ନିଆଁରେ ପୋଡ଼ି ହୋଇ ଯୁବକ ଗୁରୁତର

ଛେଣ୍ଡିପଦା,୩।୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଗୋପୀବଲ୍ଲଭପୁର ଗ୍ରାମରେ ଗୁରୁବାର ନିଆଁରେ ପୋଡ଼ି ହୋଇ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ ହେଲେ ଉକ୍ତ ଗ୍ରାମର ବିଭୂତି କଠାର। ପ୍ରକାଶ ଯେ, ଆଜି ସକାଳେ ବିଭୂତି ଚୁଲିରେ ଚା’ ତିଆରି କରୁଥିବା ବେଳେ ପିନ୍ଧିଥିବା ଲୁଙ୍ଗିରେ ନିଆଁ ଲାଗିଯାଇଥିଲା। ଫଳରେ ତାଙ୍କ ଶରୀର ସମ୍ପୂର୍ଣ୍ଣ ପୋଡ଼ିଯାଇଥିଲା। ତାଙ୍କ ପାଟି ଶୁଣି ପରିବାର ଲୋକେ ଦୌଡ଼ି ଆସି ନିଆଁକୁ ଆୟତ୍ତ କରିବା ସହିତ କୋଶଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି। ଏବେ ବିଭୂତିଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମା ଟପିଲା ବର୍ୱରତା: ପୋଲିସ ସମ୍ମୁଖରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ବାଲିଅନ୍ତା,୭।୫(ନୀଳମାଧବ ସାହୁ): ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ଏକ ବର୍ୱରକାଣ୍ଡ ସାମ୍ନାକୁ ଆସିଛି। ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। କେତେଜଣ…

ବିଜୟଙ୍କ ଦଳ ଉପରେ ମହିଳା ସିଙ୍ଗର ଆଣିଲେ ଗୁରୁତର ଅଭିଯୋଗ, ନାବାଳିକା ବଳାତ୍କାର ମାମଲରେ…

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନରେ ଚମତ୍କାର ପ୍ରଦର୍ଶନ ପରେ, ଥଲାପଥି ବିଜୟଙ୍କ ଦଳ, TVKର ଜଣେ କର୍ମୀଙ୍କୁ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି। ଏହି…

ବିନା ଅସ୍ତ୍ରରେ ଶତ୍ରୁଠାରୁ କିଭଳି ନେବେ ଅପମାନର ପ୍ରତିଶୋଧ? ଜାଣନ୍ତୁ କ’ଣ କହେ ‘ଚାଣକ୍ୟ ନୀତି’

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିବି ମାନବ ସମାଜକୁ ମାର୍ଗଦର୍ଶନ ଦେଇ ଆସୁଛି। ରାଜନୀତି ହେଉ କିମ୍ବା ବ୍ୟକ୍ତିଗତ ଜୀବନ, ଚାଣକ୍ୟଙ୍କ ରଣକୌଶଳ ସବୁଠାରେ ପ୍ରାସଙ୍ଗିକ। ଚାଣକ୍ୟଙ୍କ ମତରେ,…

ତେଲର ତଣ୍ଟି ଚିପିପାରେ ହର୍ମୁଜ ସଙ୍କଟ, ବିଶ୍ୱର ଜୀବନ ରେଖା ଉପରେ ଘନଉଛି ବିପଦ

ତେହରାନ,୭।୫: ପଶ୍ଚିମ ଏସିଆର ସବୁଠାରୁ ସମ୍ବେଦନଶୀଳ ସାମୁଦ୍ରିକ କରିଡର ଆଉ କେବଳ ଏକ ବାଣିଜ୍ୟ ପଥ ନୁହେଁ; ଏହା ବିଶ୍ୱ ଶକ୍ତି ସଂଘର୍ଷର ଏକ ବିସ୍ଫୋରକ କେନ୍ଦ୍ରରେ…

‘ମୋ’ ଅବସ୍ଥା ଦେଖିନିଅ, ଭୁଲ୍‌ରେ ବିବାହ କରନି…’ ପୋଷ୍ଟର ଧରି ବସିଛନ୍ତି ସ୍ବାମୀ, ନର୍କ ହୋଇଯାଇଛି… 

ହାଜିପୁର,୭।୫: ସାଧାରଣତଃ ବିବାହକୁ ଜୀବନର ଏକ ନୂଆ ଏବଂ ସୁନ୍ଦର ଆରମ୍ଭ ବୋଲି କୁହାଯାଏ। କିନ୍ତୁ ବିହାରର ବୈଶାଳୀ ଜିଲା ହାଜିପୁରରୁ ଏଭଳି ଏକ ଘଟଣା ସାମ୍ନାକୁ…

ଭାଜପା ଛାଡିଲେ ଚିରାଗ ପାଶଓ୍ବାନ! କହିଲେ ଏକେଲା ଲଢିବେ ନିର୍ବାଚନ

ନୂଆଦିଲ୍ଲୀ,୭।୫: ପଞ୍ଜାବ ରାଜନୀତିରେ ଏକ ସାହସିକ ପଦକ୍ଷେପ ନେଇ ଲୋକ ଜନଶକ୍ତି ପାର୍ଟି (ରାମବିଳାସ) ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ ସ୍ବାଧୀନ ଭାବରେ ଲଢ଼ିବ…

ଇରାନ ସହ ଯୁଦ୍ଧ ମଧ୍ୟରେ ଖୋଲିଲା ଟ୍ରମ୍ପଙ୍କ ଭାଗ୍ୟ!

ତେହରାନ,୭।୫: ଇରାନ ସହିତ ବଢୁଥିବା ଉତ୍ତେଜନା ଏବଂ ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ଆମେରିକା ପାଇଁ ଏକ ଅତ୍ୟନ୍ତ ସ୍ବାଗତଯୋଗ୍ୟ ଖବର ଆସିଛି। ଆମେରିକୀୟ ମାଟି ତଳେ…

ଟ୍ରେନ୍‌ ଆଗକୁ ଆସି ଜୀବନ ହାରିଦେଲେ ଆଇଟିଆଇ ଛାତ୍ରୀ, ଟ୍ରାକ୍‌ରେ ପଡ଼ିଛି…

ବ୍ରହ୍ମପୁର,୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁର ସରକାରୀ ରେଳବାଇ ଥାନା(ଜିଆରପି) ଅନ୍ତର୍ଗତ ଆମ୍ବପୁଆ ରେଳଫାଟକ ନିକଟରେ ଗୁରୁବାର ଜଣେ ଆଇଟିଆଇ ଛାତ୍ରୀ ଟ୍ରେନ୍‌ ଆଗକୁ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri