ରାୟଗଡ଼ା ଅଫିସ,୨୩।୨: ରାୟଗଡ଼ାର ରଇତ କଲୋନୀଠାରେ ଥିବା ନୂଆ ସାହି ନାଳ ନିକଟରୁ ସ୍ଥାନୀୟ ପୋଲିସ ଏକ କଙ୍କାଳ ଉଦ୍ଧାର କରିଛି। ସାଇଣ୍ଟିଫିକ୍ ଟିମ୍ ସହ ସନ୍ଧାନୀ କୁକୁର ଲଗାଇ ଏହାର ତଦନ୍ତ କରାଯିବ ବୋଲି ଏସ୍ପି ଶର୍ବଣା ବିବେକ ଏମ୍ କହିଛନ୍ତି।
ରାୟଗଡ଼ା ଅଫିସ,୨୩।୨: ରାୟଗଡ଼ାର ରଇତ କଲୋନୀଠାରେ ଥିବା ନୂଆ ସାହି ନାଳ ନିକଟରୁ ସ୍ଥାନୀୟ ପୋଲିସ ଏକ କଙ୍କାଳ ଉଦ୍ଧାର କରିଛି। ସାଇଣ୍ଟିଫିକ୍ ଟିମ୍ ସହ ସନ୍ଧାନୀ କୁକୁର ଲଗାଇ ଏହାର ତଦନ୍ତ କରାଯିବ ବୋଲି ଏସ୍ପି ଶର୍ବଣା ବିବେକ ଏମ୍ କହିଛନ୍ତି।
ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...
ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍ଏସି ମାନ୍ୟତା ମିଳିଛି। ଆଜି...
ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...
କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...
ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...
