ନାଲ୍‌କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଟପ୍ପର ହେଲେ ଶୁଭମ୍‌ ଦାସ

ବଅଁରପାଳ,୨୧।୫(ଡି.ଏନ୍‌.ଏ.): ଚଳିତ ବର୍ଷର ମ୍ୟାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଅନୁଗୋଳ ଜିଲା ନାଲ୍‌କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ମୋଟ ୨୨୫ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୧୪ ପାସ କରିଛନ୍ତି। ତେବେ ୧୫ ଜଣ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ମାର୍କ ରଖିଥିବା ବେଳେ ୨୮ ଜଣ ୮୦ ପ୍ରତିଶତ ମାର୍କ ରଖିଛନ୍ତି । ସ୍କୁଲର ଶୁଭମ ଦାସ ସର୍ବାଧିକ ୫୬୯ ନମ୍ବର ରଖି ସ୍କୁଲ ଟପ୍ପର ହୋଇଛନ୍ତି। ଭବିଷ୍ୟତରେ ସେ ଜଣେ ଆଇଏଏସ୍‌ ହେବାକୁ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝଞ୍ଜିରିବାହାଳରେ ଅଗ୍ନିକାଣ୍ଡ: ୧୩ ବଖରା ଭସ୍ମ, ୪ ପରିବାର ସର୍ବସ୍ବାନ୍ତ

ବଅଁରପାଳ, ୨୫ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ବଅଁରପାଳ ବ୍ଲକ ବନ୍ଦା ପଞ୍ଚାୟତ ଝଞ୍ଜିରିବାହାଳ ଗ୍ରାମ ହରିଜନ ସାହିରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ପରିବାରର...

ଜିଲାପାଳଙ୍କ କ୍ଷମତା ପ୍ରୟୋଗ କଲେ ନୁନୁକାପଶି ସରପଞ୍ଚ; ବଇଣ୍ଡା ଅଞ୍ଚଳକୁ ୭୨ଘଣ୍ଟା ସଟ୍‌ଡାଉନ ଘୋଷଣା

ବଇଣ୍ଡା,୧୦।୫(ଡି.ଏନ.ଏ.)-ଅନୁଗୋଳ ଜିଲାରେ ରବିବାର ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କିଶୋରନଗର ବ୍ଲକ ନୁନୁକାପଶି ସରପଞ୍ଚ ଜଳଧର ସାହୁ ଜିଲାପାଳଙ୍କ କ୍ଷମତା ପ୍ରୟୋଗ...

ଗଲାଣି ବିଶ୍ରାମାଗାର : ଜବରଦଖଲ କରିଛନ୍ତି ଦୋକାନୀ

ବଅଁରପାଳ, ୩ା୩(ଡି.ଏନ.ଏ.) ଅନୁଗୋଳ ଜିଲାର ବଅଁରପାଳ ଭଳି ଜନଗହଳିପୂର୍ଣ୍ଣ ବଜାରରେ ବିଶ୍ରାମାଗାରଟିଏ ନ ଥିବାରୁ ବସ୍‌ ଧରିବାକୁ ଅପେକ୍ଷାରତ ଯାତ୍ରୀଙ୍କୁ ଏଠାରେ ଦୀର୍ଘ ସମୟ ଧରି...

ଅନୁଗୋଳରେ ଖୋଲିଲା ୧୯ ମଦ ଦୋକାନ

ଅନୁଗୋଳ ଅଫିସ, ୨୭।୫- ରାଜ୍ୟ ସରକାର ଅନ୍‌ଲାଇନ୍‌ରେ ବିକ୍ରି ପାଇଁ ଅନୁମତି ଦେବା ପରେ ଗତ ୩ ଦିନ ମଧ୍ୟରେ ଅନୁଗୋଳରେ ୧୯ଟି ମଦ ଦୋକାନ...

କାର୍ଯ୍ୟକ୍ଷମ ହେଉନି ବାଣିଜ୍ୟକର କାର୍ଯ୍ୟାଳୟ

ତାଳଚେର, ୧୪ା୨ (ନି.ପ୍ର.) ତାଳଚେରଠାରେ ରାଜ୍ୟ ସରକାରଙ୍କ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟ ଅଛି। କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ଏହାକୁ କାର୍ଯ୍ୟକ୍ଷମ କରାଯାଉ ନାହିଁ। ଗତ...

ଭରତପୁର ଖଣିରୁ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

ତାଳଚେର, ୬ା୮(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣିରେ ଚାଲିଥିବା ଉଦ୍ଧାର କାର୍ଯ୍ୟ ବେଳେ ସୋମବାର ଏକ ମୁଣ୍ଡବିହୀନ ଗଳିତ ମୃତଦେହ ଉଦ୍ଧାର...

ସଂକ୍ରମଣ ନେଉଛି ଅଧିକ ଜୀବନ

ଅନୁଗୋଳ ଅଫିସ, ୩ା୬:  ଜନ୍ମରୁ ୨୮ ଦିନ ଓ ୨୮ ଦିନରୁ ୧୨ ମାସ ମଧ୍ୟରେ ସଂକ୍ରମଣ (ଇନ୍‌ଫେକ୍‌ଶନ) ହିଁ ଅଧିକ ଶିଶୁଙ୍କ ଜୀବନହାନି ଘଟାଇଥାଏ।...

ବିଭିନ୍ନ ସ୍ଥାନରେ ଅଗ୍ନି ନିରାପତ୍ତା ଯାଞ୍ଚ

ଅନୁଗୋଳ ଅଫିସ, ୧୭।୫ ଅନୁଗୋଳ ସହର ତଥା ବିଭିନ୍ନ ଅଞ୍ଚଳରେ ଭଳିକି ଭଳି ମଲ୍‌, ଶୋ’ରୁମ୍‌ ମୁଣ୍ଡ ଟେକିଛି। କିନ୍ତୁ ଏସବୁ ମଧ୍ୟରୁ ଅନେକରେ ଅଗ୍ନି...

Advertisement
Archives

Model This Week