ନାହାସୋଲ ଜଙ୍ଗଲରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ବାରିପଦା ଅଫିସ,୧୫।୬: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଅଧୀନ ସୁରେଇଡିହି ପଞ୍ଚାୟତ ନାହାସୋଲ ଜଙ୍ଗଲରୁ ଶନିବାର ସକାଳେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। ଶିଶୁର ସ୍ବାସ୍ଥ୍ୟାବସ୍ଥା ଠିକ୍‌ ନ ଥିବାରୁ ତାକୁ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ଏସ୍‌ଏନ୍‌ସିୟୁରେ ଚିକିତ୍ସା କରାଯାଉଛି।
ସୂଚନା ମୁତାବକ, ଉପରୋକ୍ତ ଗ୍ରାମର କିଛି ମହିଳା ନାହାସୋଲ ଜଙ୍ଗଲ ରାସ୍ତାରେ ଯାଉଥିବା ବେଳେ ରାସ୍ତା କଡ଼ରେ ଏକ ବସ୍ତା ଭିତରୁ ଶିଶୁ କାନ୍ଦୁଥିବା ଶୁଣିବାକୁ ପାଇଥିଲେ। ସେମାନେ ବସ୍ତା ଖୋଲି ଏକ ଶିଶୁପୁତ୍ର ଥିବାର ଦେଖିବାକୁ ପାଇଲେ। ତା’ ଦେହରେ ଜନ୍ଦା, ପିମ୍ପୁଡ଼ି ଲାଗି ଯାଇଥିଲେ। ଯୁବ ନେତା ରାକେଶ ସିଂ, ଅଙ୍ଗନଓ୍ବାଡି କର୍ମୀ ସୀତା ହେମ୍ବ୍ରମ ଓ ଆଶା କର୍ମୀ ହୀରାମଣି ସୋରେନ୍‌ଙ୍କ ସହଯୋଗରେ ଶିଶୁପୁତ୍ରକୁ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡଦାଣ୍ଡରେ ଗଢିଲା ତିନି ରଥ

ପୁରୀ ଅଫିସ,୧।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେ ପରେ ତିନି ରଥରେ ବିରାଜମାନ କରିଛନ୍ତି। ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ...

ଗଜପତିରେ ନିର୍ବାଚନୀ ହିଂସା: ସରପଞ୍ଚ ପ୍ରାର୍ଥୀଙ୍କୁ ଆକ୍ରମଣ

ପାରଳାଖେମୁଣ୍ଡି,୧୪ା୨(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଶରଧାପୁର ଗ୍ରାମରେ ଦେଖାଦେଇଛି ରାଜନୈତିକ ହିଂସା। ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେଡି ସମର୍ଥିତ ସରପଞ୍ଚ ପ୍ରାର୍ଥୀଙ୍କୁ ଆକ୍ରମଣ ହୋଇଛି।...

ଗେଷ୍ଟ ହାଉସ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପ୍ରେମିକଙ୍କୁ ଅଟକ ରଖିଲା ସମୁଦ୍ରକୂଳ ପୋଲିସ

ପୁରୀ ଅଫିସ,୧୮।୨: ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ଏକ ଗେଷ୍ଟ ହାଉସ୍‌ରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନୟାଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି।...

ଖଣିକୁ ଅଡ଼ୁଆ ରପ୍ତାନି ଶୁଳ୍କ

ଯୋଡ଼ା,୨୦।୬(ଡି.ଏନ.ଏ.): ଖଣିଜ ସମ୍ପଦ ରପ୍ତାନି କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବର୍ଦ୍ଧିତ ଶୁଳ୍କ ଓଡ଼ିଶାର ଖଣି ସମୃଦ୍ଧ ଅଞ୍ଚଳ ପାଇଁ ଅଭିଶାପ ସଦୃଶ ହୋଇଛି। ଗତ ମେ...

ଫେଲ୍‌ ମାରିଛି ଆଳୁ ମିଶନ

ଭଦ୍ରକ ଅଫିସ, ୯ା୨: ଭଦ୍ରକ ଜିଲାରେ ଆଳୁ ଚାଷ ପ୍ରତି ଚାଷୀଙ୍କ ଆଗ୍ରହ ରହୁ ନ ଥିବା ଦେଖିବାକୁ ମିଳିଛି। ସରକାର ଆଳୁ ଚାଷକୁ ପ୍ରୋତ୍ସାହିତ...

ଜେଲ ଗଲେ କୋଟିପତି ଟେକ୍‌ନିକାଲ କନସଲଟାଣ୍ଟ

କେନ୍ଦୁଝର,୧୧ା୮(ସ୍ବ.ପ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଭିଜିଲାନ୍ସ ଯୋଡ଼ା ବ୍ଲକରେ କାର୍ଯ୍ୟରତ ସମଗ୍ର ଶିକ୍ଷା ଅଭିଯାନର ଟେକ୍‌ନିକାଲ୍‌ କନ୍‌ସଲ୍‌ଟାଣ୍ଟ ଇଂ. କ୍ଷେତ୍ରବାସୀ ମହାନ୍ତଙ୍କୁ...

କଥାରେ ସୀମିତ ସ୍ବଚ୍ଛତା

ସ୍ବଚ୍ଛ ସୁନ୍ଦର ସହର ହେବ ଢେଙ୍କାନାଳ। ଥରେ ମାତ୍ର ବ୍ୟବହାର ଉପଯୋଗୀ ପ୍ଲାଷ୍ଟିକ୍‌, ପଲିଥିନ ସାମଗ୍ରୀ ଉପରେ ଜାରି କରାଯିବ କଟକଣା। ଏହାକୁ କାର୍ଯ୍ୟକାରୀ କରିବାକୁ...

ପରିବେଶ କ୍ଷୟକ୍ଷତି ଭରଣା ପାଇଁ ନିର୍ଦ୍ଦେଶ

ଯାଜପୁର ଅଫିସ,୨୮ା୧: ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ ଠାରୁ ତାଳଚେର ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ବିପୁଳ ପରିମାଣର ମୋରମ୍‌ ଲୁଟ୍‌ ହୋଇଛି। ଏହାସହ...

Advertisement
Archives

Model This Week