ନିଃଶୁଳ୍କ ଟେଲିଫୋନ ସେବା ଆରମ୍ଭ କଲା ଓଏସ୍‌ଆରଟିସି

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସ୍‌ଆରଟିସି) ପକ୍ଷରୁ ନିଃଶୁଳ୍କ ଟେଲିଫୋନ ସେବା ଆରମ୍ଭ କରିଛି ା ଏହି ଟେଲିଫୋନ ନମ୍ବରଟି ହେଉଛି ୧୮୦୦-୩୪୫-୧୧୨୨ । ଟେଲିଫୋନରେ ଯାତ୍ରୀମାନେ ନିଗମ ପରିଚଳିତ ବସଗୁଡ଼ିକ ସଂପର୍କରେ ତଥ୍ୟ ପାଇବା ସହିତ ମୂଲ୍ୟବାନ ମତାମତ/ସମସ୍ୟା ଉପସ୍ଥାପନ କରି ସମାଧାନର ମାର୍ଗ ପାଇପାରିବେ ା ଯାତ୍ରୀମାନଙ୍କ ସୁବିଧା ପାଇଁ ଏହି ଟେଲିଫୋନଟି ନିଗମ କାର୍ଯ୍ୟାଳୟଠାରେ ଦିବାରାତ୍ରି କାର୍ଯ୍ୟକରିବ ା ଯାତ୍ରୀମାନଙ୍କଠାରୁ ପ୍ରାପ୍ତ ମତାମତକୁ ଗୁରୁତ୍ୱ ଦେଇ ନିଗମ ମଧ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୩ କୁ ବୃଦ୍ଧି...

ରାଜ୍ୟ ସରକାର ଆବାସ ଘର ବଣ୍ଟନରେ ସାଧୁତା ଅବଲମ୍ବନ କରନ୍ତୁ: ଧର୍ମେନ୍ଦ୍ର

ଭୁବନେଶ୍ବର,୨୧।୧(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶାକୁ ପର୍ଯ୍ୟାପ୍ତ ଘର ଦେଇଛନ୍ତି। ତେଣୁ ରାଜ୍ୟ ସରକାର ଗରିବ ଲୋକଙ୍କ ଉପରେ ଚାପ ନ ପକାଇ ତାଲିକାରେ ସାଧୁତା ଅବଲମ୍ବନ...

ଭୁଲ୍‌ ସୁଧାରିବାକୁ ପୋଲିସର ସ୍ପେଶାଲ ଡ୍ରାଇଭ୍‌

ଭୁବନେଶ୍ୱର,୬।୬(ବ୍ୟୁରୋ): ଅନେକ ସମୟରେ ପୋଲିସର ଅବହେଳା ଓ ଅସାବଧାନତା ଯୋଗୁ ଅଭିଯୁକ୍ତମାନେ ଖସିପଳାଇବାରେ ସକ୍ଷମ ହେଉଛନ୍ତି। ବଳାତ୍କାର, ହତ୍ୟା ଭଳି ସଙ୍ଗିନ ମାମଲାରେ ଗିରଫ ହୋଇଥିବା...

ଦିବ୍ୟାଙ୍ଗ ଅଙ୍ଗନଓ୍ବାଡି କର୍ମୀଙ୍କୁ ଘର ନିକଟ କେନ୍ଦ୍ରରେ ନିଯୁକ୍ତି ଦେବାକୁ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୬ା୭(ବ୍ୟୁରୋ): ଦିବ୍ୟାଙ୍ଗ ଅଙ୍ଗନଓ୍ବାଡି କର୍ମୀଙ୍କୁ ଘର ନିକଟ କେନ୍ଦ୍ରରେ ତୁରନ୍ତ ନିଯୁକ୍ତି ଦେବାକୁ ଓଡ଼ିଶା ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) ବଲାଙ୍ଗୀର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।...

ବଦଳିଲା ୧ନଂ. ପରିବା ହାଟ ନିୟମ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ପରିବା ହାଟ ସକାଳ ୬ଟାରୁ ୧୨ଟା ଯାଏ ଖୋଲା ରହିବାକୁ ନିୟମ ହୋଇଥିଲା। ତେବେ ହାଟରେ ଲୋକଙ୍କ ଅତ୍ୟଧିକ ଗହଳି ଦେଖିବାକୁ...

ମଣିଷ ପଣିଆ ଦେଖାଇଲେ ଭୁବନେଶ୍ୱରର ଘର ମାଲିକ: ଛାଡ଼ କଲେ ମାସକର ଭଡ଼ା

ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ପାଇଁ ସରକାର ସାରାଦେଶରେ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ଘରୋଇ କମ୍ପାନୀ ଏବଂ ଅନ୍ୟ ସଂସ୍ଥାଗୁଡିକ...

ଜୁଲାଇ ୩୧ ଯାଏ ରାଜ୍ୟ ଘରୋଇ ବସ୍‌ ଧର୍ମଘଟ ସ୍ଥଗିତ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଜୁଲାଇ ୧ ତାରିଖରେ ହେବାକୁ ଥିବା ବସ ଧର୍ମଘଟକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି ଓଡ଼ିଶା ବସ ମାଲିକ...

ବୁଥ୍‌ କ୍ୟାପଚରିଂ: ୧୪ ଜଣଙ୍କୁ ବାନ୍ଧିଲା ପୋଲିସ

ଯାଜପୁର ଅଫିସ,୧୭ା୨: ଯାଜପୁର ସଦର ଏବଂ ଧର୍ମଶାଳା ବ୍ଲକରେ ବୁଧବାର ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ମତଦାନରେ ସଂଗଠିତ ବୁଥ୍‌ କ୍ୟାପଚରିଂ ଅଭିଯୋଗରେ ୧୪ ଜଣଙ୍କୁ ବାନ୍ଧିଛି...

Advertisement
Archives

Model This Week