Posted inଜାତୀୟ

ନାସା ଯିବେ ୩ ଭାରତୀୟ ଛାତ୍ରୀଛାତ୍ର

ଚେନ୍ନାଇ ୩ ଜଣ ଭାରତୀୟ ଛାତ୍ରୀଛାତ୍ର ଆମେରିକାର ମହାକାଶ ଗବେଷଣା କେନ୍ଦ୍ର (ନାସା) ପରିଦର୍ଶନ କରିବାର ସୁଯୋଗ ପାଇଛନ୍ତି। ସେମାନେ ହେଲେ ତାମିଲନାଡୁର ମଦୁରାଇସ୍ଥିତ ମହାତ୍ମା ମଣ୍ଟେସରି ମାଟ୍ରିକ ହାୟର ସେକେଣ୍ଡାରି ସ୍କୁଲର ୧୦ମ ଶ୍ରେଣୀ ଛାତ୍ରୀ ଜେ. ଧନ୍ୟା ଥାସନେମ୍‌, ଆନ୍ଧ୍ରପ୍ରଦେଶ ଗୁଣ୍ଟୁରସ୍ଥିତ ଭାଶ୍ୟମ୍‌ ଗ୍ରୁପ୍‌ ଅଫ୍‌ ସ୍କୁଲ୍‌ର ଛାତ୍ର ସାଇ ପୂଜିଥା ଏବଂ ମହାରାଷ୍ଟ୍ରର ଆଲିବାଗସ୍ଥିତ ଜିନ୍ଦଲ ବିଦ୍ୟା ମନ୍ଦିରର ଅଭିଷେକ ଶର୍ମା। ସେମାନେ ସେଠାରେ ମହାକାଶଚାରୀଙ୍କୁ ମହାକାଶ ଗବେଷଣା ସମ୍ପର୍କିତ ବିଭିନ୍ନ ବିଷୟ ପଚାରି ବୁଝିବେ। ସେମାନେ ଅକ୍ଟୋବର ପ୍ରଥମ ସପ୍ତାହରେ ନାସା ପରିଦର୍ଶନରେ ଯିବେ ବୋଲି ‘ଗୋ ଫର୍‌ ଗୁରୁ’ ଦ୍ୱାରା ଜାରି ଏକ ବିବୃତିରେ କୁହାଯାଇଛି। ଏହା ହେଉଛି ଆମେରିକାଭିତ୍ତିକ ଏକ ଅନ୍‌ଲାଇନ୍‌ ଟ୍ୟୁଟରିଂ ଆଣ୍ଡ ଏଜୁକେଶନାଲ ଟୁର୍‌ ସର୍ଭିସେସ୍‌ କମ୍ପାନି। ୨୦୧୯ରେ ଜାତୀୟ ମହାକାଶ ବିଜ୍ଞାନ ପ୍ରତିଯୋଗିତାରେ ଭାରତରୁ ୩ ଛାତ୍ରୀଛାତ୍ର ବିଜୟୀ ହୋଇଥିଲେ। ଏଥିପାଇଁ ଅନଲାଇନ୍‌ ଯୋଗେ ବିଜ୍ଞାନ ଓ ସାଧାରଣ ଜ୍ଞାନ ଦକ୍ଷତା ପରୀକ୍ଷା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁଠି ଆପଣାଛାଏଁ ଅଟକି ଯାଏ ଟ୍ରେନ୍‌…

ମଧ୍ୟପ୍ରଦେଶ ଶାଜାପୁର ଅନ୍ତର୍ଗତ ବୋଲାଇ ଗାଁରେ ରହିଛି ପ୍ରଭୁ ସିଦ୍ଧବୀର ଖେଡ଼ାପତି ହନୁମାନଙ୍କ ମନ୍ଦିର। ମନ୍ଦିରଠାରୁ ପ୍ରାୟ ଏକ କିଲୋମିଟର ଦୂରରେ ରହିଛି ରତଲାମ୍‌-ଭୋପାଳ ରେଲଓ୍ବେ...

କରୋନା ଭୟ: ବିଲେଇକୁ ଦେଶାନ୍ତର କରାଗଲା

ଚେନ୍ନାଇ,୪ା୩: ବିଶ୍ୱବ୍ୟାପୀ ଏବେ କରୋନା ଭାଇରସ୍‌ ଆତଙ୍କ। ଚାଇନାରୁ ମାଡ଼ି ଏବେ ୬୬ ଦେଶକୁ ଏହା ବ୍ୟାପିଲାଣି। ଭାରତ ବି ଏଥିରୁ ବାଦ୍‌ ପଡ଼ିନି। ଚାରିଆଡ଼େ...

