Posted inଫୁରସତ

ନିଆରା ପରମ୍ପରା: ଯେଉଁଠି ଲାଗେ ଦେବତାଙ୍କ ଅଦାଲତ

ଛତିଶଗଡ଼ ବସ୍ତର ଜିଲାରେ ଥିବା କାଣ୍ଡଗାଁରେ ଦେଖିବାକୁ ମିଳେ ଏକ ନିଆରା ପରମ୍ପରା। ଏହି ଗାଁର ଅଧିବାସୀମାନେ କୌଣସି ଅଭିଯୋଗର ଶୁଣାଣି ପାଇଁ କୋର୍ଟ ଅବା ଥାନାର ଦ୍ୱାରସ୍ଥ ହୋଇ ନ ଥାଆନ୍ତି। ଗାଁ ମଧ୍ୟରେ ବସୁଥିବା ଈଶ୍ୱର ବା ଦେବତାଙ୍କ ଅଦାଲତରେ ସବୁ ସମସ୍ୟାର ସମାଧାନ କରାଯାଇଥାଏ। କେହି କେହି ଏହାକୁ ମାଟି କୋର୍ଟ, ଭିମା କୋର୍ଟ ମଧ୍ୟ କହିଥାଆନ୍ତି। ଆଉ ଏହି କୋର୍ଟର ପ୍ରତିନିଧି ଭାବେ ଗାଁ ମୁଖିଆ ସମସ୍ତ ଅଭିଯୋଗର ଶୁଣାଣି କରି ଥାଆନ୍ତି। ଗାଁ ବାହାରେ ଗଛମୂଳେ ଏହି କୋର୍ଟ ବସିଥାଏ। ଆଉ ଭୁଲ୍‌ କରିଥିବା ବ୍ୟକ୍ତି ସର୍ବସମ୍ମୁଖରେ ଗଛ ମୂଳରେ ଠିଆ ହେବା ଭୟରେ ଏଠାରେ ଲୋକେ ଅପରାଧ କରିବାକୁ ଭୟ କରିଥାଆନ୍ତି ବୋଲି କୁହାଯାଏ। ସୁପ୍ରିମକୋର୍ଟ ଭଳି ଏହା ଗାଁର ସର୍ବୋଚ୍ଚ କୋର୍ଟ ବୋଲି ଗ୍ରାମବାସୀ ମାନିଥାଆନ୍ତି। ଏହାସର ଗାଁର ସମସ୍ତ ଶୁଭକାର୍ଯ୍ୟ ଏହି ମାଟି ଦେବତାଙ୍କୁ ପୂଜା କରି ଆରମ୍ଭ କରିବାର ମଧ୍ୟ ପରମ୍ପରା ରହିଛି। ଏହାକୁ ନେଇ ଅନେକ ଲୋକ କଥା ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କୂଅରୁ ବାହାରୁଛି ଉଜ୍ଜ୍ୱଳ ଆଲୋକ, ବୈଜ୍ଞାନିକମାନେ ବି ଖୋଜି ପାଉନାହାନ୍ତି କାରଣ

ବିଶ୍ୱରେ ଏମିତି କିଛି ସ୍ଥାନ ଅଛି, ଯାହା ଆଜି ବି ରହସ୍ୟାବୃତ୍ତ। ଏପରି ଏକ ଅଦ୍ଭୁତ ସ୍ଥାନ ରହିଛି ପର୍ତ୍ତୁଗାଲର ସିନ୍ତାରାରେ। ଏହି ସ୍ଥାନରେ ଏକ...

ବିମାନ ବନ୍ଦରରେ ପ୍ରତିଦିନ ହୁଏ ଫାୟାରିଂ

ସୁରଟ : ଆପଣମାନଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିବ ନିଶ୍ଚୟ। ବିମାନବନ୍ଦରରେ ପୁଣି ପ୍ରତିଦିନ ଫାୟାରିଂ! ହେଲେ ହଁ। ପ୍ରତିଦିନ ସୁରଟ ବିମାନ ବନ୍ଦରରେ ଟେକ୍‌ଅଫ୍‌ ଏବଂ ଲ୍ୟାଣ୍ଡିଂ...

ଶ୍ମଶାନରେ ପାଳିଲେ ଜନ୍ମଦିନ

ସାଧାରଣତଃ କୌଣସି ବନ୍ଧୁଙ୍କର ଜନ୍ମଦିନ ପାଳନ କରିବା ପାଇଁ କେତେକ’ଣ ପୂର୍ବ ପ୍ରସ୍ତୁତି ଚାଲିଥାଏ। କେଉଁଠି କେକ୍‌ କଟାଯିବ, କେତେ ଅତିଥି ଯୋଗଦେବେ, ଭୋଜିରେ ଖାଦ୍ୟ...

ପାଣିରେ ବୁଡ଼ିଯିବାର ଅଭିନୟ କରୁଥିଲା ପିଲା, ପରେ ଘଟିଲା କିଛି ଏମିତି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭଡିଓ ଏବଂ ଫଟୋ ଭାଇରାଲ ହେବାରେ ଲାଗିଛି। କେତେକ ଭିଡିଓ ଦେଖି ହସ ନିୟନ୍ତ୍ରଣ ହେଉ ନ...

ଛୁଆକୁ କ’ଣ ଶିକ୍ଷା ଦେଉଛି ସିଂହୀ, କୁହନ୍ତୁ ତ..

ମା’ ଓ ଶିଶୁ ମଧ୍ୟରେ ସମ୍ପର୍କ ନିବିଡ଼। ମଣିଷ ହେଉ ଅବା ପଶୁ ନିଜର ଜନ୍ମିତ ଶିଶୁ ପାଇଁ ସମସ୍ତେ ହୋଇ ଉଠନ୍ତି ବ୍ୟାକୁଳ। ମା’...

ହାତୀଙ୍କ ପାଇଁ ବ୍ୟାୟାମଶାଳା

ଡେରାଡୁନ୍‌: ଏଣିକି ଜିମ୍‌ରେ ବ୍ୟାୟାମ କରିବେ ହାତୀ। ଉତ୍ତରାଖଣ୍ଡସ୍ଥିତ ରାଜାଜୀ ବ୍ୟାଘ୍ର ଅଭୟାରଣ୍ୟରେ ହାତୀଙ୍କ ପାଇଁ ତିଆରି ହୋଇଛି ଏକ ଜିମ୍‌। ଏହି ବିରାଟକାୟ ବନ୍ୟପ୍ରାଣୀମାନେ...

ପୁସ୍ତକାଳୟର ଗାଁ

ମହାରାଷ୍ଟ୍ରର ଭିଲାରଠାରେ ରହିଛି ଏକ ଛୋଟ ଗାଁ, ଯାହା ଗତ କିଛି ବର୍ଷ ହେବ ଅନେକ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର ବିନ୍ଦୁ ସାଜିଛି । କାରଣ...

ଜୁଆର ଆସିଲେ ବନ୍ଦ ହୋଇଯାଏ ଏୟାରପୋର୍ଟ, ଜାଣନ୍ତୁ କେଉଁଠି

ବିଶ୍ୱରେ ଏମିତି ଏକ ଏୟାରପୋର୍ଟ ରହିଛି, ଯେଉଁଠି ରନ୍‌ଓ୍ବେ ନାହିଁ। ମହାସାଗର କୂଳରେ ଅବତରଣ କରିଥାଏ ବିମାନ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏମିତି ଏକ...


Coronavirus Update

Archives

Model This Week

Why Dharitri