ନାଳପାଣି ପିଉଛନ୍ତି ଲୋକେ : ପ୍ରଶାସନର ଦୃଷ୍ଟି ପଡ଼ିବ କେବେ?

କୋଳିମାଟି,୨୫ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନସ୍ଥ ବୁଢ଼ୀକୁଦ ପଞ୍ଚାୟତ ସିଙ୍ଗନାଳୀ ଝୁମକା ସାହିର ଲୋକମାନେ ନାଳରୁ ପାଣି ପିଉଥିବା ଦେଖିବାକୁ ମିଳିଛି। ଏଠାରେ ଆଦିବାସୀ ଲୋକେ ବସବାସ କରୁଥିବାବେଳେ ଗାଁକୁ ଆସିବାକୁ ହେଲେ ବୈତରଣୀ ପାର ହୋଇ ଆସିବାକୁ ପଡ଼ିଥାଏ ଏମାନଙ୍କୁ ା ଏଠାକାର ଅଧିବାସୀମାନେ ଜଙ୍ଗଲରୁ କାଠପତ୍ର,ଝୁଣା,ମହୁ, ଫଳମୂଳ ସଂଗ୍ରହ କରି ନିକଟସ୍ଥ କୋଳିମାଟି ହାଟରେ ବିକ୍ରି କରି ଚଳିଥାନ୍ତି ା ସ୍ଥାନୀୟ ବାସିନ୍ଦା ପଞ୍ଚାୟତଠାରୁ ଆରମ୍ଭ କରି ଆନନ୍ଦପୁର ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ପାଣି ସମସ୍ୟା ନେଇ ଅବଗତ କରାଇଥିଲେ ମଧ୍ୟ ତାଙ୍କ କଥା କେହି ଶୁଣୁନାହାନ୍ତି ା ଏଠାରେ ଖାଲି ପାଣି ନୁହେଁ ରାସ୍ତା,ବିଜୁଳି, ସ୍ବାସ୍ଥ୍ୟ,ବିଦ୍ୟାଳୟ, ଅଙ୍ଗନବାଡ଼ି, ଇନ୍ଦିରାଆବାସ, ଭତ୍ତା ଆଦି ସାତସପନ ପାଲଟିଛି। ଏଥିପ୍ରତି ପ୍ରଶାସନର କେବେ ଦୃଷ୍ଟି ପଡ଼ିବ ବୋଲି ଅଧିବାସୀମାନେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri