ନିଆରା ଢଙ୍ଗରେ ନୂଆବର୍ଷ ପାଳିଲେ ଯବାନ

ଖଇରା, ୩।୧(ଡି.ଏନ.ଏ.)-ନୂଆବର୍ଷରେ ସମସ୍ତେ ଭୋଜିଭାତ କରି ମଉଜ ମଜଲିସରେ କଟାଉଥିବା ବେଳେ ଏହାକୁ ନିଆରା ଢଙ୍ଗରେ ପାଳିଛନ୍ତି ଖଇରା ବ୍ଲକ ଅଧୀନ ଗୋଳିହା ପଞ୍ଚାୟତ କଣ୍ଟାବଣିଆ ଗ୍ରାମର ମୟୂର କୁମାର ଦାସ। ସିଆର୍‌ପିଏଫ ଯବାନ ମୟୁର ବୁଧବାର ନିଜର ବୋନସ ଟଙ୍କାରେ ଖଇରା ବ୍ଲକର ଡଗରପଡାଠାରେ ଥିବା ବିବେକଭାରତୀ ସେବାଶ୍ରମର ଅନାଥ ପିଲାଙ୍କୁ ଭେଟି ପିନ୍ଧାବସ୍ତ୍ର ଏବଂ ମିଷ୍ଠାନ୍ନ ବଣ୍ଟନ କରିଥିଲେ ା ଏଥିସହ ପିଲାମାନଙ୍କର ସୁବିଧା ଅସୁବିଧା ପଚାରି ବୁଝିବା ସହିତ ପିଲାମାନଙ୍କ ସହ ମଧ୍ୟାନ୍ନଭୋଜନ କରିଥିଲେ। ଏହି ଅଞ୍ଚଳର ଯୋଗଗୁରୁ ମୁକ୍ତିକାନ୍ତ ପାଣିଗ୍ରାହୀଙ୍କଠାରୁ ଏହି ଆଶ୍ରମ ବିଷୟରେ ଶୁଣି ଏଠାକୁ ଆସିବାକୁ ମନ ବଳାଇଥିବା ସିଆର୍‌ପିଏଫ ଯବାନ ମୟୂର କୁମାର ଦାସ ପ୍ରକାଶ କରିବା ସହିତ ଆଗାମୀ ଦିନରେ ନିଜର ସକ୍ଷମ ଅନୁଯାୟୀ ଆଶ୍ରମର ଛାତ୍ରଛାତ୍ରୀମାନଙ୍କୁ ସହଯୋଗର ହାତ ବଢାଇବେ ବୋଲି କହିଛନ୍ତି। ଏହି କାର୍ଯ୍ୟକ୍ରମରେ ମୟୂର କୁମାର ଦାସଙ୍କ ସମେତ ବିବେକଭାରତୀ ସେବାଶ୍ରମର ପରିଚାଳକ ସ୍ବାମୀ ଗଣେଶାନନ୍ଦ ପୁରୀ, ଯୋଗଗୁରୁ ମୁକ୍ତିକାନ୍ତ ପାଣିଗ୍ରାହୀ, ଚିନ୍ମୟ ମହାନ୍ତି ଓ ଅଜୟ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ତ୍ୱରାନ୍ବିତ ହେଲା ମିଶନ ‘ବିୟୁଟି ସିଟି’

ବାଲେଶ୍ୱର ଅଫିସ,୨୩।୯-ବାଲେଶ୍ୱର ସହରକୁ ‘ବିୟୁଟି ସିଟି’ରେ ପରିଣତ କରିବା ପାଇଁ ଆରମ୍ଭ ହୋଇଥିବା ମିଶନ କିଛିଦିନ ସ୍ଥଗିତ ହେବା ପରେ ସୋମବାର ପୁଣି ତ୍ୱରାନ୍ବିତ କରାଯାଇଛି।...

ବସୁନ୍ଧରା ଯୋଜନାରେ ଆନନ୍ଦପୁର ବ୍ଲକର ୫୫ ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ

ଆନନ୍ଦପୁର,୯।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ମଙ୍ଗଳବାର ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ କରାଯାଇଛି। ତହସିଲଦାର ତପନ କୁମାର ନାୟକଙ୍କ ସଂଯୋଜନାରେ...

କଡ଼ା ପହରା ମଧ୍ୟରେ ଷ୍ଟ୍ରଙ୍ଗ ରୁମ୍‌

ଚମ୍ପୁଆ, ୨୯ା୪(ଡି.ଏନ.ଏ.)- ଗତ ୨୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପରେ ବିଭିନ୍ନ ବୁଥ୍‌ରୁ ଇଭିଏମ୍‌ ଅଣାଯାଇ  ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି। ସ୍ଥାନୀୟ  ଚନ୍ଦ୍ରଶେଖର ମହାବିଦ୍ୟାଳୟଠାରେ...

ଶିକ୍ଷୟିତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ସତ୍ୟତା ନାହିଁ, ତଦନ୍ତ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହୋଇଛି: ମନ୍ତ୍ରୀ

ବାଲିଆପାଳ/ଭୁବନେଶ୍ୱର,୭।୧୧(ସ୍ବ.ପ୍ର./ଡି.ଏନ୍‌.ଏ./ବ୍ୟୁରୋ): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ଜାଠିଆଠାରେ ଥିବା ଏକ ବିଦ୍ୟାଳୟର ଜନୈକା ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷକ ଯୌନ ନିର୍ଯାତନା ଦେବା ଅଭିଯୋଗ ମାମଲାରେ ସତ୍ୟତା...

କୋଭିଡ-୧୯ ମୁକାବିଲା: ନିଜର ଏକ ମାସର ଦରମା ପ୍ରଦାନ କଲେ ନୀଳଗିରି ବିଧାୟକ

ସଜନାଗଡ଼,୩।୪(ଡି.ଏନ୍‌.ଏ.): କରୋନା ମହାମାରୀ ସହ ମୁକାବିଲା ଲାଗି କେନ୍ଦ୍ର ତଥା ରାଜ୍ୟ ସରକାରଙ୍କୁ ସହାୟତାର ସୁଅ ଛୁଟୁଛି। ଏହି କ୍ରମରେ ବାଲେଶ୍ୱର ଜିଲା ନୀଳଗିରି ବିଧାୟକ...

ନୀଳଗିରି ଏନ୍‌ଏସି ଶଟ୍‌ଡାଉନ୍‌

ସଜନାଗଡ଼,୭ା୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରିରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି ଏନ୍‌ଏସିକୁ ଶଟଡାଉନ ଘୋଷଣା କରାଯାଇଛି। ଗୁରୁବାର ରାତି ୧୨ଟାରୁ ମଙ୍ଗଳବାର ପୂର୍ବାହ୍ନ ୫ଟା...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଲିଭିଗଲା ୩ ଜଣଙ୍କ ଜୀବନଦୀପ

ବାଲିଆପାଳ,୮।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଖାଳମୁହାଣି ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ...

ଢାବାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଆଇଆଇସିଙ୍କୁ ଆକ୍ରମଣ ମାମଲାରେ ୧୩ ଗିରଫ

ବାଲିଆପାଳ,୧।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ଥାନା ଇଡ଼କୋଛକ ସ୍ଥିତ ରାଜଧାନୀ ଢାବାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ୭ଦିନ ପୂରିଲାଣି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା...

Play 250+ Trending Games
Archives

Model This Week

Why Dharitri