ବଢିବ ଭାରତର ଶକ୍ତି: ବ୍ରହ୍ମୋସ ସୁପରସୋନିକ୍‌ କ୍ରୁଜ୍‌ ମିଶାଇଲର ସଫଳ ପରୀକ୍ଷଣ

ପୋର୍ଟବ୍ଲେୟାର,୨୩।୩: ଭାରତ ବୁଧବାର ଭୂପୃଷ୍ଠରୁ ଭୂପୃଷ୍ଠକୁ ଲକ୍ଷ୍ୟଭେଦ କରି ପାରୁଥିବା ବ୍ରହ୍ମୋସ ସୁପରସୋନିକ୍‌ କ୍ରୁଜ୍‌ ମିଶାଇଲର ସଫଳ ପରୀକ୍ଷଣ କରିଛି। ଆଣ୍ଡାମାନ ଏବଂ ନିକୋବରରେ ଏହି...

୪ ବର୍ଷ ପୂରଣ କରି ରେକର୍ଡ କଲେ ଯୋଗୀ ସରକାର

ଲକ୍ଷ୍ନୌ,୧୯।୩: ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ଭାଜପା ସରକାର ୪ ବର୍ଷ ପୂରଣ କରିଛନ୍ତି। ମାର୍ଚ୍ଚ ୧୯, ୨୦୧୭ରେ ଗୋରଖପୁର ଲୋକ ସଭା ନିର୍ବାଚନମଣ୍ଡଳୀର ତତ୍କାଳୀନ...

ପ୍ରଭୁ ଶ୍ରୀରାମଙ୍କ ମୂର୍ତ୍ତି ଉପହାର ଦେଇଥିବା କାର୍ଯ୍ୟକର୍ତ୍ତାଙ୍କ ପାଦ ଛୁଇଁଲେ ପ୍ରଧାନମନ୍ତ୍ରୀ ମୋଦି

ଲକ୍ଷ୍ନୌ,୨୦।୨: ଉତ୍ତର ପ୍ରଦେଶରେ ଏବେ ବିଧାନସଭା ନିର୍ବାଚନ ଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଦଳ ପକ୍ଷରୁ ନିର୍ବାଚନୀ ସଭା ଚାଲିଛି। ଏହି କ୍ରମରେ ରବିବାର...

ହିଜାବ ପରେ ଏବେ ଟୋପି ବନାମ ଗୈରିକ ଶାଲ୍‌ ବିବାଦ…

ବେଙ୍ଗାଲୁରୁ, ୧୧।୬ : ବର୍ତ୍ତମାନ କର୍ନାଟକରେ ହିଜାବ ସଙ୍କଟ ଟିକେ ଶାନ୍ତ ହୋଇଯାଇଥିବାବେଳେ ଏବେ ଟୋପି ବନାମ ଗୈରିକ ଶାଲ୍‌ ବିବାଦ ରାଜ୍ୟରେ ବୃଦ୍ଧି ପାଇବାରେ...

ହିନ୍ଦୁ ସମାଜ ପାର୍ଟିର ନେତାଙ୍କୁ ଗଳା କାଟି ହତ୍ୟା

ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ହିନ୍ଦୁ ସମାଜ ପାର୍ଟିର ନେତା କମଲେଶ ତିଓ୍ବାରୀଙ୍କୁ ଶୁକ୍ରବାର ଦିନ ଦ୍ୱିପହରରେ ଗଳା କାଟି ହତ୍ୟା କରାଯାଇଛି। ଚିକିତ୍ସାଧିନ ଅବସ୍ଥାରେ...

ଡାଟା ସୁରକ୍ଷା ବିଧେୟକକୁ ମୌସୁମୀ ଅଧିବେଶନ ସୁଦ୍ଧା ମଞ୍ଜୁରୀ ମିଳିବାର ଆଶା…

ନୂଆଦିଲ୍ଲୀ,୨୭।୨ : ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ଡାଟା ସୁରକ୍ଷା ବିଲ ଡ୍ରାଫ୍ଟ ଉପରେ ସମ୍ପୃକ୍ତ ପକ୍ଷଙ୍କ ସହ ବିସ୍ତୃତ ଆଲୋଚନା...

Advertisement
Archives

Model This Week