ନାଲ୍‌କୋ ପକ୍ଷରୁ ୧୦.୨ କୋଟି ପ୍ରଦାନ

ଭୁବନେଶ୍ୱର,୯ା୪: ରାଷ୍ଟ୍ରାୟତ୍ତ ଆଲୁମିନିୟମ କମ୍ପାନୀ ଲିମିଟେଡ ନାଲ୍‌କୋ ପକ୍ଷରୁ କୋଭିଡ-୧୯ ଲଢେଇ ଲାଗି ୧୦.୨ କୋଟି ଟଙ୍କା ସରକାରଙ୍କୁ ପ୍ରଦାନ କରାଯାଇଛି। କମ୍ପାନୀ ପକ୍ଷରୁ ପିଏମ୍‌ କେୟାର୍ସ ପାଣ୍ଠିକୁ ୫ କୋଟି ଟଙ୍କା ପ୍ରଦାନ କରାଯାଇଛି। କମ୍ପାନୀର କର୍ମଚାରୀମାନେ ସେମାନଙ୍କ ଗୋଟିଏ ଦିନର ବେତନ ୨.୬ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହାବାଦ କମ୍ପାନୀର କର୍ମଚାରୀମାନେ ଓଡିଶା ସରକାରଙ୍କ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୨.୬ କୋଟି ଟଙ୍କା ପ୍ରଦାନ କରିଛନ୍ତି। କୋଭିଡ-୧୯ ଲଢେଇରେ ଦେଶବାସୀଙ୍କ ସହ ନାଲକୋ ରହିଛି ବୋଲି କମ୍ପାନୀ ପକ୍ଷରୁ ଏକ ଟୁଇଟ ଯୋଗେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆକୁ ପୋଲିସର ଅଣଦେଖା

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଓଡ଼ିଆ ଭାଷାରେ ଓଡ଼ିଶା ଶାସନ ହେବ। ଆଇନ ଉଲ୍ଲଂଘନକାରୀଙ୍କ ପାଇଁ ଦଣ୍ଡବିଧାନ ନିମନ୍ତେ ଓଡ଼ିଶା ସରକାରୀ ଭାଷା (ସଂଶୋଧନ) ଆଇନ-୨୦୧୮ ଗୃହୀତ ହୋଇଛି। ହେଲେ...

ମାରୁତି ସୁଜିକି ଆରେନା’ର ‘ଦି ନ୍ୟୁ ଓ୍ବାଗନର’ର ଉନ୍ମୋଚିତ

ଭୁବନେଶ୍ୱର,୮ା୩ :ଦେଶର ଅଗ୍ରଣୀ ଅଟୋମୋବାଇଲ କମ୍ପାନୀ ମାରୁତି ସୁଜିକି ଆରେନା’ର ବହୁ ପ୍ରତିକ୍ଷୀତ ‘ଦି ନ୍ୟୁ ଓ୍ବାଗନର’ ମଡେଲର ବଜାର ପ୍ରବେଶ ସମ୍ପର୍କରେ ନିକଟରେ ଘୋଷଣା...

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ଲିଙ୍ଗରାଜ ଷ୍ଟେଶନରେ ପହଞ୍ଚିଲା କ୍ରାଇମ୍‌ବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୩୦।୭(ବ୍ୟୁରୋ): ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ କ୍ରାଇମ୍‌ବ୍ରାଞ୍ଜ ତଦନ୍ତ ଆରମ୍ଭ ହୋଇଛି। କାଗଜାତ ହସ୍ତାନ୍ତର ପରେ ମାମଲାର ବିଧିବଦ୍ଧ ତଦନ୍ତ ଆରମ୍ଭ...

‘ପ୍ରାଇଡ୍‌ ଆଣ୍ଡ୍‌ ପ୍ରିଭିଲେଜ୍‌’ କାର୍ଡର ଶୁଭାରମ୍ଭ

ଭୁବନେଶ୍ୱର,୨୯।୪: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ଏଚ୍‌ସିଜି ପଣ୍ଡା କ୍ୟାନ୍‌ସର ହସ୍ପିଟାଲ ପକ୍ଷରୁ ‘ଏଚ୍‌ସିଜି ପ୍ରାଇଡ୍‌ ଆଣ୍ଡ ପ୍ରିଭିଲେଜ୍‌ କାର୍ଡ’ର ଶୁଭାରମ୍ଭ କରାଯାଇଛି। ବିଶେଷକରି କିନ୍ନର...

କୋଭିଡ-୧୯: ବ୍ରାଜିଲରେ ମୃତଦେହ ରଖିବାକୁ ସ୍ଥାନର ଅଭାବ!

ବ୍ରସିଲିଆ,୨୫।୪: କରୋନା ସଂକ୍ରମଣ ଚାଇନାରୁ ଆରମ୍ଭ ହୋଇଥିବା ବେଳେ ଏବେ ଏହା ସାରା ବିଶ୍ୱରେ ମହାମାରୀର ରୂପ ନେଇଛି। ଆମେରିକାରେ ପ୍ରତିଦିନ ସର୍ବାଧିକ କରୋନା ସଂକ୍ରମିତଙ୍କ...

ପାର୍ବଣ ପାଇଁ ୩୯୨ ସ୍ବତନ୍ତ୍ର ଟ୍ରେନ୍‌

ନୂଆଦିଲ୍ଲୀ: ପାର୍ବଣରେ ରେଲଓ୍ବେ ୩୯୨ ସ୍ବତନ୍ତ୍ର ଟ୍ରେନ୍‌ ଚଳାଇବ। ଅକ୍ଟୋବର ୨୦ରୁ ନଭେମ୍ବର ୩୦ ମଧ୍ୟରେ ଏହି ଟ୍ରେନ୍‌ଗୁଡିକ ଚଳାଚଳ କରିବ। ସ୍ପେଶାଲ ଟ୍ରେନରେ ଲାଗୁ...

ଦେବୀ ନଦୀ ଶଯ୍ୟା ଖନନ: ସ୍ଥିତି ଅନୁଧ୍ୟାନ କଲେ ବୁର୍ଲା ଜଳସମ୍ପଦ ବିଭାଗ ବିଶେଷଜ୍ଞ

କାକଟପୁର, ୨୦।୮(ଡି.ଏନ୍‌.ଏ.)-ପୋତି ହୋଇପଡ଼ିଥିବା ଦେବୀ ନଦୀ ଶଯ୍ୟା ଖନନ ହେବ। ଏଥିପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି କ୍ରମରେ ସମ୍ବଲପୁରର ବୁର୍ଲାସ୍ଥିତ ଜଳସମ୍ପଦ...

କାଲି ହୋଇଥିଲା ଭିଜିଲାନ୍ସ ଚଢ଼ାଉ, ଆଜି ବନ୍ଧାହେଲେ ୨ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୁଇ ବରିଷ୍ଠ ଅଧିକାରୀ ଗିରଫ ହୋଇଛନ୍ତି। ସେମାନେ ହେଲେ ଖଣି ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର...

Advertisement
Archives

Model This Week