ନିଃସଙ୍ଗତା ଦୂର କରିବ ରୋବୋ

ରୋବୋର ବ୍ୟବହାର ଦିନକୁ ଦିନ ବଢ଼ିଚାଲିଛି। ଏଣିକି ଏହାକୁ ନିଃସଙ୍ଗତା ଦୂର କରିବା ପାଇଁ ବ୍ୟବହାର କରାଯାଇପାରିବ। ଜାପାନର ବୈଜ୍ଞାନିକମାନେ ଏପରି ଏକ ଅତ୍ୟାଧୁନିକ ଜ୍ଞାନକୌଶଳ ବିଶିଷ୍ଟ ରୋବୋ ପ୍ରସ୍ତୁତ କରିଛନ୍ତି। ନିଃସଙ୍ଗତା ପରି ସମସ୍ୟା ସହ ଜଡିତ ଥିଲେ ଏହି ରୋବୋ ସଂପୃକ୍ତ ବ୍ୟକ୍ତିଙ୍କ ମନରେ ସକାରାତ୍ମକ ଚିନ୍ତାଧାରା ସୃଷ୍ଟି କରିବାରେ ଅନେକାଂଶରେ ସହାୟକ ହୋଇପାରିବ। ପରୀକ୍ଷାମୂଳକ ଭାବେ ଏହାକୁ ବ୍ୟବହାର କରାଯାଇ ସଫଳତା ମିଳିଛି ବୋଲି ପ୍ରସ୍ତୁତକାରୀ ବୈଜ୍ଞାନିକମାନେ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରିଛନ୍ତି। କେବଳ ସେତିକି ନୁହେଁ, ନିଃସଙ୍ଗତାରୁ ନିଜକୁ ଦୂରେଇ ରଖିବା ପାଇଁ ଜଣେ ବ୍ୟକ୍ତି ଏହି ରୋବୋ ସହାୟତାରେ ମନ ପସନ୍ଦର ଗୀତ ମଧ୍ୟ ଶୁଣିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ନଡ଼ିଆ ବର୍ଫି

ଆବଶ୍ୟକ ସାମଗ୍ରୀ: ନଡିଆ -୨ଟି, ମିଲ୍କମେଡ – ୧ କପ୍‌, ପେସ୍ତା ବାଦାମ -୧୦ରୁ ୧୨, ଅଳେଇଚ ପାଉଡର – ୪/୫ ସ୍ପୁନ୍‌, ଘିଅ –...

ଘରର ଷ୍ଟୋର ରୁମ୍‌ ସୃଷ୍ଟି କରେ ସମସ୍ୟା, ଜାଣନ୍ତୁ କେଉଁ ଦିଗରେ ରହିବା ଉଚିତ୍‌

ଘରେ ସଠିକ୍‌ ଦିଗରେ ଷ୍ଟୋର ରୁମ ନ ରହିଲେ ଏହା ଅନେକ ସମସ୍ୟା ସୃଷ୍ଟି କରିଥାଏ। ଭୁଲ୍‌ ଦିଗରେ ଥିବା ଷ୍ଟୋର ରୁମ ବ୍ୟକ୍ତିଙ୍କ ଜୀବନରେ...

ଲୋ ବ୍ଲଡ୍‌ପ୍ରେସର ଓ ଅଙ୍ଗୁର

ସାଧାରଣତଃ ବ୍ଲଡପ୍ରେସର ଦୁଇ ପ୍ରକାରର-ହାଇ ବ୍ଲଡ୍‌ପ୍ରେସର ଏବଂ ଲୋ ବ୍ଲଡପ୍ରେସର। ତେବେ ଏଥିରୁ ନିଜକୁ ଦୂରେଇ ରଖିବା ପାଇଁ ଖାଦ୍ୟପେୟର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଯଦି...

ମନକୁ ହାଲକା କରିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ବିଭିନ୍ନ ସମସ୍ୟା ଯୋଗୁ ମନ ବେଳେବେଳେ ଭାରାକ୍ରାନ୍ତ ହୋଇଯାଇଥାଏ। ମାନସିକ ଅବସ୍ଥାର ସାଧାରଣ ସ୍ଥିତି ଫେରାଇ ଆଣିବାରେ ଭାବର ଆଦାନପ୍ରଦାନ ମୁଖ୍ୟ ଭୂମିକା ଗ୍ରହଣ କରିଥାଏ।...

ହସ୍ତପାଦାସନ ଦୂର କରେ ଅନେକ ରୋଗ

ପ୍ରତିଦିନ ପୌଷ୍ଟିକ ଆହାର ସହିତ ଯୋଗାଭ୍ୟାସ କଲେ ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ଯୋଗାସନ କରିବା ଦ୍ୱାରା ମସ୍ତିଷ୍କରେ ରକ୍ତ ସଂଚାଳନ ଠିକ୍‌ ଭାବରେ ହୋଇଥାଏ।...

ଏହି ଗୁଣ୍ଡ ସହିତ ଗ୍ଲାସେ ଉଷୁମ ପାଣି ହାର୍ଟ ଆଟାକ୍‌ରୁ ରଖେ ଦୂରେଇ…

ସକାଳୁ ଖାଲି ପେଟରେ ଉଷୁମ ପାଣି ସହିତ ଶୁଣ୍ଠି ଗୁଣ୍ଡ ଖାଇଲେ ମିଳିଥାଏ ଅନେକ ସୁଫଳ । ଏହା ମ୍ୟୁକୋଲାଇଟିସ୍‌ ଭାବେ କାର୍ଯ୍ୟ କରିଥାଏ। ଏହାଦ୍ୱାରା...

ଏ ହେଉଛି ଦୀପିକାଙ୍କ ଫିଟ୍‌ନେସ ମନ୍ତ୍ର, ଜାଣନ୍ତୁ ପତଳା ରହିବାକୁ ନେଇ କ’ଣ ରହିଛି ତାଙ୍କ ଜୀବନଚର୍ଯ୍ୟା

ଫିଟ୍‌ ରହିବା ପାଇଁ ଅଭିନେତା ତଥା ଅଭିନେତ୍ରୀମାନେ ନିଜର ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେଇଥାନ୍ତି। ଏଣୁ ଆଜିର ଯୁବପୀଢ଼ି ଅଭିନୟ ସାଙ୍ଗକୁ ସେମାନଙ୍କ ଫିଟ୍‌ନେଟ୍‌...

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ମେଥି ଶାଗ

ଆଣ୍ଠୁଗଣ୍ଠିରେ ଅତ୍ୟଧିକ ଯନ୍ତ୍ରଣା କାରଣରୁ ଅନେକ ସମୟରେ ଲୋକେ ଚାଲିବା ବୁଲିବାରେ ବି ଅସମର୍ଥ ହୋଇପଡ଼ନ୍ତି। ତେବେ ଏହି ଯନ୍ତ୍ରଣା ବିଭିନ୍ନ କାରଣରୁ ହୋଇଥାଏ। ଯେମିତିକି;...

Advertisement
Archives

Model This Week