ନାଳକୁ ଖସିଲା କାର: ଅଳ୍ପକେ ବର୍ତ୍ତିଲେ ଚାଳକ

ପାଟଣା,୧୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ ନମ୍ବର ରାଞ୍ଚି ବିଜୟୱାଡା ଜାତୀୟ ରାଜପଥର ସ୍ବାମ ନାଳର ବାଇପାସ ନିକଟରେ ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ସକାଳୁ ଏକ କାରର ପଛ ଚକା ଫାଟିଯିବାରୁ କାରଟି ଭାରସାମ୍ୟ ହରାଇ ନାଳ ତଳକୁ ଖସି ପଡିଛି। ବାଇପାସ୍‌ ଦେଇ କାରଟି ମଙ୍ଗଳପୁର ଅଭିମୁଖେ ଯାଉଥିବାବେକେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ କାରର ଚାଳକ ଅଳ୍ପକେ ବର୍ତ୍ତି ଯାଇଥିଲେ। ଚାଳକ ଜଣକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ସମୟରେ ବରଗଡ଼ରେ ଚାଞ୍ଚଲ୍ୟ: ଗଳାକାଟି ଯୁବକଙ୍କୁ ହତ୍ୟା କଲେ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ଉତ୍ସବମୁଖର ହୋଇ ପଡିଥିବାବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲିରେ ଜଣେ...

ଡ୍ୟୁଟି ସାରି ବାଇକରେ ଘରକୁ ଫେରୁଥିଲେ ହୋମଗାର୍ଡ, ବାଟରେ ଘଟିଲା…

ବଲାଙ୍ଗୀର, ୩।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ମଲମଣ୍ଡା-ରଣ୍ଡା ଗାଁ ମଝିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି।...

ରବିଚାଷ ପାଇଁ ଅନିଶ୍ଚିତତାରେ ଚାଷୀ: ଉଠାଜଳସେଚନ ପ୍ରକଳ୍ପରେ ବିଦ୍ୟୁତ୍‌ ସଂଯୋଗ ବିଳମ୍ବ ଅଭିଯୋଗ

ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ଯୋଗୀସର୍ଡା ଗ୍ରାମର ଚାଷୀ ଅରବିନ୍ଦ ମିଶ୍ର। ତାଙ୍କ ଚାଷଜମିରେ ଉଠାଜଳସେଚନ ବିଭାଗ ପକ୍ଷରୁ ଏକ ବୋରିଂ ଖୋଳାଯିବା ସହିତ...

ବରଗଡ଼ ଧନୁଯାତ୍ରା: କିଛି କଥା, କିଛି ବ୍ୟଥା

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ମଥୁରାନଗରୀ ପାଲଟିଥାଏ। ଏଠାରେ କଂସ ରାଜୁତି ଚାଲିଥାଏ ଏବଂ ଅନ୍ୟାୟ, ଅତ୍ୟାଚାର ବଢ଼ି ଚାଲିଥାଏ। ଏହା ପୌରାଣିକ...

ମାନବିକତାର ନିଦର୍ଶନ ଦେଖାଇଲେ ଖବରଦାତା: ଅଙ୍ଗଦାନ ପାଇଁ ନେଲେ ଶପଥ

ଭବାନୀପାଟଣା/ଥୁଆମୂଳ ରାମପୁର,୩ା୧ (ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି):ମୃତ୍ୟୁ ପରେ ପରାର୍ଥେ ନିଜକୁ ଉତ୍ସର୍ଗ କରିବା ଭଳି ମାନବିକତାର ନିଦର୍ଶନ ଦେଖାଇଛନ୍ତି କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର...

ଖରିଫ ଧାନ କିଣା: ଓଡ଼ିଶାରେ କଷ୍ଟ, ଛତିଶଗଡ଼ରେ ସହଜ

ଭବାନୀପାଟଣା,୩ା୧(ଉତ୍ତମ କୁମାର ଦାଶ):ପୂର୍ବରୁ ଜାନୁୟାରୀ ମାସରେ ରାଜ୍ୟରେ ଖରିଫ ଧାନ କିଣା ଶେଷ ହେଉଥିବାବେଳେ ଏଥର କିନ୍ତୁ ଅଧ ପ୍ରତିଶତ ସରିନାହିଁ। ଯାହାକୁ ନେଇ ସମଗ୍ର...

ଧନୁଯାତ୍ରାରେ ଅଘଟଣ: ରାମଦୋଳିରୁ ଖସି ପଡ଼ିଲେ ଯୁବକ, ଆଉ ତା’ପରେ ଘଟିଲା…

ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଝାରମୁଣ୍ଡା ଆଞ୍ଚଳିକ ଧନୁଯାତ୍ରାର ଉଦ୍‌ଯାପାନୀ ସନ୍ଧ୍ୟାରେ ରାମଦୋଳିରୁ ପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ...

ଚିତାଳୋ କଲେଜର ପୂର୍ବତନ ଅଧ୍ୟକ୍ଷ, ସଭାପତି ଗିରଫ, ଏହି ମାମଲାରେ…

ଯାଜପୁର/ ଯାଜପୁର ଟାଉନ୍‌ ୩ା୧(ହର୍ଷବର୍ଦ୍ଧନ ବେହେରା/ ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଜିଲା ଦଶରଥପୁର ବ୍ଲକ ଚିତାଳୋ ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଅଦ୍ୱୈତ ପ୍ରସାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri