ନିଅଁ ଖୋଳା ଗାତରେ ପଡ଼ି ଦେଢ଼ବର୍ଷର ଶିଶୁମୃତ

କାମାକ୍ଷାନଗର,୭।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କେରଜୋଳି ଗ୍ରାମରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଘର ନିର୍ମାଣ ପାଇଁ ଖେଳାଯାଇଥିବା ନିଅଁ ଗାତରେ ପଡ଼ି ଜଣେ ଦେଢ଼ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୁନା ପଲେଇଙ୍କ ଝିଅ ପ୍ରିୟସିନି। ଅପରାହ୍ନରେ ପ୍ରିୟସିନି ଘରୁ ହଠାତ୍‌ କେଉଁଆଡ଼େ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ତାଙ୍କୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ନିଅଁ ଗାତରୁ ମୁର୍ମୂଷୁ ଅବସ୍ଥାରେ ଠାବ କରିଥିଲେ। ତାଙ୍କୁ ତୁରନ୍ତ କାମାକ୍ଷାନଗର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରିଥିଲା। ମରଶରୀର ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସାରେ ଅର୍ଥ ସାଜିଛି ବାଧକ: ସରକାରୀ ସହାୟତା ଅପେକ୍ଷାରେ ହରିହର

ଖଣ୍ଡପଡ଼ା,୨୪।୧୦(ସ୍ବ.ପ୍ର.): ଅର୍ଥ ଅଭାବରୁ ଆବଶ୍ୟକ ଚିକିତ୍ସା ପାଇପାରୁ ନାହାନ୍ତି। ଘରେ ରୋଗଶଯ୍ୟାରେ ପଡ଼ି ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଏପରିସ୍ଥଳେ ସରକାରୀ ସହାୟତାକୁ ଆଶାକରି ରହିଛନ୍ତି ନୟାଗଡ...

ଧଳାଜହର ବଳୟରେ କୁଜଙ୍ଗ ଅଞ୍ଚଳ

କୁଜଙ୍ଗ,୧୩ା୧(ଡି.ଏନ.ଏ.): ନିଶା ସେବନ କରି ଯୁବସମାଜ ପଥଭ୍ରଷ୍ଟ ହେବା ସାଙ୍ଗକୁ ନାନଦି କୁକର୍ମରେ ଲିପ୍ତ ରହି ନିଜର ଉଜ୍ଜ୍ୱଳ ଭବିଷ୍ୟତକୁ ଅନ୍ଧକାରମଧ୍ୟକୁ ଠେଲି ଦେଉଛନ୍ତି। ଯଦ୍ଦ୍ବାରା...

ଜୁଆରରେ ଉଜୁଡ଼ିଯାଉଛି ଝାଉଁ ଜଙ୍ଗଲ

ବାହାନଗା, ୧୦।୯ (ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଥିବା ଝାଉଁ ଜଙ୍ଗଲ ଜୁଆର ମାଡରେ ଉଜୁଡିଯିବାକୁ ବସିଲାଣି। ଏପରିକି ବରିପଦା ପଞ୍ଚାୟତର...

ବିନା ତାଲିମରେ ଶିକ୍ଷକ ବାଣ୍ଟିଲେ କୃମିନାଶ ଔଷଧ : ସ୍କୁଲରେ ସହପାଠୀଙ୍କୁ ଔଷଧ ଖୁଆଇଲେ ଛାତ୍ରୀଛାତ୍ର

ରଣପୁର,୯ା୮(ସ୍ବ.ପ୍ର.): ଗୁରୁବାର ଜାତୀୟ କୃମିନାଶ ଦିବସ ରଣପୁର ବ୍ଲକ ଅଞ୍ଚଳରେ ପ୍ରହସନ ପାଲଟିଥିବା ଅଭିଯୋଗ ହେଉଛି। ସରକାରୀ ସ୍କୁଲର ଛାତ୍ରୀଛାତ୍ରଙ୍କୁ କୃମିନାଶ ଔଷଧ ବଣ୍ଟନ କରାଯାଇ...

କରୋନାକୁ ନେଇ ପାରାଦୀପରେ ପୁଣି ପ୍ରଶାସନିକ ସମୀକ୍ଷା: ବିଦେଶୀ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ ହୋଟେଲରେ ରଖିବାକୁ ନିର୍ଦ୍ଦେଶ

ପାରାଦୀପ,୪ା୨(ସ୍ବ.ପ୍ର.): ଚୀନ୍‌ରୁ ସୃଷ୍ଟ କରୋନା ଭାଇରସ୍‌କୁ ନେଇ ଏବେ ବିଶ୍ୱବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି। ତେବେ କିପରି ଏହାର ପ୍ରତିକାରାତ୍ମକ ବ୍ୟବସ୍ଥା କରାଯିବ ସେ ନେଇ...

ସଙ୍ଗିନ ହେଉଛି ସ୍ଥିତି

ଅନୁଗୋଳ ଅଫିସ, ୨୯।୪:  ଅନୁଗୋଳ ଜିଲାରେ କରୋନା ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗତ ଦୁଇଦିନ ଭିତରେ ସଂକ୍ରମଣ ୭୦୦ ପାର୍‌ କରିଛି। ମଙ୍ଗଳବାର ୨ୟ ଲହରରେ...

ସୋମବାରଠାରୁ ଗଞ୍ଜାମରେ କୋଭାକ୍ସିନ ଟିକାକରଣ

ଛତ୍ରପୁର,୪ା୭(ଡି.ଏନ୍‌.ଏ.): ଭୁବନେଶ୍ୱର ପରେ ପ୍ରଥମ ଥର ପାଇଁ ଗଞ୍ଜାମ ଜିଲାରେ କୋଭାକ୍ସିନ ପହଞ୍ଚିଛି। ବ୍ରହ୍ମପୁର ସହର ସମେତ ଗଞ୍ଜାମ ଜିଲା ପାଇଁ ୧ ଲକ୍ଷ ୪୦...

ଯାତ୍ରା କଳାକାରଙ୍କୁ ହତ୍ୟା

ଭୋଗରାଇ, ୧୮ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି ା ଶୁକ୍ରବାର ମଧ୍ୟରାତ୍ରିରେ ଜଣେ ନିଶାଗ୍ରସ୍ତ ଯୁବକ ଯାତ୍ରା ପାର୍ଟିର ହାସ୍ୟ...

Advertisement
Archives

Model This Week