ନିଖିଳ ଉକତ୍ଳ ବିଚାର ବିଭାଗୀୟ କର୍ମଚାରୀ ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ଭବାନୀପାଟଣା,୧୮।୫ (ଡି.ଏନ୍‌.ଏ.): ବାତ୍ୟ ପନୀରେ ଓଡ଼ିିଶାର ବିଭିନ୍ନ ଜିଲାରେ କ୍ଷୟକ୍ଷତି ହୋଇଛି। ବାତ୍ୟା ବିପନ୍ନଙ୍କୁ ସହାୟତା ପାଇଁ ଦେଶ ବିଦେଶରୁ ବିଭିନ୍ନ ବର୍ଗର ବ୍ୟକ୍ତି ଓ ସଂସ୍ଥାମାନେ ସହାୟତାର ହାତ ବଢାଇଛନ୍ତି।
ତେବେ ଏ ନେଇ ନିଖିଳ ଉକତ୍ଳ ବିଚାର ବିଭାଗୀୟ କର୍ମଚାରୀ ସଂଘ କଳାହାଣ୍ଡି ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ ହଜାର ୪ ଶହ ଟଙ୍କା ସହାୟତା ଦିଆଯାଇଛି। ଶାଖା ସଭାପତି ଦିଲୀପ କୁମାର ମହାନ୍ତି, ରାଷ୍ଟ୍ରୀୟ ପୂର୍ବତନ ଆଞ୍ଚଳିକ ସଭାପତି ତଥା ରାଜ୍ୟ ସାଧାରଣ ସମ୍ପାଦକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ସମସ୍ତ କର୍ମକର୍ତ୍ତା ଓ କର୍ମଚାରୀଙ୍କ ସହମତି କ୍ରମେ ଏହି ସହାୟତା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri