭୁବନେଶ୍ୱର,୮।୫: ଇଣ୍ଡିଆନ୍‌ ବ୍ୟାଙ୍କ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଆଞ୍ଚଳିକ ମୁଖ୍ୟ ଭାବେ ପ୍ରଦୀପ୍ତ କୁମାର ରଥ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏହା...

Advertisement
Archives

Model This Week