ନାଲ୍‌କୋ ବସଲା ସାହି ହଟିଂ ନିକଟରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ବଅଁରପାଳ,୧୨।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ବସଲା ସାହି ନିକଟ ପଡ଼ିଆରୁ ଗୁରୁବାର ଏକ ନବଜାତ ଶିଶୁକନ୍ୟାକୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। କେହି ଯୁବତୀ କିମ୍ବା ମହିଳା ଶିଶୁକୁ ଛାଡ଼ି ପଳାଇଯାଇଥିବା ସନ୍ଦେହ କରାଯାଉଛି।

ସୂଚନାନୁଯାୟୀ, ଭୋର ସମୟରେ ଜଣେ ବୃଦ୍ଧ ଉକ୍ତ ରାସ୍ତା ଦେଇ ଯାଉଥିଲେ। ସେ ଏକ ବ୍ୟାଗ୍‌ ଭିତରେ ଶିଶୁର କ୍ରନ୍ଦନ ଶୁଣି ଅଟକି ଯାଇଥିଲେ। ସେ ବ୍ୟାଗ୍‌ ଖୋଲି ଶିଶୁକନ୍ୟାକୁ ବାହାରକୁ ଆଣିଥିଲେ। ପରେ ଲୋକେ ସେଠାରେ ଜମା ହେବା ପରେ ଜଣେ ମହିଳା ଶିଶୁକନ୍ୟାଟିକୁ ଘରକୁ ଆଣି ସେବା କରୁଥିବା ଜଣାପଡ଼ିଛି। ଖବରଲେଖାଯିବା ପର୍ଯ୍ୟନ୍ତ ଚାଇଲ୍ଡ ହେଲ୍ପ ଲାଇନ୍‌ର ସଦସ୍ୟ ପହଞ୍ଚି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାରେ ୯ ଜିଲାର ୧ଲକ୍ଷ ୩୦ ହଜାର ପ୍ରଭାବିତ

ଭୁବନେଶ୍ୱର,୯।୮(ବ୍ୟୁରୋ) : ବନ୍ୟା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କ ତଥ୍ୟ ମୁତାବକ ୯ଟି ଜିଲା ସର୍ବାଧିକ କ୍ଷତିଗସ୍ତ ହୋଇଛି। ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ଗଜପତି,...

୬ କୁଇଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ

ଚିତ୍ରକୋଣ୍ଡା,୧୦ା୬(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ସୋମବାର ଚୋରାଚାଲାଣ ବେଳେ ୬କୁଇଣ୍ଟାଲ ୨୦ କେଜି ଗଞ୍ଜେଇ ଜବତ କରିଛି। ଗୁଣ୍ଠାୱlଡା ପଞ୍ଚାୟତ ଗୁଣ୍ଠାୱlଡା ଗ୍ରାମର ସୁନିଲ...

ଅଶ୍ଳୀଳ ଭିଡିଓ ପଠାଇବା ଘଟଣା: ପାଲଟା ଅଭିଯୋଗ ଆଣିଲେ ଓଏଏସ୍‌ ଅଫିସର

ଭୁବନେଶ୍ୱର, ୮ା୭ (ବ୍ୟୁରୋ): ମହିଳା କର୍ମଚାରୀଙ୍କ ପାଖକୁ ଅଶ୍ଳୀଳ ଭିଡିଓ ଏବଂ ମେସେଜ ପଠାଇ ଅଡୁଆରେ ପଡ଼ିଛନ୍ତି ଜଣେ ଓଏଏସ୍‌ ଅଫିସର। ସମ୍ପୃକ୍ତ ମହିଳା କର୍ମଚାରୀ...

୬୨୭ ସଂସ୍ଥାର ଜଳକର ବକେୟା ୩୯୩୬.୮୬ କୋଟି

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ, ଦ୍ରୁତ ଶିଳ୍ପାୟନ ଓ ସହରୀକରଣ କାରଣରୁ ରାଜ୍ୟର ଅଧିକାଂଶ ନଦୀରେ ଜଳ ପ୍ରବାହ ହ୍ରାସ ପାଇବାରେ ଲାଗିଛି। ୨୦୫୦ ବେଳକୁ ରାଜ୍ୟରେ...

ଖଣ୍ଡଗିରି ବାହାଦଲପୁର ଅନିଲ ଜେନା ହତ୍ୟା ଘଟଣା: ଦୁଇ ମୁଖ୍ୟ ଅଭିଯୁକ୍ତ ଗିରଫ ନେଇ ସୂଚନା ଦେଲେ କମିଶନର

ଭୁବନେଶ୍ୱର,୨୪।୧୨: ଖଣ୍ଡଗିରି ଥାନା ଅଧୀନ ବାହାଦଲପୁର ଅନିଲ ଜେନା ହତ୍ୟା ଘଟଣାରେ କମିଶନରେଟ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ହତ୍ୟାକାଣ୍ଡର ଦୁଇ ମୁଖ୍ୟ ଅଭିଯୁକ୍ତ...

ଘୁଞ୍ଚିଲା ସିଭିଲ ସର୍ଭିସ ଫର୍ମ ପୂରଣ ତାରିଖ

ଭୁବନେଶ୍ୱର, ୧୨।୨(ବ୍ୟୁରୋ): ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ଅନ୍‌ଲାଇନ ଆବେଦନର ଶେଷ ତାରିଖକୁ ବଢ଼ାଇ ଦିଆଯାଇଛି। ୨୦୨୦ ବର୍ଷ ପାଇଁ ହେବାକୁ ଥିବା ପରୀକ୍ଷା...

ମୁଣ୍ଡରେ ଛତା, ହାତରେ ପାଣି ବୋତଲ ଧରି ଭୋଟ ମାଗୁଛନ୍ତି ପ୍ରାର୍ଥୀ

ଛତ୍ରପୁର,୧୫।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବିପୁଳିଙ୍ଗି ପଞ୍ଚାୟତରେ ନିର୍ବାଚନ ପ୍ରଚାର ଜମିବାରେ ଲାଗିଛି। ସରପଞ୍ଚ ପାର୍ଥିନୀ ହିନା ସେଠୀ ମୁଣ୍ଡରେ ଛତା ଓ ହାତରେ...

ଶ୍ରୀଲିଙ୍ଗରାଜଙ୍କ ବିବାହ ସମ୍ପନ୍ନ: ସାମିଲ ହେଲେ ୨୦୦ରୁ ଊର୍ଦ୍ଧ୍ୱ ବରଯାତ୍ରୀ

ପୁରୁଣା ଭୁବନେଶ୍ୱର, ୮ା୬ (ଡି.ଏନ.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜ ସହ ମା’ ପାର୍ବତୀଙ୍କ ପାରମ୍ପରିକ ରୀତିରେ ବିବାହ କାର୍ଯ୍ୟ ଶୁକ୍ରବାର ବିଳମ୍ବିତ ରାତିରେ ସମ୍ପନ୍ନ ହୋଇଛି। ଶ୍ରୀଲିଙ୍ଗରାଜଙ୍କ...

Advertisement
Archives

Model This Week