ନିଆରା ଢ଼ଙ୍ଗରେ କରୋନା ସଚେତନତା

ବଲାଙ୍ଗୀର ଅଫିସ, ୯ା୫-  ବଲାଙ୍ଗୀରରେ ଶନିବାର ବିଙ୍ଗ୍‌ ହ୍ୟୁମାନ୍‌ ଫାଉଣ୍ଟେସନ୍‌ ତରଫରୁ ନିଆରା ଢ଼ଙ୍ଗରେ କରୋନା ଭାଇରସ୍‌ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନତା କରାଯାଇଛି ା ମଞ୍ଚ ଅଭିନେତା ସୁରେଶ ସାହୁ କରୋନା ଭାଇରସ୍‌ ଭୂମିକାରେ ଲୋକଙ୍କୁ ଅଭିନବ ଢ଼ଙ୍ଗରେ ସଚେତନ କରିଥିଲେ ା ସାମାଜିକ ଦୂରତ୍ୱ ଅବଲମ୍ବନ କରିବା, ମାସ୍କ ପିନ୍ଧିବା, ସାବୁନ୍‌ରେ ନିୟମିତ ହାତ ଧୋଇବା, କୌଣସି ଲକ୍ଷଣ ଦେଖାଦେଲେ ସଙ୍ଗେ ସଙ୍ଗେ ସ୍ବାସ୍ଥ୍ୟ ବିଭାଗର ସହାୟତା ନେବାକୁ ସେ ଲୋକଙ୍କୁ ସଚେତନ କରିଥିଲେ ା ଫାଉଣ୍ଡେସନ ମୁଖ୍ୟ ଉପଦେଷ୍ଟା ଲଳିତ କୁମାର ନାୟକ, ସଭାପତି ସୋମନାଥ ମିଶ୍ର, ସମ୍ପାଦକ ବିବେକାନନ୍ଦ ପଟେଲଙ୍କ ସହ ସଦସ୍ୟା, ସଦସ୍ୟ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ବଲାଙ୍ଗୀରରେ ଆୟୁର୍ବେଦ ଦିବସ: ସୁସ୍ଥ ଆହାରକୁ ନେଇ…

ବଲାଙ୍ଗୀର,୨୩ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ପରିସରରେ ବୁଧବାର ୧୧ତମ ଆୟୁର୍ବେଦ ଦିବସ ପାଳିତ ହୋଇଯାଇଛି। ଏହାକୁ ବଲାଙ୍ଗୀର ବନଖଣ୍ଡ ଅଧିକାରୀ…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?